Posted inଜାତୀୟ

ଜୁନ୍‌ ୨୬ରୁ ବିଦେଶ ଗସ୍ତରେ ଯିବେ ମୋଦି

ନୂଆଦିଲ୍ଲୀ,୨୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ୍‌ ୨୬-୨୮ରେ ବିଦେଶ ଗସ୍ତରେ ଯିବେ। ବୁଧବାର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ସୂଚନା ଦେଇଛି। ମନ୍ତ୍ରଣାଳୟର ବିବୃତ୍ତି ଅନୁଯାୟୀ, ପ୍ରଧାନମନ୍ତ୍ରୀ ଜୁନ୍‌ ୨୬-୨୭ ଜର୍ମାନୀରେ ଅନୁଷ୍ଠିତ ଜି୭ ସମ୍ମିଳନୀରେ ଯୋଗଦେବା ପରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଯିବେ। ୟୁଏଇର ପୂର୍ବତନ ରାଷ୍ଟ୍ରପତି ତଥା ଆବୁଧାବିର ଶାସକ ଶେଖ ଖଲିଫା ବିନ ଜାଏଦ ଅଲ ନାହିନଙ୍କୁ ବ୍ୟକ୍ତିଗତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ।
ଏହାସହ ୟୁଏଇର ନୂତନ ରାଷ୍ଟ୍ରପତି ତଥା ଆବୁଧାବିର ଶାସକ ଭାବରେ ନିର୍ବାଚିତ ହୋଇଥିବା ଶେଖ ମହମ୍ମଦ ବିନ ଜାଏଦ ଅଲ ନାହିନଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇବେ। ଜୁନ ୨୮ ରାତିରେ ମୋଦି ୟୁଏଇରୁ ଫେରିବ। ଜି୭ ଶିଖର ବୈଠକରେ ଯୋଗଦେବା ପାଇଁ ଜର୍ମାନ ଚାନ୍ସେଲର ଓଲାଫ ସ୍କୋଲଜଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ମୋଦି ଜୁନ୍‌ ୨୬-୨୭ରେ ସ୍କୋଲ୍ସ ଏଲମାଉଙ୍କୁ ଯିବେ। ବୁଧବାର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଦ୍ଧିତ ପିଆଜ ଦରକୁ ନେଇ ବୈଠକ ଡକାଇଲେ କ୍ୟାବିନେଟ ସଚିବ

ନୂଆଦିଲ୍ଲୀ,୧୧।୧୨: ଲଗାତାର ଭାବେ ପିଆଜ ଦର ହ୍ରାସ ହେଉ ନ ଥିବା ବେଳେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ବିଭିନ୍ନ ସହରରେ ପିଆଜ...

ଗଣ୍ଡା ସଂଖ୍ୟା ବଢ଼ାଇ ଦର୍ଶାଯାଇଥିବା ଅଭିଯୋଗ…

ଗୁଆହାଟୀ,୧୩।୪ : ଆସାମ ବନ ବିଭାଗ କେନ୍ଦ୍ର ସରକାରଙ୍କୁ ଏକ ଚିଠି ଲେଖିଛି। ଚିଠିରେ ବନ ବିଭାଗ ଜଣେ ଆରଟିଆଇ କାର୍ଯ୍ୟକର୍ତ୍ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି...

ନିଶାଗ୍ରସ୍ତଙ୍କ ସହ କରନ୍ତୁ ନାହିଁ ଝିଅର ବିବାହ: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୨୫ ।୧୨: କେନ୍ଦ୍ର ଆବାସ ଓ ସହରୀ ମାମଲାର ରାଜ୍ୟମନ୍ତ୍ରୀ କୌଶଲ କିଶୋର ଜନତାଙ୍କୁ ଅପିଲ କରିଛନ୍ତି ଯେ ସେ ସେମାନଙ୍କ ଝିଅ ଓ ଭଉଣୀର...

ଲକ୍‌ଡାଉନରେ ନିଆରା ବିବାହ: ବର୍ଡରରେ ପୋଲିସ କଲେ କନ୍ୟାଦାନ

କାଶୀପୁର,୨୭।୪: କରୋନା ଯୋଗୁ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଏଥିଯୋଗୁ ଲୋକଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ମଧ୍ୟ ହେବାକୁ ପଡ଼ୁଛି। ଏଥିପାଇଁ କେତେକଙ୍କ ବିବାହ...

ଲିଙ୍ଗାୟତ ସନ୍ଥ ଆତ୍ମହତ୍ୟା ପଛରେ ମହିଳା ଭକ୍ତ

ରାମନଗର(କର୍ନାଟକ),୧୭।୧୨: କର୍ନାଟକ ରାମନଗର ଜିଲାର କଞ୍ଚୁଗାଲ ବନ୍ଦେ ମଠ ମହନ୍ତ ବାସବଲିଙ୍ଗା ଶ୍ରୀ ସ୍ବାମୀଜୀ ଆତ୍ମହତ୍ୟା ମାମଲାର ତଦନ୍ତ କରୁଥିବା ପୋଲିସ ସ୍ଥାନୀୟ କୋର୍ଟରେ ଶୁକ୍ରବାର...

ଜଣେ ହତାଶ ବ୍ୟକ୍ତି ନିଜକୁ ବଞ୍ଚାଇବାର ପ୍ରୟାସ କରୁଛନ୍ତି, ସିସୋଦିଆଙ୍କୁ ଅନୀଲ ବୈଜଲଙ୍କ ଉତ୍ତର…

ନୂଆଦିଲ୍ଲୀ, ୯।୮ : ଦିଲ୍ଲୀର ନୂତନ ଅବକାରୀ ନୀତି ନେଇ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଅଭିଯୋଗର ଉତ୍ତର ଦେଇ ପୂର୍ବତନ ଉପରାଜ୍ୟପାଳ ଅନୀଲ ବୈଜଲ କହିଛନ୍ତି...

‘କିଛି ଲୁଚାଇବାର ନାହିଁ’

ଥିରୁଭାନନ୍ତପୁରମ,୨୨।୩: ଯୌନ ନିର୍ଯାତନା ପୀଡ଼ିତା ତଥା ଟଲିଉଡ୍‌ ଅଭିନେତ୍ରୀ ଭାବନା ମେନନଙ୍କୁ କେରଳର ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲରେ କରତାଳି ସହ ସ୍ବାଗତ କରାଯାଇଥିଲା। ୨୦୧୭ରେ ଯୌନ...

ଏବେ ହେବା ସୂର୍ଯ୍ୟମୁହାଁ: ମନ କି ବାତରେ କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୭।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୧୦୪ତମ ମନ କି ବାତ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରି ଚନ୍ଦ୍ରଯାନ ମିଶନକୁ ପ୍ରଶଂସା କରିବା...

Advertisement
Archives

Model This Week