Posted inଜାତୀୟ

ଦେଶବାସୀଙ୍କୁ ଏହି ଧାରାବାହିକ ଦେଖିବାକୁ ଅନୁରୋଧ କଲେ ମୋଦି

ନୂଆଦିଲ୍ଲୀ,୨୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶବାସୀଙ୍କୁ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ ଦୂରଦର୍ଶନରେ ‘ସ୍ବରାଜ-ଭାରତ କେ ସ୍ବତନ୍ତ୍ରତା ସଂଗ୍ରାମ କି ସମଗ୍ର ଗାଥା’ ଧାରାବାହିକ ଦେଖିବାକୁ ଅନୁରୋଧ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ପ୍ରତି ରବିବାର ରାତି ୯ଟାରେ ଏହା ପ୍ରସାରିତ ହେବ,ଯାହା ୭୫ ସପ୍ତାହ ଚାଲିବ। ଏହାକୁ ଦେଖିବା ପାଇଁ ସମୟ ବାହାର କରନ୍ତୁ ଏବଂ ଏହାକୁ ଆପଣଙ୍କ ଘରର ପିଲାମାନଙ୍କୁ ମଧ୍ୟ ଦେଖାନ୍ତୁ। ଏହା ଆମ ଦେଶରେ ସ୍ବାଧୀନତା ସଂଗ୍ରାମୀମାନଙ୍କ ପ୍ରତି ଲୋକଙ୍କ ମଧ୍ୟରେ ଏକ ନୂତନ ସଚେତନତା ସୃଷ୍ଟି କରିବ।
ପ୍ରଧାନମନ୍ତ୍ରୀ ମୋଦି ଆହୁରି ମଧ୍ୟ କହିଛନ୍ତି, ଆଜାଦୀ କା ଅମୃତ ମହୋତ୍ସବର ରଙ୍ଗ କେବଳ ଭାରତରେ ନୁହେଁ, ବିଶ୍ୱର ଅନ୍ୟ ଦେଶରେ ମଧ୍ୟ ଦେଖାଯାଉଛି। ବୋତସ୍ବାନାରେ ରହୁଥିବା ଜଣେ ସ୍ଥାନୀୟ ଗୀତିକାର ମଧ୍ୟ ଭାରତର ସ୍ବାଧୀନତାର ୭୫ ବର୍ଷ ପାଳନ କରିବାକୁ ୭୫ ଦେଶଭକ୍ତ ଗୀତ ଗାଇଥିଲେ। ବିଶେଷ କଥା ହେଉଛି ଏହି ଗୀତଗୁଡ଼ିକ ହିନ୍ଦୀ, ପଞ୍ଜାବୀ, ଗୁଜରାଟୀ, ବଙ୍ଗାଳୀ, ତାମିଲ ଏବଂ ଅନ୍ୟାନ୍ୟ ଭାଷାରେ ଗାନ କରାଯାଇଥିଲା। ‘ଆଜାଦୀ କା ଅମୃତ ମହୋତ୍ସବ’ ୨୦୨୩ ପର୍ଯ୍ୟନ୍ତ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri