ବିରାଟ-ଅନୁଷ୍କାଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଏମିତି

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୧୭ରେ ନିଜର ୭୦ତମ ଜନ୍ମଦିନ ପାଳନ କରିଥିଲେ। ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ ମିଡିଆରେ ଅଭିନନ୍ଦନ ମଧ୍ୟରେ ଜଣାଇଥିଲେ। ଏହି କ୍ରମରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ମଧ୍ୟ ଟୁଇରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ବିରାଟ କୋହଲି ଲେଖିଥିଲେ,ଯେ ଆମ ସମ୍ମାନିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା। ଏହାର ଉତ୍ତରରେ ପିଏମ ମୋଦି ଲେଖିଛନ୍ତି, ବିରାଟଙ୍କୁ ଧନ୍ୟବାଦ। ମୁଁ ତୁମକୁ ଏବଂ ଅନୁଷ୍କାଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଉଛି। ମୁଁ ନିଶ୍ଚିତ ଯେ ତୁମେ ଦୁହେଁ ଭଲ ମାତାପିତା ହେବ। ସୂଚନାଯୋଗ୍ୟ, ବିରାଟ ଏବେ ଆଇପିଏଲ୍‌ ଖେଳିବା ପାଇଁ ୟୁଏଇ ଯାଇଛନ୍ତି। ଅନୁଷ୍କା ମଧ୍ୟ ତାଙ୍କ ସହ ଅଛନ୍ତି। ଗତ ଅଗଷ୍ଟ ମାସରେ ବିରାଟ ପିତା ହେବା ନେଇ ସୋସିଆଲ ମିଡିଆରେ ଘୋଷଣା କରିଥିଲେ। ୨୦୨୧ ଜାନୁୟାରୀରେ ବିରୁଷ୍କାଙ୍କ ପ୍ରଥମ ସନ୍ତାନ ଜନ୍ମନେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା

ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା! ବୁମରାଙ୍କ ବଲରେ ଇଶାନ….ସେପଟେ ମେଡିକାଲରେ ଅଭିଷେକ

ନୂଆଦିଲ୍ଲୀ,୧୧।୨:  ଟିମ୍ ଇଣ୍ଡିଆର ସମସ୍ୟା ସମାଧାନର ନାଁ ଧରୁନାହିଁ । ୨୦୨୬ ଟି-୨୦ ବିଶ୍ୱକପରେ ଲଗାତାର ଦ୍ୱିତୀୟ ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ଏହାର ଖେଳାଳିଙ୍କ…

ଟି-୨୦ ବିଶ୍ୱକପ୍: ନେଟ୍ସରେ ସଞ୍ଜୁ ସାମସନଙ୍କ ନିରବ ସଂଘର୍ଷ, ଅଭିଷେକଙ୍କ ଅସୁସ୍ଥତା ବଢ଼ାଇଲା ଚିନ୍ତା

ନୂଆଦିଲ୍ଲୀ,୧୧।୨: ନାମିବିଆ ବିପକ୍ଷ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳର ଅଭ୍ୟାସ ସେସନରେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳିଛି। ଗୋଟିଏ ପଟେ ଦଳର ବାକି ସଦସ୍ୟମାନେ ହସଖୁସି…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

ଜୀବନର ଶେଷ ଦୌଡ଼… ପୋଲିସ ନିଯୁକ୍ତି ପାଇଁ ଦୌଡୃୁଥିଲେ ପ୍ରାର୍ଥୀ, ତଳେ ପଡ଼ି ଚାଲିଗଲା ଜୀବନ

ମୁମ୍ବାଇ,୧୧।୨: ମହାରାଷ୍ଟ୍ରର ବିଡ ଜିଲ୍ଲାରେ ପୋଲିସ ନିଯୁକ୍ତି ପ୍ରକ୍ରିୟା ସମୟରେ ଏକ ଦୁଃଖଦ ଘଟଣା ଘଟିଛି । ଶାରୀରିକ ପରୀକ୍ଷା ପାଇଁ ଏକ ଦୌଡ଼ରେ ଅଂଶଗ୍ରହଣ କରୁଥିବା…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri