Posted inଜାତୀୟ

ଆଫଗାନିସ୍ତାନ ରାଷ୍ଟ୍ରପତିଙ୍କ ସହ କଥା ହେବେ ମୋଦି

ନୂଆଦିଲ୍ଲୀ,୯ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଆଫଗାନିସ୍ତାନ ରାଷ୍ଟ୍ରପତି ଅଶରଫ ଘନିଙ୍କ ସହ ଶେହତୁତ ଡ୍ୟାମକୁ ନେଇ ହେବାକୁ ଥିବା ଚୁକ୍ତିକୁ ନେଇ ଆଲୋଚନା କରିବେ ବୋଲି ସୂଚନା ମିଳିଛି । ଏହି ଡ୍ୟାମରୁ କାବୁଲର ୨୦ ଲକ୍ଷ ଲୋକଙ୍କୁ ସ୍ୱଚ୍ଛ ପାନୀୟ ଜଳ ସୁବିଧା ମିଳିବ ଓ ଏହାଦ୍ୱାରା ସେମାନେ କ୍ଷେତରେ ମଧ୍ୟ ପାଣିର ସୁବିଧା ପାଇ ପାରିବେ । ଏହି ଡ୍ୟାମର ନିର୍ମାଣ କାବୁଲର ନଦୀ ଉପରେ କରାଯିବ ଯାହା ଆଫଗାନିସ୍ତାନର ୫ ନଦୀ ଭିତରୁ ଗୋଟିଏ । ଶହତୁତ ଡ୍ୟାମ ବ୍ୟତୀତ ଭାରତ ଆଫଗାନିସ୍ତାନରେ ଆହୁରି ୮୦ ମିଲିୟନ ଡଲାର ମୂଲ୍ୟର ପ୍ରୋଜେକ୍ଟ ନିର୍ମାଣ କରିବାକୁ କଥା ଦେଇଛି । ଯୁଦ୍ଧଗ୍ରସ୍ତ ଦେଶରେ ପ୍ରାୟ ୧୫୦ ପ୍ରୋଜେକ୍ଟ ନିର୍ମାଣ କରିବାକୁ ଭାରତ କଥା ଦେଇଛି । ସୂଚନାଯୋଗ୍ୟ, ୨୦୨୦ ନଭେମ୍ବରରେ ବୈଦେଶିକମନ୍ତ୍ରୀ ଏସ୍ ଜୟଶଙ୍କର ଜେନେଭା ଡୋନର୍ସ କନଫରେନ୍ସରେ କାବୁଲ ନଦୀ ଉପରେ ଶହତୁତ ଡ୍ୟାମ ନିର୍ମାଣ କରିବାକୁ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri