Posted inଜାତୀୟ

ସନ୍ଧ୍ୟା ୬ଟାରେ ଦେଶକୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୨୦ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସନ୍ଧ୍ୟା ୬ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ମଙ୍ଗଳବାର ସେ ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ଏହାସହ ସେ ସମସ୍ତ ଦେଶବାସୀଙ୍କୁ ଯୋଡି ହୋଇ ରହିବାକୁ ଅପିଲ କରିଛନ୍ତି । କରୋନା ମହାମାରୀ ସଂକ୍ରମଣ ମଧ୍ୟରେ ଆଗରୁ ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରି ସାରିଛନ୍ତି । ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଆଗକୁ ବହୁ ପର୍ବପର୍ବାଣୀ ଆସୁଛି । ଏଥିରେ ଲୋକେ ଏକାଠି ହେବା ଓ କରୋନା ସଂକ୍ରମଣ ବୃଦ୍ଧି ପାଇବାକୁ ଦୃଷ୍ଟିରେ ରଖି ହୁଏତ ମୋଦି ଦେଶବାସୀଙ୍କୁ କିଛି ବାର୍ତ୍ତା ଦେବେ ବୋଲି ଅନୁମାନ କରାଯାଉଛି । ବିଶେଷ ଭାବେ ଦଶହରା ଓ ଦୀପାବଳୀକୁ ଦୃଷ୍ଟିରେ ରଖି ମୋଦି ଏହି ସମ୍ବୋଧନ ଦେବେ ବୋଲି କୁହାଯାଉଛି । ଏହାପୂର୍ବରୁ କରୋନା ମହାମାରୀ ପରଠାରୁ ମୋଦି ପାଖାପାଖି ୬ଥର ଦେଶବାସୀଙ୍କୁ ସମ୍ବୋଧିତ କରି ସାରିଲେଣି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଷ୍ଟାଲିନ ନେଲେ ବଡ଼ ନିଷ୍ପତ୍ତି

ଚେନ୍ନାଇ, ୮।୫: ତାମିଲନାଡୁରେ କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ୧୪ ଦିନିଆ ଲକ୍‌ଡାଉନ ଘୋଷଣା କରିଛନ୍ତି। ମେ’ ୧୦ରୁ ୨୪ ପର୍ଯ୍ୟନ୍ତ ତାଲାବନ୍ଦ...

ଦୋଷୀଙ୍କୁ କେବେ ମିଳିବ ଦଣ୍ଡ କହି କୋର୍ଟ ରୁମ୍‌ରେ କାନ୍ଦି ପକାଇଲେ ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ,୧୨।୨: ନିର୍ଭୟା ଦୋଷୀଙ୍କ ପାଇଁ ୨ଥର ଡେଥ୍‌ ଓ୍ବାରେଣ୍ଟ ଜାରି ହେବା ସତ୍ତ୍ୱେ ମଧ୍ୟ ଏପର୍ଯ୍ୟନ୍ତ ସେମାନଙ୍କୁ ଫାଶୀ ମିଳିପାରିନାହିଁ। ଆଇନ ଆଳରେ ନିର୍ଭୟା ଦୋଷୀ...

ସିଲିଣ୍ଡର ଫାଟିବାରୁ ଗୋଟିଏ ପରିବାରର ୩ସଦସ୍ୟଙ୍କ ମୃତ୍ୟୁ, ୬ଆହତ

ଭୋପାଳ,୨୫।୧୦: ମଧ୍ୟପ୍ରଦେଶ ଗ୍ବାଲିୟରରେ ଗୁରୁବାର ବିଳମ୍ବିତ ରାତିରେ ସିଲିଣ୍ଡର ଫାଟିବାରୁ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୩ସଦସ୍ୟଙ୍କ ମୃତ୍ୟୁ...

ହାତୀ କରିଡରରେ ଖଣି ଅନୁମତି ପୂର୍ବରୁ ବନ୍ୟପ୍ରାଣୀ ଯୋଜନା କାର୍ଯ୍ୟକାରୀ କର

ନୂଆଦିଲ୍ଲୀ,୩।୩(ପି.ଟି.): ସିମିଳିପାଳ-ହଦଗଡ଼-କୁଲଡିହା ହାତୀ କରିଡରର ପରିବେଶ ସମ୍ବେଦନଶୀଳ ଅଞ୍ଚଳରେ ଖଣି ଖନନ ଲାଗି ଅନୁମତି ଦେବା ପୂର୍ବରୁ ବିସ୍ତୃତ ବନ୍ୟପ୍ରାଣୀ ପରିଚାଳନା ଯୋଜନା କାର୍ଯ୍ୟକାରୀ କରିବାକୁ...

ଖୋଲିଲା ସେଲୁନ: ପିପିଇ କିଟ୍‌ ପିନ୍ଧି କାଟିଲେ କେଶ

ମୁମ୍ବାଇ,୨୮।୬: କରୋନା ସଂକ୍ରମଣକୁ ଦେଖି ଦେଶରେ ଲାଗୁ କରାଯାଇଥିବା ଲକ୍‌ଡାଉନ ପରେ ପ୍ରଥମଥର ଲାଗି ମହାରାଷ୍ଟ୍ରରେ ରବିବାର ସେଲୁନ ଖୋଲିଛି। ଏହାକୁ ନେଇ ସେଲୁନ ମାଲିକ...

ଝାଡ଼ଖଣ୍ଡ ତୃତୀୟ ପର୍ଯ୍ୟାୟ ନିର୍ବାଚନ: ମତଦାନ ଆରମ୍ଭ; ୮ ଜିଲାର ୧୭ ଆସନରେ ୩୦୯ ପ୍ରାର୍ଥୀ

ରାଞ୍ଚି,୧୨।୧୨: ଗୁରୁବାର ଝାଡ଼ଖଣ୍ଡ ବିଧାନସଭାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ ଜାରି...

କଶ୍ମୀର: ୨ ମିନିଟ୍‌ ଫୋନ୍‌ରେ କଥାହେବା ପାଇଁ ଡିସି ଅଫିସ୍‌ ସମ୍ମୁଖରେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରୁଛନ୍ତି ଲୋକେ

ଶ୍ରୀନଗର,୧୪।୮: ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀରରେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବାକୁ ସାମୟିକ ବନ୍ଦ କରାଯାଇଛି। ଏହା ଦ୍ୱାରା ସ୍ଥାନୀୟ ବାସିନ୍ଦା ହଇରାଣ ହେଉଛନ୍ତି।...

କୃଷକ ଆନ୍ଦୋଳନ: ତୋମାର କହିଲେ ମୁଁ ଜ୍ୟୋତିଷ ନୁହେଁ ୪ ଜାନୁୟାରୀରେ କ’ଣ ହେବ କହିପାରିବି

ନୂଆଦିଲ୍ଲୀ,୨ ।୧: କେନ୍ଦ୍ରର ନୂଆ କୃଷି ଆଇନକୁ ବିରୋଧ କରି ଆଜକୁ ପ୍ରାୟ ୩୮ ଦିନ ହେବ ଆନ୍ଦୋଳନରେ ବସିଛନ୍ତି ବିଭିନ୍ନ ରାଜ୍ୟର କୃଷକ ।...

Advertisement
Archives

Model This Week