Odisha Elections 2024

VIDEO: ନିଜର ଡ୍ୟାନ୍ସ ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଏକ୍ସ ହ୍ୟାଣ୍ଡେଲରୁ ଏକ ଭିଡିଓ ପୋଷ୍ଟ କରିଛନ୍ତି। ସେହି ଭିଡିଓରେ ପ୍ରଧାନମନ୍ତ୍ରୀ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ ମାଧ୍ୟମରେ ଏକ ବିରାଟ ସମାବେଶରେ ନାଚୁଥିବା ଦେଖାଯାଇଛି। ଏହି ପୋଷ୍ଟ ଶେୟାର କରି ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି, ଆପଣ ସମସ୍ତଙ୍କ ପରି ମୁଁ ମଧ୍ୟ ନାଚୁଥିବାର ଦେଖି ମୋତେ ଭଲ ଲାଗିଲା। ନିର୍ବାାଚନ ଋତୁରେ ଏପରି ସୃଜନଶୀଳତା ପ୍ରକୃତରେ ଏକ ଆନନ୍ଦଦାୟକ!
ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱାରା ଶେୟାର ହୋଇଥିବା ଭିଡିଓକୁ କୃଷ୍ଣ ନାମକ ଜଣେ ୟୁଜର୍ସ ପୋଷ୍ଟ କରିଛନ୍ତି। ସେ ଏହା ମଧ୍ୟ ଲେଖିଛନ୍ତି , ମୁଁ ଏହି ଭିଡିଓ ପୋଷ୍ଟ କରୁଛି କାରଣ ମୁଁ ଜାଣେ ଯେ ‘ଡିକଟେଟର’ ମୋତେ ଏଥିପାଇଁ ଗିରଫ କରିବ ନାହିଁ। ନାଚୁଛନ୍ତି
ସୂଚନାଯୋଗ୍ୟ ଯେ, ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଅଭିଯାନ ଚାଲିଛି। ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ପାଇଁ ୯୪ ଲୋକ ସଭା ଆସନରେ ଭୋଟ ଗ୍ରହଣ କରାଯାଉଛି। ଏହାପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୧୦୨ ଟି ଆସନ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୮୮ଟି ଆସନ ଉପରେ ଭୋଟ ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ୱାର୍ଡମେମ୍ବର ନିର୍ବାଚନ ଲଢ଼ିନାହାନ୍ତି, ମୋତେ ପଚାରୁଛନ୍ତି କ’ଣ କରିଛ’: ଅପରାଜିତା

ଭୁବନେଶ୍ୱର,୧୯।୫: ବିଭିନ୍ନ ପ୍ରସଙ୍ଗକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଭାଜପା ନେତ୍ରୀ ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ।...

ପ୍ରେମ ପାଇଁ କାଙ୍ଗାଳ ହେଲେ କୋଟିପତିଙ୍କ ପୁଅ, ହରାଇଲେ ୭୦ କୋଟି ଟଙ୍କାର ସମ୍ପତ୍ତି

ଜୟପୁର,୧୯ା୫: ରାଜସ୍ଥାନର ଏଆର୍‌ଏଲ ଗ୍ରୁପ ଏବଂ ଅକ୍ଷତ ବିଲଡର୍ସଙ୍କ ବିରୋଧରେ ଆୟକର ବିଭାଗ ଦ୍ୱାରା କରାଯାଇଥିବା ଚଢ଼ାଉରେ ପ୍ରିୟଜନଙ୍କ ପ୍ରତି ବିଶ୍ୱାସଘାତକତା କରାଯାଇଥିବା ଘଟଣା ମଧ୍ୟ...

ଏଏପି ଛାଡ଼ିବେ ସ୍ବାତୀ ମାଲିଓ୍ବାଲ! ଦଳ ଛାଡିଲେ ହରେଇବେ ରାଜ୍ୟ ସଭା ସିଟ୍‌

ନୂଆଦିଲ୍ଲୀ,୧୯।୫: ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲ ଏବଂ ତାଙ୍କ ପାର୍ଟି ଆମ ଆଦମୀ ମଧ୍ୟରେ ସମ୍ପର୍କ ଧିରେଧିରେ ବିଗିଡିବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ...

ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି, ଲଗାତର ତିନିଦିନ କରିବେ ପ୍ରଚାର

ଭୁବନେଶ୍ୱର,୧୯।୫: ପୁଣି ଓଡ଼ିଶା ଗସ୍ତରେ ଆସି ପ୍ରଚାର କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏଥର ରାହୁଲ ଓଡ଼ିଶାରେ ବଡ଼ ଛାପ ଛାଡିବାକୁ ଯୋଜନା କରିଛନ୍ତି।...

ଦକ୍ଷିଣ-ଆଣ୍ଡାମାନ ଛୁଇଁଲା ମୌସୁମୀବାୟୁ

ଭୁବନେଶ୍ୱର,୧୯।୫: ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ରବିବାର କୋମରିନ-ମାଲଦୀପ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଏବଂ ଦକ୍ଷିଣ-ଆଣ୍ଡାମାନ ସାଗର ଦ୍ୱୀପ ଅଞ୍ଚଳକୁ ଅଗ୍ରସର ହୋଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ଗତ ୨୪...

ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ, ଆପଣ ତ ଭେଜିଟେରିଆନ ଅଟନ୍ତି ମୋଦିଜୀ…

ନୂଆଦିଲ୍ଲୀ,୧୯।୫: ପୁଣି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧୀ। ଦିଲ୍ଲୀରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ସେ ମୋଦିଙ୍କୁ ନିଶାନା କରିଛନ୍ତି।...

ମୋଦିଙ୍କ ହିନ୍ଦୁ-ମୁସଲମାନ ପ୍ରସଙ୍ଗକୁ କଡ଼ା ସମାଲୋଚନା କଲେ ମେନକା ଗାନ୍ଧୀ, କହିଲେ …

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶର ସୁଲତାନପୁର ଆସନରୁ ମେନକା ଗାନ୍ଧୀ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି। ଜାତୀୟ ଗଣମାଧ୍ୟମକୁ ଏକ ସାକ୍ଷାତକାର ଦେଇ ସେ...

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri