Posted inଜାତୀୟ

ମଙ୍ଗଳବାର ମୋର୍‌ବି ଦୁର୍ଘଟଣା ସ୍ଥାନ ପରିଦର୍ଶନ କରିବେ ମୋଦି

ନୂଆଦିଲ୍ଲୀ,୩୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜୁରାଟର ମୋର୍‌ବି ଝୁଲା ପୋଲ ଦୁର୍ଘଟଣା ସ୍ଥାନ ପରିଦର୍ଶନ କରିବେ। ଏହାପୂର୍ବରୁ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ସେ କହିଛନ୍ତି, ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି। ସରକାର ଶୋକସନ୍ତପ୍ତ ପରିବାର ସହ ଅଛନ୍ତି। ଗତକାଲିଠାରୁ ଗୁଜୁରାଟ ସରକାର ରିଲିଫ ଓ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। କେନ୍ଦ୍ର ମଧ୍ୟ ସମସ୍ତ ସହାୟତା କରୁଛି ବୋଲି କେଭାଡିଆର ଜାତୀୟ ଏକତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଏହି ମନ୍ତବ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?