Posted inଜାତୀୟ

ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ବାଲି ଯିବେ ମୋଦି

ନୂଆଦିଲ୍ଲୀ,୧୪ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବା ଲାଗି ସୋମବାର ଇଣ୍ଡୋନେସିଆର ବାଲି ଯାତ୍ରା କରିବେ । ପ୍ରଧାନମନ୍ତ୍ରୀ ମୋଦି ୧୪ରୁ ୧୬ ନଭେମ୍ବର ପର୍ଯ୍ୟନ୍ତ ବାଲିରେ ରହିବେ । ଜି-୨୦ ଶିଖର ସମ୍ମିଳନୀ ୧୫-୧୬ ନଭେମ୍ବରରେ ହେବ । ପ୍ରାୟ ୪୫ ଘଣ୍ଟାର ରହଣି ଭିତରେ ମୋଦି ୨୦ଟି କାର୍ଯ୍ୟକ୍ରମରେ ଯୋଗଦେବେ । ବିଶ୍ୱର ବଡ ବଡ ୨୦ଟି ଦେଶର ପ୍ରତିନିଧି ମଣ୍ଡଳ ଜି-୨୦ର ମୁଖ୍ୟଙ୍କ ଶିଖର ସମ୍ମିଳନୀରେ ଭାଗ ନେବା ବ୍ୟତୀତ ପ୍ରଧାନମନ୍ତ୍ରୀ ମୋଦି ଏଥିରେ ଯୋଗ ଦେଇଥିବା ୧୦ ଦେଶର ମୁଖ୍ୟଙ୍କ ସହ ଦ୍ୱିପାକ୍ଷକ ବୈଠକ ବି କରିବେ । ଏଥିରେ ବହୁପକ୍ଷୀୟ ଓ ଦ୍ୱିପାକ୍ଷିକ ପ୍ରସଙ୍ଗକୁ ନେଇ ବିସ୍ତୃତ ଆଲୋଚନା ହେବ ।
ସୂଚନାଯୋଗ୍ୟ, ଜି-୨୦ ସମ୍ମିଳନୀର ପରବର୍ତ୍ତି ଅଧ୍ୟକ୍ଷ ରହିବ ଭାରତ । ଏହା ଆସନ୍ତା ବର୍ଷ ଅର୍ଥାତ୍ ସେପ୍ଟେମର ୨୦୨୩ରେ ନୂଆଦିଲ୍ଲୀରେ ଆୟୋଜିତ ହେବ । ଏହାକୁ ଦେଖିଲେ ଏଥର ମୋଦିଙ୍କ ଜି-୨୦ଶିଖର ସମ୍ମିଳନୀରେ ଯୋଗ ଦେବା ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି । ବୈଦେଶିକ ସଚିବ ବିନୟ କ୍ୱାତ୍ରା କହିଛନ୍ତି ଶିଖର ସମ୍ମିଳନୀ ୩ଟି ପର୍ଯ୍ୟାୟରେ ହେବ, ତିନୋଟି ଯାକ ପର୍ଯ୍ୟାୟରେ ମୋଦି ଅନ୍ୟ ବିଶ୍ୱ ନେତାଙ୍କ ସହ ଯୋଗ ଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଲସ୍କର ଆତଙ୍କୀ ଶବିର ଲୋନ ଗିରଫ, ISIର ନିର୍ଦ୍ଦେଶରେ ରଚୁଥିଲା ଷଡଯନ୍ତ୍ର

ନୂଆଦିଲ୍ଲୀ,୩୦ା୩: ଜାତୀୟ ରାଜଧାନୀ ଦିଲ୍ଲୀରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଶବିର ଅହମ୍ମଦଙ୍କୁ ଗିରଫ…

ମ୍ୟାଚ ମଧ୍ୟଭାଗରେ ଖୋଲିଲା ରିଙ୍କୁ ସିଂହ ଭାଗ୍ୟ, ପ୍ରଥମ IPL ମ୍ୟାଚରେ ଘଟିଲା…

ନୂଆଦିଲ୍ଲୀ,୩୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ପରାଜୟ ବରଣ କରିଥିଲା। ଅଧିନାୟକ ଅଜିଙ୍କ୍ୟ ରାହାଣେ – ଯିଏ ତାଙ୍କ…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri