Posted inଜାତୀୟ

ଟ୍ରେଣ୍ଡ୍‌ରେ ମୋଦି: ଏହି ଦେଶ ଦେବ ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ, ୧୫।୧୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କାରବିଆନ୍‌ ଦେଶ ଡୋମିନିକା ନିଜର ସର୍ବୋଚ୍ଚ ଜାତୀୟ ସମ୍ମାନ ପ୍ରଦାନ କରିବ ବୋଲି ଗୁରୁବାର ଘୋଷଣା କରିଛି। କୋଭିଡ୍‌-୧୯ ମହାମାରୀ ସମୟରେ ମୋଦିଙ୍କ ଦ୍ୱାରା ଦେଶର ଜନସାଧାରଣଙ୍କ ପାଇଁ କରାଯାଇଥିବା ସହାୟତାକୁ ଦୃଷ୍ଟିରେ ରଖି ଡୋମିନିକା ପକ୍ଷରୁ ଏହି ଘୋଷଣା କରାଯାଇଛି। ଆସନ୍ତା ୧୯ରୁ ୨୧ ତାରିଖ ମଧ୍ୟରେ ଗୁଏନାର ଜର୍ଜ ଟାଉନ୍‌ରେ ହେବାକୁ ଥିବା ଇଣ୍ଡିଆ-କାରିକୋମ ସମ୍ମିଳନୀରେ ଡୋମିନିକା ରାଷ୍ଟ୍ରପତି ସିଲ୍‌ଭେନି ବର୍ଟନ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏହି ସମ୍ମାନରେ ସମ୍ମାନିତ କରିବେ। ପ୍ରକାଶ ଯେ, ୨୦୨୧ ଫେବୃଆରୀରେ ପ୍ରଧାନମନ୍ତ୍ରୀ ମୋଦି ଡୋମିନିକାକୁ ଆଷ୍ଟ୍ରାଜେନେକା କୋଭିଡ-୧୯ ଟିକାର ୭୦ ହଜାର ଡୋଜ୍‌ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?