ଶନିବାର ୩ କୋଭିଡ ଭାକ୍ସିନ କେନ୍ଦ୍ର ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୨୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର ୩ଟି ଭାକ୍ସିନ ବିକାଶ କେନ୍ଦ୍ରକୁ ଗସ୍ତ କରିବେ। ଏହି ସମୟରେ ସେ ପୁନେ, ଅହମ୍ମଦାବାଦ ଓ ହାଇଦ୍ରାବାଦ ଯିବାର କାର୍ଯ୍ୟକ୍ରମ ରହିଛି। ସର୍ବପ୍ରଥେମେ ମୋଦି ଅହମଦାବାଦରେ ଜାଇଡସ୍‌ କେଡିଲା କେନ୍ଦ୍ର ଗସ୍ତ କରିବେ। ଏହାପରେ ସେ ପୁଣେର ସିରମ ଇନଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ ଗସ୍ତ କରିବେ। କୋଭିଡ-୧୯ ଭାକ୍ସିନକୁ ନେଇ ସିରମ ବ୍ରିଟିଶ କମ୍ପାନୀ ଏଷ୍ଟ୍ରୋଜେନେକା ସହ ଚୁକ୍ତି କରିଛି। ଏହାପରେ ପ୍ରଧାନମନ୍ତ୍ରୀ ମୋଦି ହାଇଦ୍ରାବାଦସ୍ଥିତ ଭାରତ ବାୟୋଟେକ କେନ୍ଦ୍ରକୁ ଯିବେ। ସେଠାରେ ସ୍ବଦେଶୀ ଭାକ୍ସିନ ଉପରେ କାର୍ଯ୍ୟ କରାଯାଉଥିବା ବେଳେ ମୋଦି ଭାକ୍ସିନକୁ ଦେଖିବା ସହ ଏହାର ପ୍ରସ୍ତୁତି ସମୀକ୍ଷା କରିବେ। ସୂଚନା ମୁତାବକ ଏଥିପାଇଁ ମୋଦି ଶନିବାର ସକାଳେ ୯ଟା ୩୦ରେ ଗୁଜରାଟରେ ପହଞ୍ଚିବେ ବୋଲି କୁହାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ମୁଖ୍ୟ କାର୍ଯ୍ୟାଳୟକୁ ଆସିଲା ଜେଟଲୀଙ୍କ ପାର୍ଥିବ ଶରୀର

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅରୁଣ ଜେଟଲୀଙ୍କର ଶନିବାର ପରଲୋକ ହୋଇଛି। ଶେଷ ଦର୍ଶନ ପାଇଁ ରବିବାର ସକାଳେ ତାଙ୍କ ପାର୍ଥିବ...

ମେ’ ୧୯ରେ ଜାପାନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି -୭ ଗ୍ରୁପ ଏବଂ କ୍ୱାର୍ଡ ସମେତ ତିନୋଟି ପ୍ରମୁଖ ବହୁପକ୍ଷୀୟ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଶୁକ୍ରବାର ଅର୍ଥାତ୍‌...

ନିଜକୁ ନାବାଳକ ଦାବି କଲେ ପଓ୍ବନ କୁମାର

ନୂଆଦିଲ୍ଲୀ,୧୯।୧୨(ପି.ଟି): ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ମୃତ୍ୟୁ ଦଣ୍ଡାଦେଶ ପାଇଥିବା ଅନ୍ୟତମ ଅପରାଧୀ ପଓ୍ବନ କୁମାର ଗୁପ୍ତା ୨୦୧୨ରେ ନାବାଳକ ଥିଲେ ବୋଲି ଦାବି...

ଯାଜପୁର ୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୩ ମହିଳା: ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା ପୂର୍ବ ପଜିଟିଭ୍‌ଙ୍କ ପରିବାର ସଦସ୍ୟ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଯାଜପୁରରେ ଚିହ୍ନଟ ହୋଇଥିବା ୪ ନୂଆ କରୋନା ପଜିଟିଭ୍‌ଙ୍କ ମଧ୍ୟରେ ୩ଜଣ ମହିଳା ଏବଂ ଜଣେ ଯୁବକ ରହିଛନ୍ତି। ରାଜ୍ୟ ସୂଚନା ଏବଂ ପ୍ରସାରଣ...

କୋଭିଡ ସେଣ୍ଟର ଘୋଟାଲା: ମୁମ୍ବାଇର ଚା’ ବାଲାଙ୍କୁ ଦିଆଯାଇଛି ୧୦୦ କୋଟି ଟଙ୍କାର ଠିକା

ମୁମ୍ବାଇ,୧୩ ।୨: କରୋନା ମହାମାରୀକୁ ମୁକାବିଲା କରିବାକୁ ସରକାରଙ୍କ ତରଫରୁ ଗଢିଉଠିଥିଲା କୋଭିଡ ସେଣ୍ଟର । ଏହି କ୍ରମରେ ପୁଣେରେ ୧୦୦ କୋଟି ଟଙ୍କା ବ୍ୟୟରେ...

ଖାରଜ ହେଲା ଇନ୍ଦ୍ରାଣୀଙ୍କ ଜାମିନ ଆବେଦନ

ମୁମ୍ବାଇ,୨୧।୧୨: ସିନା ବୋରା ହତ୍ୟା ମାମଲାରେ ଇନ୍ଦ୍ରାଣୀ ମୁଖାର୍ଜୀଙ୍କ ଜାମିନ ଆବେଦନକୁ ମୁମ୍ବାଇର ସ୍ପେଶାଲ ସିବିଆଇ କୋର୍ଟ ଶୁକ୍ରବାର ଖାରଜ କରି ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ...

ଟିକ୍‌ଟକ୍‌ ବ୍ୟବହାରକାରୀଙ୍କ ପାଇଁ ବିକଳ୍ପ ଏହି ଆପ୍‌, ୨୫ ଲକ୍ଷରୁ ଅଧିକ କଲେଣି ଏହାକୁ ଡାଉନଲୋକ

ନୂଆଦିଲ୍ଳୀ,୩୦।୬: ଭାରତରେ ଟିକ୍‌ଟକ୍‌ ବ୍ୟାନ ହେବାପରେ ଏବେ ଭାରତୀୟ ଆପ୍‌ ଚିଙ୍ଗାରୀର ଚାହିଦା ବୃଦ୍ଧି ପାଇଛି। ଏହି ଆପ୍‌କୁ ଗୁଗୁଲ ପ୍ଲେ ଷ୍ଟୋରରେ ୨୫ ଲକ୍ଷରୁ...

ଆଇଟିବିପିର ୪୫ ଯବାନ କରୋନା ପଜିଟିଭ

ନୂଆଦିଲ୍ଲୀ,୫।୫: ଦେଶରେ କରୋନା ଭାଇରସ ତା’ର କାୟା ବିସ୍ତାର କରି ଚାଲିଛି। ମଙ୍ଗଳବାର ସକାଳ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬ ହଜାର ଅତିକ୍ରମ...

Advertisement
Archives

Model This Week