Posted inଜାତୀୟ

ଦେଶ ଭ୍ରଷ୍ଟାଚାର, ବଂଶବାଦକୁ ଭାରତ ଛାଡିବାକୁ କହୁଛି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ‘ଭାରତ ଛାଡ’ ଆନ୍ଦୋଳନକୁ ମନେ ପକାଇ କହିଛନ୍ତି ଯେ, ଭାରତ ବର୍ତ୍ତମାନ ଦୁର୍ନୀତି, ବଂଶବାଦ, ଏବଂ ଆପତ୍ତି ବିରୋଧରେ ଏକ ସ୍ବରରେ କହୁଛି। ଭାଜପା ବୁଧବାର ‘ଭାରତ ଛାଡ’ କାର୍ଯ୍ୟକ୍ରମ ଆୟୋଜିତ ସମୟରେ ବିରୋଧୀଦଳ ଉପରେ ପ୍ରଧାନମନ୍ତ୍ରୀ ମୋଦି ଆକ୍ରମଣ କରିଛନ୍ତି।

ଭାରତ ଛାଡ ଆନ୍ଦୋଳନରେ ଭାଗ ନେଇଥିବା ମହାନ ବ୍ୟକ୍ତିଙ୍କୁ ଟୁଇଟରରେ ଶ୍ରଦ୍ଧାଞ୍ଜଳି ଦେଇ ସେ କହିଛନ୍ତି, ଗାନ୍ଧିଜୀଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଭାରତକୁ ଉପନିବେଶ ଶାସନରୁ ମୁକ୍ତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା। ସେ କହିଛନ୍ତି, ଦୁର୍ନୀତି, ବଂଶବାଦକୁ ଭାରତ ଛାଡିବାକୁ କହୁଛି। ବିରୋଧୀ ଦଳଗୁଡିକ ଦୁର୍ନୀତି, ବଂଶବାଦ ଏବଂ ଆପତ୍ତିଜନକ ରାଜନୀତି କରୁଥିବା ଅଭିଯୋଗ କରି ମୋଦି ବାରମ୍ବାର ଅଭିଯୋଗ କରିଛନ୍ତି ଏବଂ ଲୋକଙ୍କୁ ସେମାନଙ୍କଠାରୁ ଦୂରେଇ ରହିବାକୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ୪ ବଡ଼ ଘୋଷଣା କଲେ ସରକାର

ପାଟ୍‌ନା,୯ା୮: ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ବିଚାରକୁ ନେଇ ବିହାର ସରକାର ୪ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରବିବାର ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏହି ୪ଟି…

ଆଇନ ଶୃଙ୍ଖଳା ହୁଗୁଳା: ସକ୍ରିୟ ହୋଇପଡ଼ିଛନ୍ତି ଅପରାଧୀ, ସହରବାସୀଙ୍କୁ ସୁରକ୍ଷା ନାହିଁ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ କିଛିଦିନର ଆଇନ ଶୃଙ୍ଖଳା ହୁଗୁଳା ହୋଇପଡ଼ିଛି। କିଛିଦିନର ନୀରବତା ପରେ ଏଠାରେ ଅପରାଧୀମାନେ ସକ୍ରିୟ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ…

୩୦୦ ଫୁଟ ତଳକୁ ବିମାନ ଖସିବା ଘଟଣା: ପାଇଲଟ୍‌ଙ୍କର ହେଲା ଡ୍ରଗ୍ସ ପରୀକ୍ଷା, ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍‌ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର…

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ଲମ୍ବା କେଶ ପାଇଁ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ

ନୂଆଦିଲ୍ଲୀ,୯।୮: ଭାରତର ଜଣେ ମହିଳା ନିଜର ଅତି ଲମ୍ବା କେଶ ପାଇଁ ଏକ ନୂତନ ଓ୍ବାଲର୍‌ଡ ରେକର୍ଡ ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ହଲଦଓ୍ବାନୀ ସହରର ରେଣୁ ଧାରିଓ୍ବାଲ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri