୨୦୨୨ ୟୁପି ଫଳାଫଳ ୨୦୨୪କୁ ଆମନ୍ତ୍ରଣ କରୁଛି

ନୂଆଦିଲ୍ଲୀ,୧୦।୩: ୨୦୨୨ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଐତିହାସିକ ଫଳାଫଳ ୨୦୨୪ ଲୋକ ସଭା ନିର୍ବାଚନର ଫଳାଫଳକୁ ଆମନ୍ତ୍ରଣ କରୁଛି। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟରେ ଉଦ୍‌ବୋଧନ ଦେବା ବେଳେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତରପ୍ରଦେଶ, ଗୋଆ, ଉତ୍ତରାଖଣ୍ଡ ସମେତ ମଣିପୁରରେ ଭାଜପାର ବିଜୟ ପ୍ରଦର୍ଶନକୁ ପ୍ରଧାନମନ୍ତ୍ରୀ ମୋଦି ସ୍ବାଗତ କରିଛନ୍ତି। ଏପରିକି ଭାଜପା କର୍ମକର୍ତ୍ତା ଏବଂ ଜନସାଧାରଣଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି। ଏତଦ୍‌ ବ୍ୟତୀତ ସେ କହିଛନ୍ତି, ନିର୍ବାଚନ ପୂର୍ବରୁ ଭାଜପା କର୍ମକର୍ତ୍ତା ଦେଇଥିବା ପ୍ରତିଶ୍ରୁତିକୁ ରକ୍ଷା କରିଛନ୍ତି। ମାର୍ଚ୍ଚ ୧୦ରୁ ଦେଶରେ ହୋଲି ଉତ୍ସବ ପାଳନ କରାଯିବ ବୋଲି କର୍ମକର୍ତ୍ତାମାନେ କହିଥିବା ବେଳେ ନିଜ ପ୍ରତିଶ୍ରୁତି ରଖିଛନ୍ତି ବୋଲି ମୋଦି କହିଛନ୍ତି। ଉତ୍ତରପ୍ରଦେଶ ଦେଶକୁ ଅନେକ ପ୍ରଧାନମନ୍ତ୍ରୀ ଦେଇଛି, କିନ୍ତୁ ୩୭ ବର୍ଷ ପରେ ଜଣେ ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଥରେ ଜିତେଇବା ଏହା ୟୁପିରେ ଇତିହାସ ହେବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ଅନ୍ୟପକ୍ଷେ ମହିଳା ମତଦାତା ଭାଜପାକୁ ପୂର୍ଣ୍ଣ ସମର୍ଥନ ଜଣାଇଥିବାରୁ ମୋଦି ତାଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଲୁଙ୍କୁ କିଡ୍‌ନୀ ଦାନ କରିବାକୁ ଆଗେଇ ଆସିଲେ ପ୍ରିୟଙ୍କା

ପାଟନା,୧୯।୯: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଏବେ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଜେଲ ଦଣ୍ଡ ଭୋଗ କରୁଛନ୍ତି। ହେଲେ...

ମୋହନ ଭାଗବତ ‘ରାଷ୍ଟ୍ରପିତା’: ମୁସଲମାନ ଧର୍ମଗୁରୁ ଉମର ଅହମ୍ମଦ ଇଲିୟାସି

ନୂଆଦିଲ୍ଲୀ,୨୨ ।୯: ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ(ଆରଏସଏସ)ର ମୁଖ୍ୟ ମୋହନ ଭାଗବତ ଗୁରୁବାର ଦିଲ୍ଲୀର ଏକ ମସଜିଦରେ ଅଖିଳ ଭାରତୀୟ ଇମାମ ସଙ୍ଗଠନର ମୁଖ୍ୟ ଇମାମ...

‘କୌଣସି ଅଢେଇ-ଅଢେଇ ବର୍ଷର ଫର୍ମୁଲା ନୁହେଁ’, କର୍ନାଟକରେ ୫ ବର୍ଷ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିବେ ସିଦ୍ଦାରାମାୟା, ମନ୍ତ୍ରୀଙ୍କ ଦାବି

ବେଙ୍କାଲୁରୁ,୨୩।୫: କର୍ନାଟକରେ ବେଶ କିଛି ସମୟ ମନ୍ଥନ ପରେ କଂଗ୍ରେସ ହାଇକମାଣ୍ଡ ସିଦ୍ଦାରାମାୟାଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ନିଷ୍ପତ୍ତି ନେଇଛି। ଶୁଣିବାକୁ ମିଳୁଥିଲା କି ସିଦ୍ଦାରାମାୟା ଓ...

‘କେଜରିଓ୍ବାଲ, ମନିଷ, ସତ୍ୟେନ୍ଦ୍ରଙ୍କୁ ଦେଇ ଦିଅ ବିଷ ପୁଡିଆ’, ଇଡିର ଯାଞ୍ଚକୁ ନେଇ ବର୍ଷିଲେ ଏଏପି ଏମପି ସଞ୍ଜୟ ସିଂ

ନୂଆଦିଲ୍ଲୀ,୧୪।୪: ଆମ ଆଦମୀ ପାର୍ଟି(ଏଏପି) ଏମପି ସଞ୍ଜୟ ସିଂ ଶୁକ୍ରବାର ଏକ ପ୍ରେସ କନଫରେନ୍ସ କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଅବକାରୀ ନୀତି ମାମଲାର ଯାଞ୍ଚକୁ...

ଭାଜପାର ସେବା, ସମର୍ପଣ ଅଭିଯାନ, ଗୋଟିଏ ଦିନରେ ଦ୍ୱିପ୍ରହର ସୁଦ୍ଧା ଦିଆ ସରିଲାଣି ୧ କୋଟିରୁ ଊର୍ଦ୍ଧ୍ୱ କରୋନା ଟିକା

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନ ଉପଲକ୍ଷେ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ସେବା ଓ ସମର୍ପଣ ଅଭିଯାନ ଆରମ୍ଭ କରାଯାଇଛି...

ମୁଁ ଦୁନିଆରେ କାହାକୁ ଭୟ କରିବି ନାହିଁ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨।୧୦: ଉତ୍ତରପ୍ରଦେଶ ହାଥ୍‌ରାସ ଗଣବଳାତ୍କାର ପୀଡିତାଙ୍କ ପରିବାରକୁ ଭେଟିବାକୁ ଯାଉଥିବା କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଏବଂ ତାଙ୍କ ଭଉଣୀ ପ୍ରିୟଙ୍କା ଭଦ୍ରାଙ୍କୁ ଗୁରୁବାର...

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ବାଚସ୍ପତି

ନୂଆଦିଲ୍ଲୀ,୩।୨: ଲୋକସଭାରେ ରାଷ୍ଟ୍ରପତି ରାମନାଥ ଅଭିଭାଷଣ ଉପରେ ବିତର୍କ ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ଭୁଲ କରିଛନ୍ତି। ଏହାକୁ ନେଇ ଲୋକ ସଭା...

ପ୍ରକୃତ କୃଷକ କ୍ଷେତରେ କାମ କରୁଛନ୍ତି: କୈଳାଶ ଚୌଧୁରୀ

ନୂଆଦିଲ୍ଲୀ,୬ ।୧୨: ଗତ ପ୍ରାୟ ୧୧ ଦିନ ଧରି କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଚାଲିଥିବା କୃଷକ ଆନ୍ଦୋଳନକୁ ନେଇ ଏବେ କେନ୍ଦ୍ର...

Advertisement
Archives

Model This Week