ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଏନ୍ଥନି ଅଲବନିଜଙ୍କ ସହ ଟେଷ୍ଟ ମ୍ୟାଚ ଦେଖିବେ ମୋଦି: ସୁରକ୍ଷା ବ୍ୟବସ୍ଥା କଡାକଡି

ନୂଆଦିଲ୍ଲୀ,୯ ।୩: ଅହମଦାବାଦର ମୋଟେରା ଷ୍ଟାଡିୟମରେ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ମ୍ୟାଚର ଆୟୋଜନ ହେବାକୁ ଯାଉଛି । ଏହାର ବିଶେଷତ୍ୱ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଅଷ୍ଟ୍ରେଲିଆ ସମକକ୍ଷ ପ୍ରଧାନମନ୍ତ୍ରୀ ଏନ୍ଥନି ଅଲବନିଜଙ୍କ ସହ କ୍ରିକେଟ ଦେଖିବେ । ସେ ପୁରା ଦେଢ ଘଣ୍ଟା ପର୍ଯ୍ୟନ୍ତ ଷ୍ଟାଡିୟମରେ ରହିବେ ଓ ଖେଳାଳିଙ୍କ ସହ ସାକ୍ଷାତ୍ କରିବେ । ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ମିଳିଥିବା ସୂଚନା ଅନୁଯାୟୀ, ମୋଦି ତାଙ୍କ କାର୍ଯ୍ୟକ୍ରମ ଅନୁଯାୟୀ. ସାଢେ ୮ଟାରେ ସେ ତାଙ୍କର ଅଷ୍ଟ୍ରେଲିଆ ସମକକ୍ଷଙ୍କ ସହ ଷ୍ଟାଡିୟମରେ ପହଞ୍ଚିବେ । ମୋଦି ଓ ଅଲବାନିଜଙ୍କ ଗସ୍ତ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଥିବା ବନ୍ଧୁତାର ୭୫ ବର୍ଷ ପୂରଣର ଅବସର ।
ମୋଦି ଓ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ଷ୍ଟାଡିୟମର ସୁରକ୍ଷା ଦାୟିତ୍ୱ ଏସପିଜି ନିଜ ହାତକୁ ନେଇଛି । ଷ୍ଟାଡିୟମରେ ଏହି ସମୟରେ ୧ ଲକ୍ଷ ଦର୍ଶକ ଉପସ୍ଥିତ ରହି ପାରନ୍ତି ବୋଲି ଅନୁମାନ କରାଯାଉଛି । ଏହା ବି ଭାରତ ପାଇଁ ଏକ ରେକର୍ଡ ହେବ । କାରଣ ଏହା ପୂର୍ବରୁ ସବୁଠାରୁ ଅଧିକ ଦର୍ଶକ ଇର୍ଡନ ଗାର୍ଡନ ଷ୍ଟାଡିୟମରେ ଖ୍ରୀଷ୍ଟମାସ ଟେଷ୍ଟ ମ୍ୟାଚ ସମୟରେ ପ୍ରାୟ ୯୦ ହଜାର ଦର୍ଶକ ଉପସ୍ଥିତ ଥିଲେ । ପରେ ଏହାର ଦର୍ଶକଙ୍କ କ୍ଷମତାହୁ କମାଇ ଦେଇ ୬୭୦୦୦ କରି ଦିଆଯାଇଥିଲା ।
ମୋଦି ଓ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆସୁଥିବା ଷ୍ଟାଡିୟମରେ ୨୦୦ ଓ ୩୦୫ ଟଙ୍କାର ୭୫ ହଜାର ଟିକେଟ ବିକ୍ରି ସରିଛି । ଷ୍ଟାଡିୟମ ବାହାରେ ଉଭୟ ପ୍ରଧାନମନ୍ତ୍ରୀଙ୍କ ଫଟୋ ଥିବା ହୋର୍ଡିଙ୍ଗ ଲାଗିଛି । ସାଇଟସ୍କ୍ରିନ ସାମ୍ନାରେ ଏକ ଛୋଟ ମଞ୍ଚ କରାଯାଇଛି ଯେଉଁଠାରେ ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଏକ ଛୋଟ କାର୍ଯ୍ୟକ୍ରମ ହେବ, କାର୍ଯ୍ୟକ୍ରମ ଶେଷ ହେବା ପରେ ଏହାକୁ ହଟାଇ ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri