ଚତୃର୍ଥ ଲହର ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୪: ଦେଶରେ ପୁଣି ଥରେ କରୋନା ଭାଇରସ୍‌ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବର୍ଦ୍ଧିତ କରୋନା ମାମଲା ଓ ସମ୍ଭାବ୍ୟ ଚତୃର୍ଥ ଲହର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମଧ୍ୟାହ୍ନ ୧୨ଟାରେ ଭିଡିଓ କନ୍‌ଫରେନସିଂ ଜରିଆରେ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ। ଏହି ସମୟରେ ରାଜ୍ୟର କରୋନା ସ୍ଥିତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ମୋଦି। ଏହି ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ସାମିଲ ହେବେ ବୋଲି କୁହାଯାଉଛି। ଏଥିସହ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ଓ ତାଙ୍କ ମନ୍ତ୍ରଣାଳୟ ସହ ଜଡିତ ଅଧିକାରୀମାନଙ୍କ ସମେତ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀକାନେ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବୈଠକରେ ଆରମ୍ଭ ହେବା ପୂର୍ବରୁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ପ୍ରଥମେ କୋଭିଡ ସମ୍ବନ୍ଧୀୟ ଏକ ପ୍ରେଜେଣ୍ଟଟେସନ୍‌ ଦେବେ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri