Posted inଜାତୀୟ

ମା’ଙ୍କ ୧୦୦ତମ ଜନ୍ମଦିନରେ ଗୁଜରାଟ ଯିବେ ମୋଦି

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌ ମୋଦି ଆସନ୍ତା ଜୁନ୍‌ ୧୮ରେ ନିଜର ୧୦୦ତମ ଜନ୍ମଦିନ ପାଳନ କରିବେ। ଏହି ସ୍ବତନ୍ତ୍ର ଦିନରେ ତାଙ୍କୁ ଭେଟିବାକୁ ପ୍ରଧାନମନ୍ତ୍ରୀ ଗାନ୍ଧିନଗର ଯିବେ ବୋଲି ସୂଚନା ମିଳିଛି। ଏହି ଅବସରରେ ଭାଡନଗରର ହାଟକେଶ୍ୱର ମନ୍ଦିରରେ ପୂଜାପାଠ ମଧ୍ୟ ଆୟୋଜନ କରାଯିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ପ୍ରଧାନମନ୍ତ୍ରୀ ମଧ୍ୟ  ସାମିଲ ହେବେ।
ଏହାପୂର୍ବରୁ ମାର୍ଚ୍ଚ ୧୧ରେ ପ୍ରଧାନମନ୍ତ୍ରୀ ମୋଦି ଦୁଇ ଦିନିଆ ଗୁଜରାଟ ଗସ୍ତରେ ଥିବାବେଳେ ଅହମ୍ମଦାବାଦରେ ତାଙ୍କ ମାଙ୍କୁ ଭେଟିଥିଲେ। କରୋନା ମହାମାରୀ ହେତୁ ଦୁଇ ବର୍ଷର ବ୍ୟବଧାନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମାଙ୍କୁ ଭେଟିଥିଲେ। ଏହା ବ୍ୟତୀତ, ଜୁନ ୧୮ରେ ବରୋଦା ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ପ୍ରାୟ ୪ ଲକ୍ଷ ଲୋକଙ୍କୁ ସମ୍ବୋଧିତ କରିବାକୁ ଯାଉଛନ୍ତି।
ଚଳିତ ମାସରେ ଗୁଜରାଟକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱିତୀୟ ଗସ୍ତ ହେବ। ଏହାପୂର୍ବରୁ ଜୁନ ୧୦ରେ, ସେ ତାଙ୍କର ପ୍ରଥମ ଗସ୍ତ ସମୟରେ ନଭସାରୀର ଆଦିବାସୀ ଅଞ୍ଚଳରେ ୩,୦୫୦ କୋଟି ଟଙ୍କା ମୂଲ୍ୟର ୭ଟି ପ୍ରକଳ୍ପର ଉଦଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

ଲଜ୍ଜାଜନକ ପରାଜୟ ପରେ ମୁହଁ ଖୋଲିଲେ ଶ୍ରେୟସ ଆୟର: ସୁଯୋଗ ହାତଛଡ଼ା…

ରାଞ୍ଚି,୧୦।୧୦: ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୨୪୯ ରନ କରି ମଧ୍ୟ ହାରିଯାଇଛି ଟିମ ଇଣ୍ଡିଆ। ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?