ରୁଷିଆ-ୟୁକ୍ରେନ ପ୍ରସଙ୍ଗ ଉପରେ ଚର୍ଚ୍ଚା କରିପାରନ୍ତି ମୋଦି-ବାଇଡେନ

ଓ୍ବାଶିଂଟନ,୨୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ
ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ୟୁକ୍ରେନ ପ୍ରସଙ୍ଗରେ ଆଲୋଚନା କରିପାରନ୍ତି ବୋଲି ଆମେରିକା ହ୍ବାଇଟ ହାଉସ ପକ୍ଷରୁ ସୂଚନା ଦିଆଯାଇଛି। କୂଟନୈତିକ ଯୋଗାଯୋଗ ପାଇଁ ଜାତୀୟ ସୁରକ୍ଷା ପରିଷଦର ସଂଯୋଜକ ଜନ କିର୍ବିି କହିଛନ୍ତି ଯେ, ଦୁଇ ନେତା ଶାନ୍ତି ସମ୍ମିଳନୀ କିମ୍ବା ଶାନ୍ତି ପ୍ରସ୍ତାବ ବିଷୟରେ କେତେ ପରିମାଣରେ ଆଲୋଚନା କରିବେ, ମୁଁ ବର୍ତ୍ତମାନ କହିପାରିବିିନାହିଁ।

ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ନିମନ୍ତ୍ରଣ କ୍ରମେ ପିଏମ ମୋଦି ୨୧ରୁ ୨୪ଜୁନ ମଧ୍ୟରେ ଆମେରିକା ଗସ୍ତରେ ଯାଇଛନ୍ତି। ଜୁନ ୨୨ରେ ଜୋ ବାଇଡେନ ଏବଂ ତାଙ୍କ ପତ୍ନୀ ଜିଲ ବାଇଡେନ ତରଫରୁ ପିଏମ ମୋଦିଙ୍କ ପାଇଁ ହ୍ବାଇଟ ହାଉସରେ ଏକ ସ୍ବତନ୍ତ୍ର ରାତ୍ରୀ ଭୋଜନ ଆୟୋଜନ କରାଯାଇଛି। ଜୁନ ୨୨ରେ ପ୍ରଧାନମନ୍ତ୍ରୀ ମୋଦି ଆମେରିକା କଂଗ୍ରେସର ମିଳିତ ଅଧିବେଶନକୁ ମଧ୍ୟ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri