Posted inଜାତୀୟ

ବଲିଭିୟା, ମେକ୍ସିକୋ ପରେ କାଶୀରେ ରୋପ ୱେ ହେବ ପବ୍ଲିକ ଟ୍ରାନ୍ସପୋର୍ଟ,ମୋଦି କରିବେ ଉଦ୍ଦଘାଟନ

ନୂଆଦିଲ୍ଲୀ,୨୪ ।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବନାରସ ଗସ୍ତରେ ଯିବେ । ସେଠାରେ ସେ ପ୍ରାୟ ୧୭୮୦ କୋଟି ଟଙ୍କାର ପ୍ରକଳ୍ପ ଜିଲାବାସୀଙ୍କୁ ହସ୍ତାନ୍ତର କରିବେ । ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଦେଶର ପ୍ରଥମ ସାର୍ବଜନିକ ପରିବହନ ରୋପୱେର ଶିଳାନ୍ୟାଶ କରିବେ । ପ୍ରଧାନମନ୍ତ୍ରୀ ବାରଣାସୀର କ୍ୟାଣ୍ଟ ରେଲ ଷ୍ଟେଶନରେ ଏହାର ଶିଳାନ୍ୟାସ କରିବେ, ଯାହାପାଇଁ ଏବେ ଯୁଦ୍ଧସ୍ତରରେ ପ୍ରସ୍ତୁତି ଚାଲିଛି ।

ରୋପୱେ ହେବା ପରେ କାଶୀ ବିଶ୍ୱନାଥ ଯାଉଥିବା ଶ୍ରଦ୍ଧାଳୁଙ୍କ ଯିବା ଆସିବା ସହଜ ହୋଇଯିବ । ରେଲୱେ ଷ୍ଟେଶନ ପହଞ୍ଚିବା ପରେ ପର୍ଯ୍ୟଟକ ମାତ୍ର କିଛି ସମୟ ମଧ୍ୟରେ ଗୌଦୌଲିୟା ପହଞ୍ଚିଯିବେ ଓ ବାବା ବିଶ୍ୱନାଥଙ୍କ ଦର୍ଶନ କରିବାକୁ ଯାତ୍ରା କରିବେ । ରୋପ ୱେ ଚାଲିବା ଆରମ୍ଭ ହେଲେ ୧ରୁ ଦେଢ ଘଣ୍ଟା ସମୟର ଯାତ୍ରା ମାତ୍ର ୧୬ ମିନିଟରେ ଶେଷ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri