Posted inଜାତୀୟ

ଦଙ୍ଗା ଏବଂ ଗୁଣ୍ଡାରାଜ କଂଗ୍ରେସର ସ୍ଵଭାଵ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୧୪।୧୧: ଚାଲିଥିବା ବିଧାନସଭା ନିର୍ବାଚନ ମଧ୍ୟରେ ପ୍ରଚାର ସରଗରମ ହୋଇଛି। ଏହାରି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ସିଧାସଳଖ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଦଙ୍ଗା ଏବଂ ଗୁଣ୍ଡାରାଜ କରିବା କଂଗ୍ରେସର ସ୍ଵଭାଵ ଅଟେ। ମଧ୍ୟପ୍ରଦେଶର ଶଜାପୁରରେ ରାହୁଲ ଗାନ୍ଧୀଙ୍କୁ ଇଙ୍ଗିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜିକାଲି ମଧ୍ୟପ୍ରଦେଶରେ କଂଗ୍ରେସର ଜଣେ ମହାଜ୍ଞାନୀ ବୁଲୁଛନ୍ତି। ମହାଜ୍ଞାନୀଙ୍କ ଭଳି ଲୋକଙ୍କ ଚିନ୍ତାଧାରା ଦେଶକୁ ଧ୍ୱଂସ କରିଦେଇଛି।

ଏହା ସହିତ କଂଗ୍ରେସ ଉପରେ ତୃଷ୍ଟିକରଣ ଅଭିଯୋଗ ଲଗାଇଛନ୍ତି ମୋଦି। ଏବଂ କହିଛନ୍ତି “କଂଗ୍ରେସ ଯେଉଁଠାକୁ ଆସିଲା ସେଠାରେ ସେଠାରେ ବିନାଶ ଆଣିଛି। କଂଗ୍ରେସ କୃଷକ, ଯୁବକ ଏବଂ ମହିଳାଙ୍କ ଶତ୍ରୁ ଅଟେ। ସେ ଯାହା ବି କରନ୍ତି, ତାହା ନିଜ ପରିବାର ନାମରେ କରନ୍ତି, କଂଗ୍ରେସକୁ ଆପଣଙ୍କ ପରିବାର ସହିତ କୌଣସି ମତଲବ ନାହିଁ। ଅନ୍ୟପଟେ ପୁରା ମଧ୍ୟପ୍ରଦେଶ ପୁଣିଥରେ ଭାଜପା ଚାହୁଁଛନ୍ତି।”

ତେବେ କଂଗ୍ରେସ ପାଖରେ ଲୋକମାନଙ୍କୁ ଦେବା ପାଇଁ କେବଳ ନିରାଶା, ବିରୋଧ ଏବଂ ନକାରାତ୍ମକତା ରହିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। କଂଗ୍ରେସର ସ୍ଵଭାଵ କେବଳ ଦଙ୍ଗା ଏବଂ ଭ୍ରଷ୍ଟାଚାରକୁ ଉତ୍ସାହିତ କରିଥାଏ। ଦେଶର କୌଣସି ବ୍ୟକ୍ତି କଂଗ୍ରେସର ଶୋଷଣକୁ ଭୁଲି ପାରିବେ ନାହିଁ। କଂଗ୍ରେସର ସଂଗଠନ କିମ୍ବା ଏହାର ଶକ୍ତି ନାହିଁ। ଭାଜପା ମଧ୍ୟପ୍ରଦେଶକୁ ଏକ ଗଭୀର କୂଅରୁ ଟାଣି ନେଇଛି। “


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ

ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri