Posted inଜାତୀୟ

ରିଜ ମଇଦାନରେ ମୋଦି

ଶିମଲା,୩୧ ।୫: ଭାରତୀୟ ଜନତା ପାର୍ଟି(ଭାଜପା)ଶାସନକୁ ୮ ବର୍ଷ ପୂରଣ ହୋଇଛି । ଏହି ବର୍ଷ ପୂର୍ତ୍ତିର ଖୁସି ମୁହୂର୍ତ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଶିମଲାର ରିଜ ମଇଦାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । ମୋଦିଙ୍କୁ ପାଖରୁ ଦେଖିବା ଓ ତାଙ୍କ ସହ କଥା ହେବା ପାଇଁ ହଜାର ହଜାର ଜନତା ରିଜ ମଇଦାନରେ ପହଞ୍ଚି ସାରିଥିଲେ । ମୋଦି ଦେଶର ବିଭିନ୍ନ କଲ୍ୟାଣକାରୀ ଯୋଜନା ଓ କାର୍ଯ୍ୟକ୍ରମର ଲାଭାର୍ଥିଙ୍କ ସହ କଥା ହୋଇଛନ୍ତି ।

ଭର୍ଚୁଆଲି ସେ ୧୭ଟି ଯୋଜନାର ଲାଭାର୍ଥିଙ୍କ ସହ କଥା ହୋଇଛନ୍ତି । ଏହାପରେ ଜଣେ ଲାଭାର୍ଥି କହିଛନ୍ତି ଜୀବନ ସହଜ ହୋଇଯାଇଛି । ଲାଭାର୍ଥିଙ୍କ ସହ କଥା ହେବା ସମୟରେ ସେମାନେ କହିଛନ୍ତି ପୂର୍ବରୁ ଯେଉଁଠାରେ ସ୍ୱାସ୍ଥ୍ୟ ସୁବିଧା ନ ଥିଲା ଆଜି ସେଠାରେ ସ୍ୱାସ୍ଥ୍ୟ ଚେକ୍‌ଅପ୍ ହେଉଛି । ଅନ୍ୟପଟେ ବଟମ ଦବାଇ ମୋଦି ୧୦ କୋଟିରୁ ଅଧିକ କୃଷକଙ୍କୁ ୨୧ ହଜାର କୋଟିରୁ ଅଧିକ ସମ୍ମାନ ରାଶି ସେମାନଙ୍କ ବ୍ୟାଙ୍କ ଖାତାକୁ ପଠାଇଛନ୍ତି । ରିଜ ମଇଦାନରେ ଆୟୋଜିତ ମେଗା ଶୋ’ରେ ହଜାର ହଜାର ସଂଖ୍ୟାରେ କର୍ମୀ ରୁଣ୍ଡ ହୋଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?