ଦ୍ୱାଦଶ ପରୀକ୍ଷା ନେଇ ସନ୍ଧ୍ୟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୧।୬: ବୋର୍ଡ ପରୀକ୍ଷାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ମୋଦିଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ଦ୍ୱାଦଶ ଶ୍ରେଣୀର ପରୀକ୍ଷାକୁ ନେଇ ସମସ୍ତ ସମ୍ଭାବ୍ୟ ଦିଗରେ ଉପରେ ଆଲୋଚନା କରାଯିବ। କରୋନା ସଙ୍କଟ ମଧ୍ୟରେ କିପରି ଶୃଙ୍ଖଳିତ ଭାବେ ପରୀକ୍ଷା ଆୟୋଜିତ ହେବ କିମ୍ବା ପରୀକ୍ଷା ହେବ କି ନାହିଁ ସେନେଇ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି। ଏହାପୂର୍ବରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ମଙ୍ଗଳବାର ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥାନ୍ତେ। କିନ୍ତୁ ଅଚାନକ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସୂଚନାଯୋଗ୍ୟ, ଜୁନ ୩ ସୁଦ୍ଧା ସୁପ୍ରିମକୋର୍ଟଙ୍କୁ ପରୀକ୍ଷା ସମ୍ପର୍କରେ ଶିକ୍ଷାମନ୍ତ୍ରଣାଳୟ ନିଜର ନିଷ୍ପତ୍ତି ଜଣାଇବ। ମେ’ ୩୧ରେ କେନ୍ଦ୍ରସରକାର ପରୀକ୍ଷା ଉପରେ ନିର୍ଣ୍ଣୟ ନେବା ପାଇଁ ସୁପ୍ରିମକୋର୍ଟଙ୍କୁ ୨ଦିନର ସମୟ ମାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍‌ଲାମାବାଦରେ ଭାରତୀୟ ଉଚ୍ଚାୟୁକ୍ତର ଦୁଇ ଅଧିକାରୀ ନିଖୋଜ

ନୂଆଦିଲ୍ଲୀ,୧୫।୬: ପାକିସ୍ତାନର ରାଜଧାନୀ ଇସ୍‌ଲାମାବାଦରେ ୨ ଭାରତୀୟ ଅଧିକାରୀ ନିଖୋଜ ହୋଇଥିବା ସୂଚନା ମିଳିଛି। ବିଶେଷ ସୂତ୍ରରୁ ମିଳିଥିବା ଏହି ସୂଚନା ଅନୁଯାୟୀ, ପାକିସ୍ତାନରେ ଭାରତୀୟ...

ଅଯୋଧ୍ୟା ରାୟ ପ୍ରକାଶ କରିଥିବା ବିଚାରପତିଙ୍କୁ ଧମକ, ଜେଡ୍‌ ସୁରକ୍ଷା ଯୋଗାଇ ଦିଆଗଲା

ନୂଆଦିଲ୍ଲୀ,୧୭।୧୧: ଅଯୋଧ୍ୟା ମାମଲାରେ ଐତିହାସିକ ନିଷ୍ପତ୍ତି ଶୁଣାଣି କରିଥିବା ଜଣେ ବିଚାରପତି ଅବ୍‌ଦୁଲ ନଜୀର ଏବଂ ତାଙ୍କ ପରିବାରକୁ ପପୁଲାର ଫ୍ରଣ୍ଟ୍‌ ଅଫ ଇଣ୍ଡିଆ (ପିଏଫ୍‌ଆଇ)...

ଜଣେ କଏଦୀଙ୍କ ପାଇଁ ଦିନକୁ ଖର୍ଚ୍ଚ ୧୧୮ ଟଙ୍କା: ଏନ୍‌ସିଆର୍‌ବି ରିପୋର୍ଟ

ନୂଆଦିଲ୍ଲୀ, ୬।୯: ଦେଶରେ ଥିବା ବିଭିନ୍ନ ଜେଲ୍‌ରେ ଥିବା କଏଦୀଙ୍କ ପାଇଁ ଦିନକୁ କେତେ ଟଙ୍କା ଖର୍ଚ୍ଚ ହେଉଛି ତାହାର ରିପୋଟ ପ୍ରକାଶ ପାଇଛି। ନ୍ୟାଶନାଲ...

ସଡ଼କ ଦୁର୍ଘଟଣାରେ ୯ ଛାତ୍ର ମୃତ

ପୁଣେ, ୨୧ା୭(ପି.ଟି.) :ପୁଣେ-ସୋଲାପୁର ରାଜପଥରେ ଏକ କାର ଦୁର୍ଘଟଣାଗ୍ରସ୍ତ ହେବାରୁ ୯ ଜଣ ଛାତ୍ର ପ୍ରାଣ ହରାଇଛନ୍ତି। ପୁଣେ ଜିଲାର କଦମ୍‌ଓ୍ବାକ୍‌ ଓ୍ବସ୍ତିଠାରେ ଏଭଳି ମର୍ମନ୍ତୁଦ...

ଭାଜପା ଯୁବ ନେତା ଅର୍ଜୁନଙ୍କ ମୃତଦେହର ଆର୍ମି କମାଣ୍ଡ ହସ୍ପିଟାଲରେ ହେବ ପୋଷ୍ଟ ମଟର୍ମ: ହାଇକୋର୍ଟ

କୋଲକାତା,୭ ।୫: ଭାରତୀୟ ଜନତା ପାର୍ଟି(ଭାଜପା)ର ଯୁବ ନେତା ଅର୍ଜୁନ ଚୌରାସିଆଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ଅନୁଯାୟୀ ତାଙ୍କ ମୃତଦେହର ପୋଷ୍ଟ ମର୍ଟମ...

ଦେଶର ହିତ ପାଇଁ ମନମୋହନଙ୍କ ଉପଦେଶ ଗ୍ରହଣ କରନ୍ତୁ ମୋଦି: ରାହୁଲ

ନୂଆଦିଲ୍ଲୀ,୨୨।୬: ଭାରତ-ଚାଇନା ସୀମା ବିବାଦକୁ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସ ନେତା ଡ. ମନମୋହନ ସିଂ। ସେ କହିଛନ୍ତି ଏହି ଘଡିସନ୍ଧି...

ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ପୋଷ୍ଟର ଲଗାଇ ଇ-ବାଇକ୍ ରାଲିରେ ବାହାରିଲେ ମମତା

କୋଲକାତା,୨୫ ।୨: ଦେଶରେ ବେଳକୁ ବେଳ ବଢି ଚାଲିଛି ପ୍ରେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦାମ୍ । ଏହାର ପ୍ରତିବାଦରେ ବିରୋଧୀ ଲଗାତାର ବିରୋଧ...

ଦଶହରା ରାଲି: ଉଦ୍ଧବଙ୍କୁ ଶିବାଜୀ ପାର୍କ-ଶିନ୍ଦେଙ୍କୁ ମିଳିପାରେ ବିକେସି ପଡ଼ିଆ…

ମୁମ୍ବାଇ, ୧୯।୯ : ମୁମ୍ବାଇରେ ଶିବସେନାମର ଦଶହରା ରାଲି ପାଇଁ ପରିସ୍ଥିତି ସମ୍ପୂର୍ଣ୍ଣ ରୂପେ ସ୍ପଷ୍ଟ ହୋଇନାହିଁ। କିନ୍ତୁ କୁହାଯାଉଛି ଯେ ଦଳର ମୁଖ୍ୟ ଉଦ୍ଧବ...

Advertisement
Archives

Model This Week