Posted inଜାତୀୟ

ଜୁନ୍‌ ୨୨ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆମେରିକା ଗସ୍ତ

ନୂଆଦିଲ୍ଲୀ, ୧୦ା୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଓ ଫାଷ୍ଟ ଲେଡ଼ି ଜିଲ୍‌ ବାଇଡେନ୍‌ଙ୍କ ଆମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ୍‌ ୨୨ରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସରକାରଙ୍କ ପକ୍ଷରୁ ବୁଧବାର ଏନେଇ ସୂଚନା ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ସମ୍ମାନାର୍ଥେ ବାଇଡେନ୍‌ ଦମ୍ପତି ଏକ ନୈଶ୍ୟଭୋଜିର ଆୟୋଜନ କରିବେ। ମୋଦିଙ୍କ ଏହି ଗସ୍ତ ଭାରତ-ଆମେରିକା ସମ୍ପର୍କକୁ ଆହୁରି ବଢ଼ାଇବ ବୋଲି କୁହାଯାଉଛି।

ସୂଚନା ଯୋଗ୍ୟ, ଆମେରିକା, ଭାରତ, ଜାପାନ ଓ ଅଷ୍ଟ୍ରେଲିଆକୁ ନେଇ ୨୦୨୧ରେ ଅନୁଷ୍ଠିତ କ୍ୱାଡ୍‌ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ହ୍ବାଇଟ୍‌ ହାଉସ ଯାଇଥିବା ବେଳେ ବାଇଡେନ୍‌ଙ୍କୁ ସାକ୍ଷାତ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

ଶେଷ ଓଭରରେ ଦିଲ୍ଲୀର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ,୧୮ା୪: ଡେଭିଡ୍‌ ମିଲରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଖେଳାଯାଇଥିବା ଏକ ରୋମାଞ୍ଚକ ଆଇପିଏଲ୍‌ ମ୍ୟାଚ୍‌ରେ ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ବାପା ହେଲେ ଷ୍ଟାର ଅଲରାଉଣ୍ଡର ରଶିଦ ଖାନ

ନୂଆଦିଲ୍ଲୀ,୧୮ା୪: ଆଫଗାନିସ୍ତାନ ଓ ଗୁଜରାଟ ଟାଇଟନ୍ସ (ଜିଟି) ଷ୍ଟାର ଅଲରାଉଣ୍ଡର ରଶିଦ ଖାନ ଶନିବାର ଏକ ପୁତ୍ର ସନ୍ତାନର ପିତା ହୋଇଛନ୍ତି। ରଶିଦ ସୋସିଆଲ ମିଡିଆରେ ଏକ…

ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳକୃଷ୍ଣ କହିଲେ ଅବସର ପରେ…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ…

ଜୁନାଗଡ଼ରେ ଏନଫୋର୍ସ ଟିମର ଖାଦ୍ୟ ସାମଗ୍ରୀ ଯାଞ୍ଚ

ଜୁନାଗଡ଼,୧୮।୪(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ଏନଫୋର୍ସ ଟିମ ପକ୍ଷରୁଖାଦ୍ୟ ସାମଗ୍ରୀ ଯାଞ୍ଚ କରାଯାଇଛି। ଏହି ଟିମରେ ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ,ଜୁନାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri