Posted inଜାତୀୟ

ସୋନିଆ ଗାନ୍ଧୀଙ୍କ ଆଶୁ ଆରୋଗ୍ୟ କାମନା କଲେ ମୋଦି

ନୂଆଦିଲ୍ଲୀ,୨।୬: କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ କଂଗ୍ରେସ ପ୍ରବକ୍ତା ରଣଦୀପ ସୁର୍ଜଓ୍ବେଲା ଗୁରୁବାର ସୂଚନା ଦେଇଛନ୍ତି। ତେବେ ସୋନିଆଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଟୁଇଟ୍‌ କରି ଲେଖିଛନ୍ତି ଯେ, ‘ସୋନିଆ ଗାନ୍ଧୀ  ଶୀଘ୍ର କରୋନାରୁ ସୁସ୍ଥ ହୋଇ ଯାଆନ୍ତୁ।’
ସୋନିଆଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସେ ଆଇସୋଲେଶନରେ ରହି ଚିକିତ୍ସିତ ହେଉଛନ୍ତି। ବୁଧବାର ସନ୍ଧ୍ୟାରେ ସୋନିଆଙ୍କୁ ସାମାନ୍ୟ ଜ୍ୱର ହୋଇଥିଲା। ଏହା ପରେ ସେ କରୋନା ଟେଷ୍ଟ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଘଟଣା: କଂଗ୍ରେସ ନେତା ଗିରଫ

ଭୋପାଳ,୧୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇଥିବା ମଧ୍ୟପ୍ରଦେଶର ପୂର୍ବତନ ମନ୍ତ୍ରୀ ରାଜା ପଟେରିଆଙ୍କୁ ପାନ୍ନା ପୋଲିସ ଗିରଫ କରିଛି। ମଙ୍ଗଳବାର ସକାଳେ...

କରୋନାଭାଇରସରେ ଆକ୍ରାନ୍ତ ହୋଇଥିବା ଭାରତର ପ୍ରଥମ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର

ତିରୁଭାନନ୍ଥପୁରମ୍‌,୧୦।୨: କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ଭାରତର ପ୍ରଥମ ମହିଳାଙ୍କ ସ୍ଥିତି ଏବେ ସୁଧୁରିବାରେ ଲାଗିଛି। ସେ ଏବେ ରୋଗମୁକ୍ତ ହେଉଥିବା ଜଣାପଡ଼ିଛି। ନିକଟରେ କେରଳସ୍ଥିତ...

ଲାର୍ଭୋଭଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ, ୧।୪: ଭାରତ ଗସ୍ତରେ ଆସିଥିବା ରୁଷିଆର ବହିର୍ବ୍ୟାପାର ମନ୍ତ୍ରୀ ସେରଗି ଲାଭ୍ରୋଭଙ୍କୁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭେଟିଛନ୍ତି। ଉଭୟ ନେତା ପ୍ରାୟ ୪୦...

ବାରମୁଳାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧୭।୭: ଜମ୍ମୁ-କଶ୍ମୀର ବାରମୁଳା ଜିଲାରେ ବୁଧବାର ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ସୋପୋରେ ଅଞ୍ଚଳର ଗୁଣ୍ଡ ବ୍ରଥ ଗାଁର ମୀର୍‌ ମହଲାଠାରେ କିଛି ଆତଙ୍କବାଦୀ ଲୁଚିଥିବା...

କାର୍ଯ୍ୟସ୍ଥଳରେ ମହିଳା କର୍ମଚାରୀଙ୍କୁ ନିର୍ଯାତନା ମାମଲାର ମିଡ଼ିଆ ରିପୋର୍ଟିଂକୁ ମନା ଦ୍ୱାରା ପୀଡ଼ିତାଙ୍କ ପ୍ରତି ହେବ ଅନ୍ୟାୟ…

ନୂଆଦିଲ୍ଳୀ, ୬।୧ : ମହିଳା କର୍ମଚାରୀଙ୍କୁ କାର୍ଯ୍ୟସ୍ଥଳରେ ନିର୍ଯାତନା ଦିଆଯାଉଥିବା ମାମଲାର ମିଡ଼ିଆ ରିପୋର୍ଟିଂ ଉପରେ ବମ୍ବେ ହାଇକୋର୍ଟ କଟକଣା ଜାରି କରିଥିଲେ। ଏହା ଦ୍ୱାରା...

ସାଇକେଲ ସଜଡା ବିଳମ୍ବ ହେବାରୁ ପୋଲିସକୁ ପତ୍ର ଲେଖିଲେ ୧୦ ବର୍ଷର ବାଳକ

ଥିରୁଭାନନ୍ତପୁରମ,୩୦।୧୧: କେରଳର ୧୦ ବର୍ଷର ଜଣେ ବାଳକ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। କୋଜିକୋଡେର ୫ମ ଶ୍ରେଣୀର ଛାତ୍ର ଅବିନ ନିଜର ଓ ତାଙ୍କ...

ଟୁରିଷ୍ଟ ବସ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୫ ଜୀବନ

ଅମ୍ବାଲା,୨୭।୧୨: ହରିୟାଣାର ଅମ୍ବାଲା-ଦିଲ୍ଲୀ ରାଜପଥରେ ଥିବା ହେଲିଙ୍ଗ ଟଚ ହସ୍ପିଟାଲ ନିକଟରେ ସୋମବାର ସକାଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ସକାଳ ପ୍ରାୟ ୩ ଟା...

ସହରରୁ ଗାଁ କରୋନା କାୟା

ନୂଆଦିଲ୍ଲୀ,୧୫ା୫: ଗ୍ରାମାଞ୍ଚଳର ଲୋକେ ଅସୁସ୍ଥ ହେଲେ ଉନ୍ନତ ସ୍ବାସ୍ଥ୍ୟସେବା ଆଶାରେ ସହରକୁ ଚିକିତ୍ସା ପାଇଁ ଯାଇଥାଆନ୍ତି। କିନ୍ତୁ ବଡ଼ ବଡ଼ ସହରରେ ମହାମାରୀର ଦ୍ୱିତୀୟ ଲହର...

Advertisement
Archives

Model This Week