Posted inଜାତୀୟ

କରୋନା କଟକଣା ମଧ୍ୟରେ ମୋଦି ସମ୍ଭାଳିବେ ଭାଜପାର ପ୍ରଚାର ଦାୟିତ୍ୱ

ନୂଆଦିଲ୍ଲୀ,୩୧ ।୧: କରୋନା ମହାମାରୀ ଯୋଗୁ ନିର୍ବାଚନ ପ୍ରଚାରରେ ରୋକ ଲଗାଯାଇଛି । ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପଶ୍ଚିମ ଉତ୍ତର ପ୍ରଦେଶରେ ଭର୍ଚୁଆଲ ରାଲି କରିବେ । ବିଗତ ଦିନରେ ଉତ୍ତର ପ୍ରଦେଶରେ ଗୋଟିଏ ପରେ ଗୋଟିଏ ମହାରାଲି କରିବା ପରେ ଏବେ ମୋଦି ପ୍ରଥମଥର ନିର୍ବାଚନ ଭର୍ଚୁଆଲ ରାଲି କରୁଛନ୍ତି । ଏହି ରାଲିରେ ଯୋଗୀ ଆଦିତ୍ୟନାଥ ବି ଭାଗ ନେବେ । ଏହି ଭର୍ଚୁଆଲ ରାଲିରେ ମୋଦି ଉତ୍ତର ପ୍ରଦେଶର ୫ ଜିଲାର ଜନସାଧାରଣଙ୍କୁ ସମ୍ବୋଧନ ଦେବେ । ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ ପାଇଁ ନିର୍ଦ୍ଦିଷ୍ଟ ଜିଲାର ପ୍ରାୟ ୯୮ ସ୍ଥାନରେ ସ୍କ୍ରିନ୍ ଲଗାଯାଇଛି । ଏହି ତାଲିକା ମଧ୍ୟରେ ଯେଉଁ ୨୧ ସ୍ଥାନକୁ ସ୍ଥାନିତ କରାଯାଇଛି ସେଠାରେ ପ୍ରାର୍ଥୀ ନିଜେ ବସି ସମ୍ବୋଧନ କାର୍ଯକ୍ରମରେ ଭାଗ ନେବେ । ଯେଉଁ ୯୮ ସ୍ଥାନରେ ସ୍କ୍ରିନ୍ ଲଗାଯାଇଛି ସେଠାରେ ପ୍ରାୟ ୫୦୦ ଲୋକ ବସିବା ପାଇଁ ବ୍ୟବସ୍ଥା କରାଯାଇଛି । ପ୍ରଧାନମନ୍ତ୍ରୀ ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ଉତ୍ତର ପ୍ରଶେରେ ପ୍ରଥମ ପର୍ଯ୍ୟାୟରେ ୧୧ ଜିଲାର ୫୮ ଆସନ ଲାଗି ୧୦ ଫେବୃୟାରୀରେ ମତଦାନ କରାଯିବ । ନିର୍ବାଚନ କମିଶନ ରାଲିକୁ ବାରଣ କରିଥିବା ବେଳେ ଏବେ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା) ଭର୍ଚୁଆଲ ରାଲି କରିବାକୁ ଲାଗି ପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri