Posted inଜାତୀୟ

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୮।୨: ୟୁକ୍ରେନ୍‌ ସଙ୍କଟକୁ ନେଇ ପୁଣି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସୋମବାର ସନ୍ଧ୍ୟାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ୟୁକ୍ରେନ୍‌କୁ ସଙ୍କଟ ଦିନକୁ ଦିନ ଜଟିଳ ହେଉଥିବାରୁ ପ୍ରଧାନମନ୍ତ୍ରୀ ଏହି ବୈଠକ ଡାକିଥିବା ଜଣାପଡିଛି। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଏହି ବୈଠକ ଅନୁଷ୍ଠିତ ହୋଇଛି।
ତେବେ ଭାରତୀୟ ଉଦ୍ଧାର କରିବା ପାଇଁ ସରକାର ସବୁ ପ୍ରକାର ପ୍ରସ୍ତୁତି ଜାରି ରଖିଥିବା ବେଳେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରରେ ଏହା ତୃତୀୟ ବୈଠକ । ଏହି ବୈଠକରେ ୟୁକ୍ରେନରେ ଫସି ରହିଥିବା ଭାରତୀୟ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ଆଲୋଚନା ହୋଇଛି । ସେହିପରି ୟୁକ୍ରେନ୍‌ର ପଡ଼ୋଶୀ ରାଷ୍ଟ୍ରକୁ ୪ ଜଣ ମନ୍ତ୍ରୀଙ୍କୁ ମୋଦି ପଠାଇବେ। ଏହି ମନ୍ତ୍ରୀ ସେଠାରେ ଉଦ୍ଧାର କାର୍ଯ୍ୟରେ ସହଯୋଗ କରିବେ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭ୍ରଷ୍ଟ ଶାସନ ଦେବା ଆମ ସରକାରଙ୍କ ଲକ୍ଷ୍ୟ: ଆନ୍ଧ୍ର ପ୍ରଦେଶ ଉପ ମୁଖ୍ୟମନ୍ତ୍ରୀ

ଅମରାବତି,୧୬।୬: ଆନ୍ଧ୍ର ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ ପି ପୁଷ୍କା ଶିଓ୍ବାନିଙ୍କ ପାଟିରୁ ଖସି ଯାଇଥିବା କଥା ପାଇଁ ତାଙ୍କୁ ଲଜ୍ଜିତ ହେବାକୁ ପଡିଛି। ଗତ ଶନିବାର...

ଜାତୀୟ ମୁଖପାତ୍ର ପଦରୁ ଇସ୍ତଫା ଦେଲେ କଂଗ୍ରେସ ନେତା ଜୟବୀର ଶେରଗିଲ୍‌

ନୂଆଦିଲ୍ଲୀ,୨୪।୮: କଂଗ୍ରେସ ନେତା ଜୟବୀର ଶେରଗିଲ୍‌ କଂଗ୍ରେସ ଦଳର ଜାତୀୟ ମୁଖପାତ୍ର ପଦରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କୁ ସେ ନିଜ ଇସ୍ତଫା...

ମାସ୍କ୍‌ ନ ପିନ୍ଧିଲେ ୫୦୦, ଦୂରେଇ ନ ରହିଲେ ୩୦୦୦ ଦେବାକୁ ପଡ଼ିବ ଜରିମାନା

ଶ୍ରୀନଗର, ୨୧।୭: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଲୋକେ କରୋନା ସଂକ୍ରମଣ ଲାଗି ଜାରି...

ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭେଟିଲେ କଙ୍ଗନା ରାଣାଓ୍ବତ୍‌

ନୂଆଦିଲ୍ଲୀ,୧୩।୧୨-ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ରବିବାର ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ଭେଟିଛନ୍ତି। ନିଜର ଆଗାମୀ ଫିଲ୍ମ ତେଜସରେ କଙ୍ଗନା ଭାରତୀୟ ବାୟୁସେନାର ପାଇଲଟ ଭୂମିକାରେ...

ତାମିଲନାଡୁ ଅକ୍ସିଜେନ ଉତ୍ପାଦନ କଲେ ଆପତ୍ତି ନାହିଁ

ନୂଆଦିଲ୍ଲୀ,୨୪ା୪: ଅକ୍ସିଜେନ ଅଭାବରୁ ଲୋକେ ମରୁଛନ୍ତି। ତାମିଲନାଡୁ ସରକାର ଅକ୍ସିଜେନ ଉତ୍ପାଦନ ପାଇଁ ବେଦାନ୍ତର ଟୁଟିକୋରିନ ପ୍ଲାଣ୍ଟକୁ କାହିଁକି ହାତକୁ ନେଇପାରିବେ ନାହିଁ ବୋଲି ଶୁକ୍ରବାର...

କରୋନା ଯୋଦ୍ଧାଙ୍କ ସମ୍ମାନରେ ଆମ୍ବର ନାମ ରଖିଲେ ଡାକ୍ତର, ପୋଲିସ

ଲକ୍ଷ୍ନୌ,୧୫।୩: ଦେଶବ୍ୟାପି କରୋନା ବିରୋଧରେ ଯୁଦ୍ଧ ଜାରି ରହିଛି। ଏହି କ୍ରମରେ ଡାକ୍ତର, ପୋଲିସକର୍ମୀ, ସଫେଇ କର୍ମଚାରୀ କିମ୍ବା ସାମ୍ବାଦିକ ସମସ୍ତେ ନିଜ ପକ୍ଷରୁ ସେବା...

ଟଳିନି ବିପଦ, ଦେଶର ୧୪୧ ଜିଲାରେ ଏବେବି କରୋନା ସଂକ୍ରମଣ ୧୦ ପ୍ରତିଶତରୁ ଅଧିକ

ନୂଆଦିଲ୍ଲୀ,୧୧ ।୨: କରୋନା ସଂକ୍ରମଣକୁ ନେଇ ଏବେ ରାଷ୍ଟ୍ରୀୟ ସ୍ତରରେ ଏକ ଚିତ୍ର ସାମ୍ନାକୁ ଆସିଛି । ଗୋଟିଏ ପଟେ ଯେଉଁଠି ଦିନକୁ ଦିନ କରୋନା...

ଜାନୁୟାରୀ ୨୬ରୁ ଇଂଲିଶ୍‌ ସହିତ ୨୨ ଭାଷାରେ ଉନଲବ୍ଧ ହେବ ସୁପ୍ରିମକୋର୍ଟଙ୍କର ୧୦୯୧ଫଇସଲା…

ନୂଆଦିଲ୍ଲୀ,୨୫।୧ : ସାଧାରଣତନ୍ତ୍ର ଦିବସ ଅବସରରେ ସୁପ୍ରିମକୋର୍ଟ ଦେଶବାସୀଙ୍କୁ ଏକ ବଡ ଉପହାର ଦେବାକୁ ଯାଉଛନ୍ତି। ଭାରତର ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ଼ ବୁଧବାର ଘୋଷଣା...

Advertisement
Archives

Model This Week