Posted inଜାତୀୟ

କ୍ୱାଡ୍ ସମ୍ମିଳନୀରୁ ଫେରିଲେ ମୋଦି, ଦିନ ୧୧ଟାରେ କେନ୍ଦ୍ରୀୟ କ୍ୟାବିନେଟ ବୈଠକରେ ହେବେ ସାମିଲ

ନୂଆଦିଲ୍ଲୀ,୨୫ ।୫: ଜାପାନରେ ଅନୁଷ୍ଠିତ କ୍ୱାଡ୍ ଶିଖର ସମ୍ମିଳନୀରେ ଯୋଗ ଦେଇ ଦୁଇଦିନିଆ ବିଦେଶ ଗସ୍ତରୁ ଫେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୁଧବାର ସକାଳେ ପାଲମ ସ୍ଥିତ ବାୟୁସେନା ଷ୍ଟେଶନରେ ତାଙ୍କ ବିମାନ ଅବତରଣ କରିଛି । ଏହାପରେ ମୋଦି ଦିନ ୧୧ଟାରେ କ୍ୟାବିନେଟ ବୈଠକରେ ସାମିଲ ହେବେ । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ହିଁ ଏହି ବୈଠକ ଅନୁଷ୍ଠିତ ହେବ ।
ସୂଚନାଯୋଗ୍ୟ, ମୋଦି କ୍ୱାଡ୍ ରାଷ୍ଟର ନେତାଙ୍କ ସହ କଥାବାର୍ତ୍ତା ଲାଗି ଚତୁର୍ଥ ଥର ଲାଗି ଭାଗ ନେଇଥିଲେ । ଏଥିରେ ଅଷ୍ଟ୍ରେଲିଆ, ଜାପାନ, ଆମେରିକା ବି ସାମିଲ ଥିଲେ । ଏହି ବୈଠକରେ ରୁଷିଆ-ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ଆଲୋଚନା ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri