Posted inଜାତୀୟ

୬୩ ବର୍ଷ ମଧ୍ୟରେ ପ୍ରଥମଥର ସାଧାଣତନ୍ତ୍ର ଦିବସ ପରେଡରେ ସାମିଲ ହେବେ ନାହିଁ ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତା

ନୂଆଦିଲ୍ଲୀ,୨୫ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଚଳିତବର୍ଷର ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାଙ୍କ ସହ କଥାହେବେ । ଭିଡିଓ କନଫରେନ୍ସିଂ ଜରିଆରେ ଦିନ ପ୍ରାୟ ୧୨ଟାରେ ଏହି କାର୍ଯ୍ୟକ୍ରମ ସଞ୍ଚାଳନ କରାଯିବ । ତେବେ ଚଳିତ ବର୍ଷ ୬୩ ବର୍ଷ ମଧ୍ୟରେ ପ୍ରଥମଥର ଲାଗି ସାଧାରଣତନ୍ତ୍ର ଦିବସ ପରେଡରେ ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାମାନେ ସାମିଲ ହେବେ ନାହିଁ । ସୂଚନାଯୋଗ୍ୟ, ୧୯୫୭ରୁ ରାଷ୍ଟ୍ରୀୟ ବାଲ୍ ପୁରସ୍କାର ବିଜେତାମାନେ ସାଧାରଣତନ୍ତ୍ର ଦିବସ ପରେଡରେ ଯୋଗ ଦେଇ ଆସୁଥିବା ବେଳେ ଚଳିତ ବର୍ଷ କରୋନା ମହାମାରୀ କାରଣରୁ ଏହାକୁ ବନ୍ଦ କରି ଦିଆଯାଇଛି । ଏଥର ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାମାନଙ୍କ ମଧ୍ୟରେ ରହିଛନ୍ତି ମୋଟ ୩୨ ଜଣ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର ପାଇଁ ଲୋକ ସଭାରେ ଖାତା ଖୋଲିପାରିଲାନି ଲାଲୁଙ୍କ ଦଳ

ପାଟନା, ୨୪।୫: ଲୋକ ସଭା ନିର୍ବାଚନରେ ଏଥର ଖାତା ଖୋଲିପାରି ନାହିଁ ଲାଲୁ ପ୍ରସାଦ ଯାଦବଙ୍କ ନେତୃତ୍ୱଧୀନ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)। ବିହାରରେ ମୋଦି ଲହରରେ...

ବିରୋଧୀଙ୍କ ଭୁଲ୍‌ରୁ ଶିକ୍ଷା ନେଉ ଭାଜପା

ହାଇଦ୍ରାବାଦ,୪ା୭: ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ବଂଶବାଦ ରାଜନୀତିର ଅନ୍ତ ଘଟାଇବା ପାଇଁ ରବିବାର ଭାଜପା ସଂକଳ୍ପ ନେଇଛି। ଦକ୍ଷିଣ ଭାରତର କର୍ନାଟକ ଓ ପୁଡୁଚେରୀରେ ସୀମିତ...

ଭାଜପାର ଜନ ଆଶୀର୍ବାଦ ଯାତ୍ରା ପାଇଁ ୭ ରଥ ପ୍ରସ୍ତୁତ, ୨୨ ଦିନରେ ଅତିକ୍ରମ କରିବ ୧୦ ହଜାର କିଲୋମିଟର

ଭୋପାଳ,୨୫।୮: ଭାରତୀୟ ଜନତା ପାର୍ଟି(ଭାଜପା)ର ଜନ ଆଶୀର୍ବାଦ ଯାତ୍ରା ୨ ସେପ୍ଟେମ୍ବରରୁ ଆରମ୍ଭ ହେବାକୁ ଯାଉଛି। ଆଶୀର୍ବାଦ ଯାତ୍ରା ପାଇଁ ଭାଜପା ୭ ରଥ ପ୍ରସ୍ତୁତ...

ଟିଆର୍‌ଏସ୍‌ ହାତକୁ ପୁଣି ଯାଇପାରେ ହାଇଦ୍ରାବାଦ

ହାଇଦ୍ରାବାଦ, ୫।୧୨(ପି.ଟି.): ଶାସକ ତେଲଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ପୁଣିଥରେ ହାଇଦ୍ରାବାଦ ପୌର ନିଗମ ଅକ୍ତିଆର କରିପାରେ। ୧୫୦ ଆସନ ବିଶିଷ୍ଟ ଗ୍ରେଟର ହାଇଦ୍ରାବାଦ ମ୍ୟୁନିସିପାଲ...

ଅଜିତ ପାଓ୍ବାରଙ୍କ ଏଣ୍ଟ୍ରି ପରେ ମହାରାଷ୍ଟ୍ରରେ ଆରମ୍ଭ ହେଲା ପାଓ୍ବାର ଗେମ

ମୁମ୍ବାଇ,୧୦।୭: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ମଧ୍ୟରେ ଏବେ ପାଓ୍ବାର ପଲିଟିକ୍ସ ଆରମ୍ଭ ହୋଇଯାଇଛି। ଏନସିପିର ଅଜିତ ପାଓ୍ବାର ବି ସରକାରରେ ଯୋଗ ଦେଇ ସାରିଛନ୍ତି ଆଉ...

କେନ୍ଦ୍ର ସରକାର ମମତାଙ୍କ ମଧ୍ୟରେ ବଢୁଛି ଦୂରତା

ନୂଆଦିଲ୍ଲୀ,୧୪ ।୧୨: ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ସୋମବାର ରାଜ୍ୟର ପ୍ରମୁଖ ସଚିବ ଓ...

ଡୋମିନିକାରେ ୮ ଜଣିଆ ଟିମ୍‌

ନୂଆଦିଲ୍ଲୀ,୨ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କୁ ସ୍ବଦେଶକୁ ଆଣିବା ପାଇଁ ବିଭିନ୍ନ ଭାରତୀୟ ସଂସ୍ଥାର ଏକ ୮ ଜଣିଆ ଟିମ୍‌ ଦ୍ୱୀପ ରାଷ୍ଟ୍ର ଡୋମିନିକାରେ...

‘ଜାମିନରେ କଂଗ୍ରେସର ରାଜ ପରିବାର, ଦେଉଛନ୍ତି ଉପଦେଶ’, କର୍ନାଟକରେ ମୋଦିଙ୍କ ହୁଙ୍କାର

ବେଙ୍ଗାଲୁରୁ,୩୦।୪: କର୍ନାଟକରେ ପାଖେଇ ଆସୁଥିବା ବିଧାନସଭା ନିର୍ବାଚନକୁ ନେଇ ସବୁ ରାଜନୈତିକ ଦଳ ପ୍ରଚାର କାର୍ଯ୍ୟରେ ଲାଗି ପଡିଛନ୍ତି। ଭାରତୀୟ ଜନତା ପାର୍ଟି(ଭାଜପା)ବି ଏଥିରେ ପଛରେ...

Advertisement
Archives

Model This Week