Posted inଜାତୀୟ

ହଠାତ୍‌ ପଓ୍ବନ କଲ୍ୟାଣଙ୍କୁ ଭାଷଣ ବନ୍ଦ କରିବାକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି: ଜାଣନ୍ତୁ କାହିଁକି

ହାଇଦ୍ରାବାଦ୍‌,୧୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରବିବାର ଆନ୍ଧ୍ରପ୍ରଦେଶରେ ଏକ ରାଲିରେ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ଏହି ସମୟରେ ସେଠାରେ ପ୍ରବଳ ଭିଡ ଜମିଥିଲା। ଏହି ରାଲିରେ ଜନ ସେନା ପାର୍ଟି ମୁଖ୍ୟ ତଥା ଅଭିନେତା ପଓ୍ବନ କଲ୍ୟାଣ ମଧ୍ୟ ଯୋଗ ଦେଇଥିଲେ। ପଓ୍ବନ କଲ୍ୟାଣ ଭାଷଣ ଦେଉଥିବାବେଳେ ଲୋକେ ସେଠାରେ ଥିବା ବିଦ୍ୟୁତ୍‌ ଟାଓ୍ବାର ଉପରକୁ ଚଢିଯାଇଥିଲେ। ଏହା ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଓ୍ବନ କଲ୍ୟାଣଙ୍କ ଭାଷଣ ଟିକେ ରୋକିବାକୁ ଅନୁରୋଧ କରିଥିଲେ। ଟାୱାରରେ ଚଢୁଥିବା ଲୋକଙ୍କୁ ଓହ୍ଲାଇବାକୁ ସୁରକ୍ଷା କାର୍ଯ୍ୟରେ ନିୟୋଜିତ ପୋଲିସ କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ।
ପ୍ରଧାନମନ୍ତ୍ରୀ ମାଇକ ଧରି ଟାଓ୍ବାର ଉପରେ ଥିବା ଲୋକଙ୍କୁ କହିଥିଲେ, ସେମାନଙ୍କ ଜୀବନ ଅତ୍ୟନ୍ତ ମୂଲ୍ୟବାନ, ତେଣୁ ତଳକୁ ଓହ୍ଲାନ୍ତୁ କାରଣ ବିଦ୍ୟୁତ ତାର ଲାଗିଯିବାର ଆଶଙ୍କା ରହିଛି। ଭାଜପା ନେତା ଅମିତ ମାଲବ୍ୟ ଟୁଇଟରରେ ଏହି ଘଟଣାର ଭିଡିଓ ଶେୟାର କରୁଥିବାବେଳେ ପିଏମ ମୋଦିଙ୍କୁ ପିତାତୁଲ୍ୟ ଆଖ୍ୟା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri