Posted inଜାତୀୟ

‘କୃଷି ସହ ଜଡିତ ଯୋଜନା ଚାଷୀଙ୍କୁ ନୂଆ ବଳ ଦେଉଛି’

ନୂଆଦିଲ୍ଲୀ,୧୧।୪: କୃଷକମାନେ ପ୍ରାକୃତିକ କୃଷି ପଦ୍ଧତି ଅବଲମ୍ବନ କରିବା ସହ ପୃଥିବୀ ମାତାର ସୁରକ୍ଷା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱ ଦେଇଛନ୍ତି। ପୃଥିବୀ ସୁରକ୍ଷିତ ନ ହେଲେ ଦିନ ଆସିବ ଏହା କୃଷି ଉତ୍ପାଦନ ବନ୍ଦ କରିଦେବ ବୋଲି ପ୍ରଧାନମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି। ଚାଷୀଙ୍କ ଆର୍ଥିକ ସ୍ଥିତି ଯେତେ ସୁଦୃଢ଼ ହେବ ନୂଆ ଭାରତ ସେତେ ଅଧିକ ସମୃଦ୍ଧ ହେବ। ପିଏମ୍‌ କିଷାନ ସମ୍ମାନ ନିଧି ଏବଂ ଅନ୍ୟାନ୍ୟ କୃଷି ସମ୍ପର୍କିତ ଯୋଜନା ଦେଶର କୋଟି କୋଟି ଚାଷୀଙ୍କୁ ନୂଆ ବଳ ଦେଇଥିବା ମୋଦି ଟୁଇଟ୍‌ କରି କହିଛନ୍ତି। ୧୧.୩ କୋଟି ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ୧.୮୨ ଲକ୍ଷ କୋଟି ଟଙ୍କା ପଠାଯାଇଥିବାର ଏକ ଗ୍ରାଫିକ୍‌ ସେ ଟୁଇଟରରେ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri