Advertisement
Posted inଜାତୀୟ

ଗୁଜରାଟ ବିଧାନସଭା ପାଇଁ ଆଜିଠାରୁ ମୋଦିଙ୍କ ମାରାଥନ ରାଲି, ପ୍ରାୟ ୨୫ ଜନସଭାକୁ କରିବେ ସମ୍ବୋଧନ

ନୂଆଦିଲ୍ଲୀ,୧୯ ।୧୧: ଗୁଜରାଟ ବିଧାନସଭା ନିର୍ବାଚନକୁ ନେଇ ପ୍ରାୟ ସମସ୍ତ ରାଜନୈତିକ ଦଳ ଯୋର ସୋରରେ ସେମାନଙ୍କ ପ୍ରଚାର ଅଭିଯାନ ଆରମ୍ଭ କରି ସାରିଛନ୍ତି । ଏହି କ୍ରମରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟରେ ନିର୍ବାଚନ ପ୍ରଚର ପାଇଁ ବାହାରିଛନ୍ତି ।
ଗୁଜରାଟ ନିର୍ବାଚନକୁ ନେଇ ପ୍ରଧାନମନ୍ତ୍ରୀ ରାଜ୍ୟରେ ପ୍ରାୟ ୨୫ଟି ରାଲିରେ ଯୋଗ ଦେବେ । ମୋଦିଙ୍କ ରାଲିକୁ ନେଇ ବଡ ଧରଣର ପ୍ରସ୍ତୁତି ଚାଲିଛି । ମୋଦି ୨୦ ନଭେମ୍ବରରେ ସୌରାଷ୍ଟ୍ର ଗସ୍ତ କରିବେ ସେଠାରେ ସେ ବେରାୱଲ, ଧୋରାଜି, ଅମରେଲି ଓ ବୋଟାଡ ଗସ୍ତ କରିବେ । ଏସବୁ ସ୍ଥାନରେ ପ୍ରଧାନମନ୍ତ୍ରୀ ଜନସଭାକୁ ସମ୍ବୋଧନ କରିବେ ।
ଶନିବାର ମୋଦି ଗୁଜରାଟ ଗସ୍ତ କରୁଥିବା ବେଳେ ତାଙ୍କୁ ସ୍ୱାଗତ କରିବା ଲାଗି ବଲସାଡ ଜିଲା ଭାରତୀୟ ଜନତା ପାର୍ଟି(ଭାଜପା) ର କର୍ମୀମାନେ ଓ ସଙ୍ଗଠନ ସ୍ୱତନ୍ତ୍ର ପ୍ରସ୍ତୁତି କରିଛି । ବଲସାଡର ପାରଡି ବିଧାନସଭା ଆସନରୁ ଭାଜପା ପ୍ରାର୍ଥି କନୁ ଦେଶାଇ ଶନିବାର ହେଉଥିବା ରୋଡ ଶୋ’ର ରୁଟ୍ ନିରିକ୍ଷଣ କରିଛନ୍ତି । ଏପଟେ ମୋଦିଙ୍କ ରୋଡ ଶୋ’କୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା ବି କଡା କଡି କରାଯାଇଛି । ସୁରକ୍ଷାକୁ ଦୃଷ୍ଟିରେ ରଖି ୯ ଏସପି, ୧୭ ଡିଏସପି, ୪୦ ପିଆଇଓ, ୯୦ ପିଏସଆଇ ସମେତ ୧୫୦୦ପୋଲିସ ନିଯୁକ୍ତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ସୋନିଆଙ୍କ ଚିଠି

ନୂଆଦିଲ୍ଲୀ,୧୬।୬: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ପତ୍ର ଲେଖିଛନ୍ତି। ପେଟ୍ରୋଲ ଓ ଡିଜେଲ ଦର ଲଗାତାର ଭାବେ...

ନୀତୀଶ କୁମାରଙ୍କୁ ବିଦେଶୀ ମହିଳାଙ୍କ ସହ ତୁଳନା କଲେ କୈଳାଶ ବିଜୟବର୍ଗିୟ

ଇନ୍ଦୋର,୧୯।୮: ଭାଜପା ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ କୈଳାଶ ବିଜୟବର୍ଗିୟ ବିଦେଶରୁ ଭାରତ ଫେରିଛନ୍ତି। ସେ ଇନ୍ଦୋର ବିମାନ ବନ୍ଦରରେ ପହଞ୍ଚିବା ମାତ୍ରେ ସମର୍ଥକମାନେ ତାଙ୍କୁ ସ୍ବାଗତ...

ସାଇକେଲ -ହାତୀ ଗଲେ ପଛରେ ପଡ଼ି; ପଦ୍ମ ଆସିଲା ଉଡ଼ି ଉଡି

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ଉତ୍ତରପ୍ରଦେଶରେ ଭଲ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ କୂଟନୀତି...

ପୁଣି ସହାୟତାର ହାତ ବଢାଇଲେ ସୁଷମା

ନୂଆଦିଲ୍ଲୀ,୨୭।୪: ସୁଦୂର କାନାଡାରେ ଜଣେ ଯୁବ ଇଞ୍ଜିନିୟର ଓ ତାଙ୍କ ପୁଅ ସୁଇମିଂ ପୁଲରେ ବୁଡି ଯିବାରୁ ସେମାନଙ୍କର ମୃତ୍ୟୁ ହୋଇଥିବା ଜାଣିବାକୁ ପାଇଥିଲେ ବୈଦେଶିକ...

ବିଶ୍ୱ ସାଇକେଲ ଦିବସ: ସାରା ଦେଶରେ ବାହାରିବ ୭୫ ରାଲି

ନୂଆଦିଲ୍ଲୀ,୩ ।୬: ସ୍ୱାଧିନତାର ଅମୃତ ମହୋତ୍ସବ ଅବସରରେ ବିଶ୍ୱ ସାଇକେଲ ଦିବସରେ ଶୁକ୍ରବାର ସାରା ଦେଶରେ ୭୫ ସ୍ଥାନରେ ସାଇକେଲ ରାଲି ବାହାରିବ ବୋଲି ଜଣାପଡିଛି...

ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଶହେ ଲକ୍ଷ କୋଟି ହେବ ବିନିଯୋଗ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶର ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଶହେ ଲକ୍ଷ କୋଟି ଟଙ୍କା ବିନିଯୋଗ ହେବ। ୭୩ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଉପରାଜ୍ୟପାଳ-ମୁଖ୍ୟମନ୍ତ୍ରୀ ପୁଣି ମୁହାଁମୁହିଁ, ଫେରାଇଲେ ୪୭ ଫାଇଲ…

ନୂଆଦିଲ୍ଲୀ, ୨୭।୮ : ଦିଲ୍ଲୀର ଊପରାଜ୍ୟପାଳ ବିନୟ କୁମାର ସାକ୍ସେନା ଏବଂ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। ଉପରାଜ୍ୟପାଳ ସରକାରଙ୍କର ୪୭...

ବିହାର ବିଧାନସଭା ନିର୍ବାଚନ ଫଳାଫଳ: କରୋନା ପାଇଁ ବଢିଛି ଇଭିଏମ୍ ସଂଖ୍ୟା, ବିଳମ୍ବରେ ଆସିବ ଚୁଡାନ୍ତ ଫଳାଫଳ

ପାଟନା,୧୦ ।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ଉପରେ ସାରା ଦେଶର ନଜର ଥିବା ବେଳେ ଏନ୍‌ଡିଏ ବିଜୟୀ ହେବ ବୋଲି ଅନୁମାନ ଲଗାଯାଇଛି ।...

Advertisement
Archives

Model This Week