Posted inଜାତୀୟ

ସମ୍ଭାବ୍ୟ ବାତ୍ୟା: ଅଧିକାରୀଙ୍କ ସହ ଆଲୋଚନା କରିବେ ମୋଦି

ନୂଆଦିଲ୍ଲୀ,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନର ୟୁରୋପ ଗସ୍ତ ଶେଷ କରି ଗୁରୁବାର ନୂଆଦିଲ୍ଲୀ ଫେରିଛନ୍ତିି । ନୂଆଦିଲ୍ଲୀରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ପୁଣି ଥରେ ନିଜ କାର୍ଯ୍ୟରେ ଯୋଗଦେବେ ବୋଲି ଜଣାପଡିଛି ।

ମୋଦି ନିଜ ବାସଭବନରେ କିଛି ସମୟ ରହିବା ପରେ ପୁଣି ଥରେ ନିଜ କାର୍ଯ୍ୟାଳୟ ଯିବେ। ସେଠାରେ ଅଧିକାରୀଙ୍କ ସହ ବୈଠକ କରିବା ସହ ବିଭିନ୍ନ ମନ୍ତ୍ରଣାଳୟର କାର୍ଯ୍ୟକ୍ରମର ସମୀକ୍ଷା କରିବେ । ଏହାପରେ ସନ୍ଧ୍ୟା ୭ ଟାରେ ଏକ ଉଚ୍ଚସ୍ତରୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ ପ୍ରଧାନମନ୍ତ୍ରୀ ମୋଦି । ଏହି ବୈଠକରେ କେନ୍ଦ୍ର ଶକ୍ତି ମନ୍ତ୍ରୀ, କୋଇଲା ମନ୍ତ୍ରୀ, ଜଳଶକ୍ତି ମନ୍ତ୍ରୀ ଆଇଏମଡି, ଏନଡିଆରଏଫ ଅଧିକାରୀଙ୍କ ସମେତ ବିଭିନ୍ନ ମନ୍ତ୍ରଣାଳୟର ଅଧିକାରୀ ଉପସ୍ଥିତ ରହିବେ। ତେବେ ବୈଠକରେ ନିରନ୍ତର ବିଦ୍ୟୁତ ସେବା, ଜଳ ସଂକଟର ମୁକାବିଲା ନେଇ ପ୍ରସ୍ତୁତିର ମୋଦି ସମୀକ୍ଷା କରିବେ । ଏହାସହ ଆଣ୍ଡାମାନ ସାଗରରେ ସମ୍ଭାବ୍ୟ ବାତ୍ୟା, ଏହାର ପ୍ରଭାବ ପ୍ରସ୍ତୁତି ନେଇ ମଧ୍ୟ ସମୀକ୍ଷା କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri