କରୋନା ଭ୍ୟାକ୍ସିନକୁ ନେଇ ସମୀକ୍ଷା କଲେ ମୋଦି

ଅହମଦାବାଦ,୨୮ ।୧୧: କରୋନା ଭାଇରସ ପାଇଁ ଦେଶରେ ପ୍ରସ୍ତୁତ ହେଉଥିବା ଭ୍ୟାକ୍ସିନ ବା ଟିକା ସମ୍ପର୍କରେ ସମୀକ୍ଷା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର ୩ଟି ପ୍ରୟୋଗଶାଳା ଗସ୍ତ କରିଛନ୍ତି । ପ୍ରଥମେ ମୋଦି ଅହମଦାବାଦ ପହଞ୍ଚିଛନ୍ତି । ସେଠାରେ ସେ ଜାଇଡସ ଲ୍ୟାବରେ ପହଞ୍ଚି କରୋନା ଭ୍ୟାକ୍ସିନକୁ ନେଇ ବିଶେଷଜ୍ଞଙ୍କ ସହ ଆଲୋଚନା କରିଛନ୍ତି । ଏହାପରେ ସେ ହାଇଦ୍ରାବାଦର ଭାରତ ବାୟୋଟେକ ଓ ପୁଣେ ସ୍ଥିତ ସିରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ ଗସ୍ତ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନାଥଙ୍କ ଗାଡ଼ି ସାମ୍ନାକୁ ଆସି ମୋଦିଙ୍କୁ ଭେଟିବାକୁ କହିଲେ ଯୁବକ

ନୂଆଦିଲ୍ଲୀ,୩।୧୨: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହଙ୍କ ସୁରକ୍ଷାରେ ଅବହେଳା ଘଟଣା ସାମ୍ନାକୁ ଆସିଛି। ମଙ୍ଗଳବାର ସଂସଦ ଭବନ ବାହାରେ ରାଜନାଥଙ୍କ ଗାଡ଼ି ସମ୍ମୁଖକୁ ହଠାତ୍‌ ଆସି ଜଣେ...

ଦଶହରାରେ କୁମାରୀ ପୂଜା: ୪ ବର୍ଷର ମୁସଲମାନ ବାଳିକା ଫାତିମାଙ୍କୁ ପଶ୍ଚିମବଙ୍ଗରେ କରାଗଲା ପୂଜା

କୋଲକତା,୭।୧୦: ଦଶହରାରେ ପଶ୍ଚିମବଙ୍ଗରେ ଧୁମ୍‌ଧାମ୍‌ରେ କୁମାରୀ ପୂଜା କରାଯାଇଥାଏ। ଏହାର ଆରମ୍ଭ ସ୍ବାମୀ ବିବେକାନନ୍ଦ ବେଲୁର ମଠରେ ଆରମ୍ଭ କରିଥିଲେ। ଚଳିତ ବର୍ଷ ଇଞ୍ଜିନିୟର ତମଲ...

ଘର ବାହୁଡିଲେ କୃଷକ, ବିଜୟ ରାଲି ପରେ ଆନ୍ଦୋଳନ ସ୍ଥଳ ହେବ ଖାଲି

ନୂଆଦିଲ୍ଲୀ,୧୧ ।୧୨: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଦୀର୍ଘ ପ୍ରାୟ ବର୍ଷକରୁ ଊର୍ଦ୍ଧ୍ୱ ସମୟ ହେବ ଦିଲ୍ଲୀ ସୀମାରେ ଆନ୍ଦୋଳନ କୃଷକଙ୍କ...

ରାଜନୈତିକ ଦଳ ଗଠନ କରିବେ ପିକେ, ବିହାରରୁ ଆରମ୍ଭ…

ନୂଆଦିଲ୍ଲୀ, ୨।୫ : ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପିକେ)ନୂଆ ରାଜନୈତିକ ଦଳ ଗଠନ କରିବାକୁ ଯାଉଛନ୍ତି। ଭାଜପା ତାପରେ କଂଗ୍ରେସ ଏବଂ ପରେ ଜେଡିୟୁ...

ଆଇନ ମନ୍ତ୍ରଣାଳୟର ଅଧିକାରୀ କରୋନା ପଜିଟିଭ

ନୂଆଦିଲ୍ଲୀ,୫।୫: ଆଇନ ମନ୍ତ୍ରଣାଳୟର ଜଣେ ଅଧିକାରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିବା ପରେ ଶାସ୍ତ୍ରୀ ଭବନର ଗୋଟିଏ ମହଲାକୁ ଆଶିଂକ ଭାବେ ସିଲ୍‌ କରାଯାଇଥିବା ସୂଚନା...

ପୋଲିସ ଷ୍ଟେଶନ ସାମ୍ନାରେ ଗୋମାଂସ ତରକାରି ବାଣ୍ଟିଲେ କଂଗ୍ରେସ କାର୍ଯ୍ୟକର୍ତ୍ତା

ଥିରୁଭାନନ୍ଥପୁରମ୍‌,୧୯।୨: କେରଳରେ ପୁଣି ଗୋମାଂସକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ପୋଲିସ ପ୍ରଶିକ୍ଷଣ ନେଉଥିବା ପିଲାଙ୍କ ମେନ୍ୟୁରୁ ଗୋମାଂସ ହଟାଯିବା ପରେ କଂଗ୍ରେସ କାର୍ଯ୍ୟକର୍ତ୍ତା କୋଝିକୋଡ...

ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳାଧିପତି ପଦରୁ ରାଜ୍ୟପାଳଙ୍କ ଭୂମିକା ହ୍ରାସ କଲେ ପଶ୍ଚିମବଙ୍ଗ ସରକାର

କୋଲକତା,୧୧।୧୨: ପଶ୍ଚିମବଙ୍ଗ ସରକାର ନୂଆ ନିୟମ ଆଣି ରାଜ୍ୟପାଳ ଧନଖରଙ୍କୁ ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳାଧିପତି ପଦରୁ ରାଜ୍ୟପାଳଙ୍କ ଭୂମିକା ହ୍ରସେ କରିଛନ୍ତି। ଉଚ୍ଚ ଶିକ୍ଷା ମନ୍ତ୍ରୀ...

ଚାର୍‌ ଧାମ୍‌ ଯାତ୍ରାରେ ୫୫୦୦ ଯବାନଙ୍କ ହାତରେ ସୁରକ୍ଷା…

ଡେରାଡୁନ୍‌, ୧୦।୪ : ମେ ମାସରୁ ଚାର୍‌ ଧାମ୍‌ ଯାତ୍ରା ପାଇଁ ଉତ୍ତରାଖଣ୍ଡ ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଚଳିିଥର ରେକର୍ଡ ସଂଖ୍ୟକ ଶ୍ରଦ୍ଧାଳୁ...

Advertisement
Archives

Model This Week