ବିରାଟ-ଅନୁଷ୍କାଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଏମିତି

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୧୭ରେ ନିଜର ୭୦ତମ ଜନ୍ମଦିନ ପାଳନ କରିଥିଲେ। ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ ମିଡିଆରେ ଅଭିନନ୍ଦନ ମଧ୍ୟରେ ଜଣାଇଥିଲେ। ଏହି କ୍ରମରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ମଧ୍ୟ ଟୁଇରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ବିରାଟ କୋହଲି ଲେଖିଥିଲେ,ଯେ ଆମ ସମ୍ମାନିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା। ଏହାର ଉତ୍ତରରେ ପିଏମ ମୋଦି ଲେଖିଛନ୍ତି, ବିରାଟଙ୍କୁ ଧନ୍ୟବାଦ। ମୁଁ ତୁମକୁ ଏବଂ ଅନୁଷ୍କାଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଉଛି। ମୁଁ ନିଶ୍ଚିତ ଯେ ତୁମେ ଦୁହେଁ ଭଲ ମାତାପିତା ହେବ। ସୂଚନାଯୋଗ୍ୟ, ବିରାଟ ଏବେ ଆଇପିଏଲ୍‌ ଖେଳିବା ପାଇଁ ୟୁଏଇ ଯାଇଛନ୍ତି। ଅନୁଷ୍କା ମଧ୍ୟ ତାଙ୍କ ସହ ଅଛନ୍ତି। ଗତ ଅଗଷ୍ଟ ମାସରେ ବିରାଟ ପିତା ହେବା ନେଇ ସୋସିଆଲ ମିଡିଆରେ ଘୋଷଣା କରିଥିଲେ। ୨୦୨୧ ଜାନୁୟାରୀରେ ବିରୁଷ୍କାଙ୍କ ପ୍ରଥମ ସନ୍ତାନ ଜନ୍ମନେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଦଳ ପାଇଁ ମୁଣ୍ଡବିନ୍ଧା ସାଜିପାରନ୍ତି ୧୪୦ କିଲୋ କ୍ରିକେଟର୍‌

ପୋର୍ଟ-ଅଫ୍‌-ସ୍ପେନ୍‌,୧୨।୮:ଭାରତୀୟ କ୍ରିକେଟ ଦଳ ଏବେ ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତରେ ଯାଇଛି। ଟି-୨୦ ସିରିଜ୍‌ ହାତେଇବା ପରେ ଏବେ ଏକଦିବସୀୟ ସିରିଜ୍‌ ଖେଳୁଛି। ଏହାପରେ ଆରମ୍ଭ ହେବ ଟେଷ୍ଟ...

ବିଦେଶ ଲିଗ୍‌ରେ ଖେଳିପାରନ୍ତି ପ୍ରାକ୍ତନ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୧୭ା୫: କାରବିୟାନ ପ୍ରିମିୟର ଲିଗ୍‌ (ସିପିଏଲ) ଖେଳାଳିଙ୍କ ନିଲାମ ପ୍ରକ୍ରିୟାରେ ସ୍ଥାନ ପାଇଛନ୍ତି ଭାରତୀୟ ଅଲରାଉଣ୍ଡର ଇର୍ଫାନ ପଠାନ। ସିପିଏଲର ଆଗାମୀ ସଂସ୍କରଣ ଲାଗି ଚଳିତ...

ସଇନିଙ୍କ ଯୋଗୁ ଭାରତୀୟ ଟିମ୍‌ରେ ନୂଆ ସମସ୍ୟା! ବାଧ୍ୟ ହୋଇ ନେଟ୍‌ ବୋଲର୍‌ଙ୍କୁ…

କଲମ୍ବୋ,୨୯।୭: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି-୨୦ରେ ପରାଜିତ ହୋଇଛି ଭାରତ। ଭାରତୀୟ ଦଳ ଏହି ମ୍ୟାଚ୍‌କୁ ଶେଷ ପର୍ଯ୍ୟନ୍ତ ନେବାରେ ସଫଳ ହୋଇଥିଲେ ହେଁ ହାର୍‌କୁ...

କେବଳ ବନ୍ଧୁତା

କ’ଣ କରିବେ ଦିଶା ପଟାନି-ଏଣୁ ମାରିଲେ ଗୋ ହତ୍ୟା ତେଣୁ ମାରିଲେ ବ୍ରହ୍ମ ହତ୍ୟା। ଅର୍ଥାତ୍‌ ସେ ଦୋଛକିରେ ପଡିଯାଇଛନ୍ତି। ଟାଇଗର ଶ୍ରଫଙ୍କ ସହ ତାଙ୍କ...

ସଲମାନ, କ୍ୟାଟ୍ରିନାଙ୍କ ବିବାହ ଭିଡିଓ ଭାଇରାଲ

ବଲିଉଡ ଭାଇଜାନ୍‌ ସଲମାନ ଖାନ୍‌ ଏବଂ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ଙ୍କ ବିବାହ ଭିଡିଓ ଭାଇରାଲ ହୋଇଛି। କିନ୍ତୁ ଏହି ଭିଡିଓଟି ରିୟଲ୍‌ ନୁହେଁ ରିଲ୍‌ ବୋଲି...

ପ୍ରଭାବଶାଳୀ ମହିଳା ଭୂମିକାରେ ନଜର ଆସିବେ ସୁସ୍ମିତା

ପ୍ରଥମଥର ପାଇଁ ଡିଜିଟାଲ ପ୍ଲାଟଫର୍ମକୁ ଓହ୍ଲାଇଛନ୍ତି ଅଭିନେତ୍ରୀ ସୁସ୍ମିତା ସେନ। ତାଙ୍କ ଅଭିନୀତ ୱେବ ସିରିଜ ‘ଆର୍ଯ୍ୟ’ର ଟ୍ରେଲର ରିଲିଜ ହୋଇଯାଇଛି। ଏଥିରେ ସେ ଜଣେ...

ରିଚାଙ୍କ ହାତରେ ଲାଗିଲା ଅଲିଙ୍କ ନାଁରେ ମେହେନ୍ଦୀ

ମୁମ୍ବାଇ: ଅଭିନେତ୍ରୀ ରିଚା ଚଢା-ଅଲି ଫାଜଲ ଆଉ ଦିନ କେଇଟା ପରେ ବିବାହ ବନ୍ଧନରେ ବାନ୍ଧି ହେବେ। ଏଥିପାଇଁ ବିବାହର ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।...

ସାନିଆଙ୍କୁ ଫେଡ୍‌ କପ୍‌ ହାର୍ଟ ଆଓ୍ବାର୍ଡ

ନୂଆଦିଲ୍ଲୀ, ୧୨ା୫ (ପି.ଟି.)-ଷ୍ଟାର ଟେନିସ ଖେଳାଳି ସାନିଆ ମିର୍ଜା ପ୍ରଥମ ଭାରତୀୟ ଭାବେ ଫେଡ୍‌ କପ୍‌ ହାର୍ଟ ଆଓ୍ବାର୍ଡ ଜିତିଛନ୍ତି। ମାତୃତ୍ୱ ଲାଭ ପରେ ଟେନିସ...

Advertisement
Archives

Model This Week