Posted inଜାତୀୟ

ସେନା ପରିବହନ ବିମାନ କାରଖାନାର ଶିଳାନ୍ୟାସ କରିବେ ମୋଦି

ଅହମଦାବାଦ,୨୭।୧୦: ଚଳିତ ବର୍ଷ ଗୁଜରାଟରେ ବିଧାନସଭା ନିର୍ବାଚନ ଥିବା ବେଳେ ଗୁଜରାଟବାସୀଙ୍କୁ ଗୋଟିଏ ପରେ ଗୋଟିଏ ଭେଟି ଦେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଇତିମଧ୍ୟରେ ମୋଦିଙ୍କ ରାଜ୍ୟ ଗୁଜରାଟର ବଡୋଦରାରେ ସି-୨୯୫ ସୈନ୍ୟବାହିନୀ ପାଇଁ ସେନା ପରିବହନ ବିମାନ ନିର୍ମାଣ କାରଖାନା ହେବାକୁ ଯାଉଛି। ଏଥିପାଇଁ ଅକ୍ଟୋବର ୩୦ ତଥା ରବିବାର ପ୍ରଧାନମନ୍ତ୍ରୀ ମୋଦି ବଡୋଦରାଠାରେ ଉକ୍ତ ପ୍ଲାଣ୍ଟର ଉଦ୍‌ଘାଟନ କରିବେ। ଏହି ପ୍ରକଳ୍ପରେ ହଜାର ହଜାର ଲୋକଙ୍କୁ ନିଯୁକ୍ତି ମିଳିପାରିବ। ଏହି ବିମାନ ନିର୍ମାଣ ଲାଗି ଟାଟା ଏବଂ ଏୟାରବସ୍‌ ମଧ୍ୟରେ ଚୁକ୍ତି ସ୍ବାକ୍ଷର ହୋଇଛି। ପ୍ଲାଣ୍ଟ ନିର୍ମାଣରେ ୨୨,୦୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ପ୍ରଥମ ଥର ପାଇଁ ଭାରତରେ ଘରୋଇ କମ୍ପାନୀ ସାମରିକ ବିମାନ ନିର୍ମାଣ କରିବାକୁ ଯାଉଛି। ଉକ୍ତ ପ୍ରୋଜେକ୍ଟରେ ମୋଟ ୨୧,୯୩୫ କୋଟି ଟଙ୍କା ବ୍ୟୟ ହେବ। ଉକ୍ତ ବିମାନକୁ ବେସାମରିକ କାର୍ଯ୍ୟରେ ମଧ୍ୟ ନିୟୋଜିତ କରାଯାଇପାରିବ ବୋଲି ପ୍ରତିରକ୍ଷା ସଚିବ ଡ. ଅଜୟ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri