Posted inଜାତୀୟ

୨୧୬ ଫୁଟ ‘ଷ୍ଟାଚ୍ୟୁ ଅଫ ଇକ୍ୱେଲିଟି’କୁ ରାଷ୍ଟ୍ରକୁ ସମର୍ପିତ କରିବେ ମୋଦି

ହାଇଦ୍ରାବାଦ,୫ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସନ୍ଥ ଶ୍ରୀ ରାମାନୁଜାଚାର୍ଯ୍ୟଙ୍କ ସ୍ୱୃତିରେ ହାଇଦ୍ରାବାଦରେ “ଷ୍ଟାଚ୍ୟୁ ଅଫ୍ ଇକ୍ୱେଲିଟି”ର ଲୋକର୍ପଣ କରି ଏହାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରିବେ । ଏହା ବ୍ୟତୀତ ମୋଦି ରାଜ୍ୟର ପାଟନଚେରୁରେ ଅନ୍ତରାଷ୍ଟ୍ରୀୟ ଫସଲ ଅନୁସନ୍ଧାନ ସଂସ୍ଥାନର ଅର୍ଦ୍ଧ-ଶୁଷ୍କ ଉଷ୍ଣ କଟିବନ୍ଧିୟ (ଆଇସିଆରଆଇଏସଟି) ପରିସର ଗସ୍ତ କରି ସଂସ୍ଥାନର ୫୦ ବର୍ଷ ପୂର୍ତ୍ତି ସମାରୋହର ଶୁଭାରମ୍ଭ କରିବେ । ମିଳିଥିବା ସୂଚନା ଅନୁଯାୟୀ, ତେଲେଙ୍ଗାନାର ମୁଖ୍ୟ ସଚିବ ଓ ପୋଲିସ ମହାନିର୍ଦ୍ଦେଶ ମୋଦିଙ୍କ ଗସ୍ତକୁ ନେଇ ହୋଇଥିବା ପ୍ରସ୍ତୁତି ଉପରେ ନଜର ରଖିଛନ୍ତି ।
ସୂଚନଯୋଗ୍ୟ, ‘ଷ୍ଟାଚ୍ୟୁ ଅଫ୍ ଇକ୍ୱେଲିଟି’ ପଞ୍ଚଧାତୁରେ ନିର୍ମାଣ କରାଯାଇଛି । ଏଥିରେ ସୁନା, ରୂପା, ତମ୍ବା, ପିତଳ,ଓ ଦସ୍ତା ବ୍ୟବହାର କରାଯାଇଛି ।ଏହା ବିଶ୍ୱର ସବୁଠାରୁ ଉଚ୍ଚ ଧାତୁ ମୂର୍ତ୍ତି ମଧ୍ୟରେ ଅନ୍ୟତମ ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?