Posted inଜାତୀୟ

ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ମାନବୀୟ ସହାୟତା ଜାରି ରଖିବୁ

ନୂଆଦିଲ୍ଲୀ,୧୯।୨୦: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପାଲେଷ୍ଟାଇନ ରାଷ୍ଟ୍ରପତି ମହମୂଦ ଅବ୍ବାସଙ୍କ ସହ ଫୋନରେ କଥା ହୋଇଛନ୍ତି। ଏହି ସମୟରେ ସେ ଗାଜାର ଅଲ-ଅହଲି ହସ୍ପିଟାଲରେ ବିସ୍ଫୋରଣରେ ପ୍ରାଣ ହରାଇଥିବା ଲୋକଙ୍କୁ ସମବେଦନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମହମୂଦ ଅବ୍ବାସଙ୍କ ସହ ବାର୍ତ୍ତାଳାପରେ ଗାଜାର ଅଲ ଅହଲି ଡାକ୍ତରଖାନାରେ ସାଧାରଣ ନାଗରିକଙ୍କ ମୃତ୍ୟୁକୁ ନେଇ ମୁଁ ସମବେଦନା ଜଣାଇଛନ୍ତି। ଆମେ ପାଲେଷ୍ଟାଇନବାସୀଙ୍କୁ ମାନବିକ ସହାୟତା ପଠାଇବା ଜାରି ରଖିବୁ। ଆତଙ୍କବାଦ, ହିଂସା ଏବଂ ଏହି ଅଞ୍ଚଳର ନିରାପତ୍ତା ଅବସ୍ଥାକୁ ନେଇ ଆମେ ଆମର ଗଭୀର ଚିନ୍ତା ବାଣ୍ଟିଛୁ। ଇସ୍ରାଏଲ-ପାଲେଷ୍ଟାଇନ ପ୍ରସଙ୍ଗରେ ଆମେ ଭାରତର ଦୀର୍ଘ ଦିନର ନୀତିଗତ ଆଭିମୁଖ୍ୟକୁ ଦୋହରାଇଛୁ।

ସୂଚନାଯୋଗ୍ୟ, ମଙ୍ଗଳବାର ଅଲ ଅହଲି ଡାକ୍ତରଖାନା ବିସ୍ଫୋରଣରେ ୪୫୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri