Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି: ୧୫୦ ଜଣଙ୍କ ନାଁରେ ଏଫ୍‌ଆଇଆର୍‌

ନୂଆଦିଲ୍ଲୀ,୮ ।୧: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ତ୍ରୁଟିକୁ ନେଇ ପୋଲିସ ଆଇପିସି ଧାରା ୨୮୩ ଅନୁଯାୟୀ ୧୫୦ ଜଣ ଅଜ୍ଞାତ ଲୋକଙ୍କ ବିରୋଧରେ ଏଫ୍‌ଆଇଆର୍ ଦାଖଲ କରିଛି । କୁଲଗଡି ଥାନାରେ ଏହା ଦାଖଲ କରାଯାଇଥିବା ସୂଚନା ମିଳିଛି । ରାଜ୍ୟ ସରକାର କେନ୍ଦ୍ରକୁ ପଠାଇଥିବା ରିପୋର୍ଟରେ କହିଛି ଘଟଣାକୁ ନେଇ ଫିରୋଜପୁରରେ ଏକ ଏଫ୍‌ଆଇଆର୍ ଦାଖଲ କରାଯାଇଛି । ପଞ୍ଜାବ ସରକାର କହିଛନ୍ତି ମୋଦିଙ୍କ ଗସ୍ତ ସମୟରେ ସୁରକ୍ଷାରେ କୌଣସି ତ୍ରୁଟି ହୋଇନାହିଁ । ଏହି ଘଟଣାର ଯାଞ୍ଚ ପାଇଁ ଗୁରୁବାର ୨ ସଂସଦୀୟ ସମିତି ଗଠନ କରାଯାଇଛି । ୩ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ସମିତିକୁ କୁହାଯାଇଛି । ଏହା ପୂର୍ବରୁ କେନ୍ଦ୍ର ସରକାରଙ୍କ ଏକ ଟିମ୍ ଫିରୋଜପୁର ପହଞ୍ଚି ବରିଷ୍ଠ ଅଧିକାରୀଙ୍କ ସହ କଥା ହୋଇଥିଲେ । ଏତିକିବେଳେ ରାଜ୍ୟ ସରକାର କେନ୍ଦ୍ରକୁ ଏକ ରିପୋର୍ଟ ଦେଇଥିଲେ, ଯେଉଁଥିରେ କୁହାଯାଇଛି ମୋଦିଙ୍କ ସୁରକ୍ଷା ଘଟଣାକୁ ନେଇ ଏକ ଏଫ୍‌ଆଇଆର୍ ଦାଖଲ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri