Posted inଜାତୀୟ

ସହାରନପୁରରେ ସମ୍ବୋଧନ ଦେବା ସମୟରେ ୫ ମିନିଟ ପର୍ଯ୍ୟନ୍ତ ମୁସଲମାନ ମହିଳାଙ୍କ କଥା କହିଲେ ମୋଦି

ନୂଆଦିଲ୍ଲୀ,୧୦ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସହାରନପୁରରେ ଏକ ବଡ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି । ଏହି ସମୟରେ ସେ ବିରୋଧିଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ବିଶେଷ ଭାବେ ମୋଦିଙ୍କ ଟର୍ଗେଟରେ ଥିଲେ କଂଗ୍ରେସ, ସମାଜବାଦୀ ପାର୍ଟି ଓ ବହୁଜନ ସମାଜ ପାର୍ଟି । ଏହି ସମ୍ବୋଧନରେ ମୋଦି ମୁସଲମାନ ମହିଳା ଓ ଝିଅଙ୍କ ସମ୍ପର୍କରେ ଆଲୋକପାତ କରିଥିଲେ । ହିଜାବର ନାଁ ନ ନେଇ ସେ ଏହା ଉପରେ ନିଜର ମତ ବି ରଖିଦେଇଛନ୍ତି ।
ଦୀର୍ଘ ୪୦ ମିନିଟର ଭାଷଣ ମଧ୍ୟରେ ମୋଦି କେବଳ ୫ ମିନିଟ ମୁସଲମାନ ମହିଳାଙ୍କ ସମ୍ପର୍କରେ କହିଥିଲେ । ସେ ତିନ ତଲାକ ଓ ମୁସଲମାନ ମହିଳାଙ୍କ ପ୍ରତି ହେଉଥିବା ଉତ୍ପିଡନ କଥା ବି ଉଠାଇଥିଲେ । ସେ ଆହୁରି ମଧ୍ୟ କହିଥିଲେ ମୁସଲମାନ ମହିଳାଙ୍କ ସୁରକ୍ଷା ପାଇଁ ଯୋଗୀ ସରକାର ବହୁତ ଜରୁରୀ । ବିକାଶ କ୍ଷେତ୍ରରେ ସେ ମହିଳାଙ୍କ ସହଯୋଗର ପ୍ରଶଂସା କରିଥିଲେ । ମୋଦି କହିଥିଲେ ମୁସଲମାନ ମାଆ ଓ ଭଉଣୀମାନେ ଆମ ସଫା ଆଇନକୁ ଭଲ ଭାବେ ବୁଝି ପାରିଥିବେ । ଆମେ ତିନ ତଲାକର ଜୁଲମରୁ ସେମାନଙ୍କୁ ମୁକ୍ତି ଦେଲୁ । ତିନ ତଲାକକୁ ନେଇ ଆମେ ଯେଉଁ ଆଇନ ଆଣିଛୁ ସେଥିରେ ମୁସଲମାନ ମହିଳାଙ୍କୁ ସୁରକ୍ଷାର ବିଶ୍ୱାସ ଦେଲୁ ।


Enter your email to get our daily news in your inbox.

All Right Reserved By Dharitri.Com

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?