Posted inଜାତୀୟ

ଏଚ୍‌ପିଭି ଟିକାକରଣର ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୨୬ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୮ ତାରିଖ ଦେଶବ୍ୟାପୀ ହ୍ୟୁମ୍ୟାନ୍‌ ପାଭିଲୋମାଭାଇରସ୍‌ (ଏଚ୍‌ପିଭି) ଟିକାକରଣ ଅଭିଯାନ ରାଜସ୍ଥାନର ଆଜମେରରୁ ଶୁଭାରମ୍ଭ କରିବେ। ୧୪ ବର୍ଷ ବୟସର କିଶୋରୀମାନଙ୍କୁ ଏହି ଟିକା ଦିଆଯିବ। ମହିଳାଙ୍କ ମଧ୍ୟରେ ପ୍ରତିକାରଯୋଗ୍ୟ କର୍କଟ ରୋଗକୁ ଦୂର କରିବା ପାଇଁ ଏହି ଟିକାକରଣ ଆରମ୍ଭ ହେବାକୁ ଯାଉଛି। ଏକକ ଡୋଜ୍‌ ବିଶିଷ୍ଟ ଗାର୍ଡାସିଲ୍‌ ୪ ହେଉଛି ଏକ କ୍ୱାଡ୍ରିଭ୍ୟାଲେଣ୍ଟ ଏଚ୍‌ପିଭି ଟିକା ଯାହା ଏଚ୍‌ପିଭି ଟାଇପ୍‌ ୧୬, ୧୮, ୬ ଏବଂ ୧୧ରୁ ସୁରକ୍ଷା ଦେବ।

ଏଚ୍‌ପିଭି ଟାଇପ୍‌ ୧୬ ଏବଂ ୧୮ ଜରାୟୁ ଗ୍ରୀବା କର୍କଟ ରୋଗ କରାଇଥାଏ। ଟିକାକରଣ ଅଭିଯାନ ନେଇ ସମସ୍ତ ରାଜ୍ୟକୁ ଗତ ୨୫ ତାରିଖରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପତ୍ର ଲେଖାଯାଇଛି। ଫେବୃଆରୀ ୨୮ ପୂର୍ବାହ୍ନ ୧୧ଟା ୩୦ ମିନିଟରେ ୧୪ ବର୍ଷୀୟା ସମସ୍ତ କିଶୋରୀଙ୍କୁ ଏହି ଅଭିଯାନରେ ସାମିଲ କରାଯିବାକୁ ଯୋଜନା ହୋଇଛି। ଆଜମେରରୁ ପ୍ରଧାନମନ୍ତ୍ରୀ ଟିକାକରଣ ଅଭିଯାନର ଶୁଭାରମ୍ଭ କରିବାକୁ ଥିବାବେଳେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଏହି କାର୍ଯ୍ୟକ୍ରମରେ ଭର୍ଚୁଆଲି ସାମିଲ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟୁଚୁଆଲ୍‌ ଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ: ଏବେ ୪୦ କ୍ୟାଟେଗୋରିରେ ହେବ ନିବେଶ, ‘ଇକ୍ୱୁଟି ଫଣ୍ଡ’ ଟଙ୍କାରେ…

ନୂଆଦିଲ୍ଲୀ,୨୬।୨: ଭାରତୀୟ ପୁଞ୍ଜି ବଜାର ନିୟନ୍ତ୍ରକ ସେବି (SEBI) ମ୍ୟୁଚୁଆଲ ଫଣ୍ଡ ହାଉସ୍‌ଗୁଡ଼ିକୁ ପୂର୍ବ ଅପେକ୍ଷା ଅଧିକ ସ୍ବାଧୀନତା ପ୍ରଦାନ କରିଛନ୍ତି। ନିବେଶକଙ୍କ ବିପଦ (Risk) କମାଇବା…

ପ୍ରଥମ ଥର ପାଇଁ ଏଭଳି କାରନାମା  କଲେ ଅଭିଷେକ ଶର୍ମା, ହତବାକ୍‌ ହୋଇଗଲା ଜିମ୍ବାଓ୍ବେ! 

ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଖରାପ ଫର୍ମ ଦେଇ ଗତି କରୁଥିବା ଅଭିଷେକ ଶର୍ମା ଶେଷରେ ଜିମ୍ବାୱେ ବିପକ୍ଷରେ ନିଜର ରୌଦ୍ର ରୂପ ଦେଖାଇଛନ୍ତି। ସିକନ୍ଦର ରଜାଙ୍କ…

ଅଭିନେତ୍ରୀ ନିକିତା ହତ୍ୟା ମାମଲା: ସ୍ବାମୀ ଲିପନ ସାହୁଙ୍କୁ ଆଜୀବନ ଜେଲ

କଟକ,୨୬।୨(କାର୍ତ୍ତିକ ସାହୁ/ପ୍ରଭୁ କଲ୍ୟାଣ ପାଲ): ବହୁ ଚର୍ଚ୍ଚିତ ଅଭିନେତ୍ରୀ ନିକିତା ହତ୍ୟାକାଣ୍ଡ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। କଟକ ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ୍‌…

ପ୍ରଧାନାଚାର୍ଯ୍ୟ ଜାନକୀ ବଲ୍ଲଭଙ୍କ ପରଲୋକ

ଦିଗପହଣ୍ଡି,୨୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁ ବାସିନ୍ଦା ଜାନକୀ ବଲ୍ଲଭ ବିଷୋୟୀଙ୍କ ୫୭ ବର୍ଷ ବୟସରେ ହୃଦଘାତରେ ପରଲୋକ ଘଟିଛି। ଦିଗପହଣ୍ଡି…

T20 World Cup 2026: ଅଭିଷେକ-ସାମସନ ଭାଙ୍ଗିଲେ ଓପନିଂ ରେକର୍ଡ, ଜିମ୍ବାଓ୍ବେ ବିପକ୍ଷରେ…

ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଟିମ ଇଣ୍ଡିଆର ଓପନିଂ ଯୋଡ଼ି ଶେଷରେ ନିଜର ପୁରୁଣା ରେକର୍ଡ ଭାଙ୍ଗିବାରେ ସଫଳ ହୋଇଛି। ଜିମ୍ବାୱେ ବିପକ୍ଷ ମ୍ୟାଚ୍‌ରେ ଅଭିଷେକ ଶର୍ମା…

କାହିଁକି ଖେଳାଳିଙ୍କ ସୁରକ୍ଷା ମାଗିଲେ ଶ୍ରୀଲଙ୍କା ଅଧିନାୟକ, ଜାଣନ୍ତୁ…

କଲମ୍ବୋ,୨୬ା୨: ଟି୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଲାଗି କେବଳ ଖେଳାଳିଙ୍କ ଫିଟ୍‌ନେସ ଓ ଫର୍ମ ଦାୟୀ ନୁହେଁ, ବରଂ ଦଳ ବାହାରେ ସୃଷ୍ଟି ହୋଇଥିବା…

କଳିଯୁଗର ପୁଅ…ବାପାଙ୍କ ଉପରେ କାଠ-କପଡା ପକାଇ ଜୀଅନ୍ତା ଜାଳିଦେଲେ

ଲକ୍ଷ୍ନୌ,୨୬।୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଜଣେ କୋଟିପତି ପିତାଙ୍କ ହତ୍ୟା ମାମଲା ସମାଧାନ ନହେଉଣୁ ଇଟାୱା ଜିଲାର ଜସୱନ୍ତନଗର ଅଞ୍ଚଳର ନିଲୋଇ ଗାଁରେ ଜଣେ ଏକମାତ୍ର…

ବଢ଼ିଲା ପିଲା ଚୋରି ସନ୍ଦେହ: ମା’ଙ୍କ ହାବୁଡ଼ରେ ପଡ଼ି ଥାନାକୁ ଗଲେ ବୃଦ୍ଧା

ବାଲେଶ୍ୱର,୨୬।୨(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଟାଉନ ଥାନା ଅଧୀନ ନୁରୁପୁର ରୋଡ଼ରେ ଗୁରୁବାର ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀ ଅପହରଣ ଉଦ୍ୟମ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri