Posted inଜାତୀୟ

୯ କୋଟି କୃଷକଙ୍କ ବ୍ୟାଙ୍କ ଖାତାକୁ ମୋଦି ସରକାର ପଠାଇବେ ୧୮ ହଜାର କୋଟି ଟଙ୍କା

ନୂଆଦିଲ୍ଲୀ,୨୫ ।୧୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ) ଯୋଜନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପାଖାପାଖି ୯କୋଟି କୃଷକଙ୍କ ବ୍ୟାଙ୍କ ଖାତାକୁ ୧୮ ହଜାର କୋଟି ଟଙ୍କା ପଠାଇବାର କାର୍ଯ୍ୟକ୍ରମ ରହିଛି । ଭାରତୀୟ ଜନତା ପାର୍ଟି(ଭାଜପା) ଏହାକୁ ଉତ୍ସବ ଭାବେ ପାଳନ କରିବାକୁ ପ୍ରସ୍ତୁତ ହାଇଛି । ଏଥିପାଇଁ ଆୟୋଜିତ କାର୍ଯ୍ୟକ୍ରମରେ ୧ କୋଟି କୃଷକଙ୍କୁ ସାମିଲ କରିବାକୁ ଯୋଜନା କରାଯାଇଛି । ଭିଡିଓ କନଫରେନ୍‌ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପାଖାପାଖି ୬ଟି ରାଜ୍ୟର କୃଷକଙ୍କ ସହ କଥା ହେବେ ମୋଦି ଓ ସରକାରଙ୍କ ତରଫରୁ କୃଷକଙ୍କ ପାଇଁ ଥିବା ସୁବିଧା କଥା ଆଲୋଚନା କରିବେ । ଏହି ସମୟରେ କେନ୍ଦ୍ରମନ୍ତ୍ରୀ, ଏମ୍‌ପ, ବିଧାୟକ ଓ ସମସ୍ତ ନିର୍ବାଚିତ ଜନପ୍ରତିନିଧି ଦଳ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ କୃଷଙ୍କୁ ତଥ୍ୟ ପ୍ରଦାନ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?