‘ଗ୍ରାଣ୍ଡ କ୍ରସ ଅଫ ଅର୍ଡର ଅଫ ଅନର’ରେ ସମ୍ମାନିତ ହେଲେ ମୋଦି, ସମ୍ମାନିତ କଲେ ଗ୍ରୀସ ରାଷ୍ଟ୍ରପତି

ଏଥେନ୍ସ,୨୫।୮: ବ୍ରିକ୍ସ ଶିଖର ସମ୍ମିଳନୀ ପରେ ପ୍ରଧାନମନ୍ତ୍ରୀ ମୋଦି ନିଜର ଦିନିକିଆ ଗସ୍ତରେ ଗ୍ରୀସରେ ପହଞ୍ଚିଛନ୍ତି। ମୋଦିଙ୍କୁ ଏଥେନ୍ସ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗ୍ରୀକ ବୈଦେଶିକ ମନ୍ତ୍ରୀ ଜର୍ଜ ଜେରାପାଟେରାଇଟିସ ପାଛୋଟି ନେଇଥିଲେ। ଏହା ପରେ ଗ୍ରୀସର ଭାରତୀୟ ବଂଶୋଦ୍ଭବ ତାଙ୍କୁ ସ୍ବାଗତ କରିଥିଲେ।

ଗ୍ରୀସ ରାଷ୍ଟ୍ରପତି କାଟରିନା ଏନ ସାକେଲାରୋପୁଲ ୁମୋଦିଙ୍କୁ ‘ଗ୍ରାଣ୍ଡ କ୍ରସ ଅଫ ଅର୍ଡର ଅଫ ଅନର’ରେ ସମ୍ମାନିତ କରିଥିଲେ। ଏହି ଅବସରରେ ପିଏମ ମୋଦି ତାଙ୍କ ଅଫିସିଆଲ ଏକ୍ସ (ପୂର୍ବ ଟ୍ବିଟର) ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି। ସେ କହିଛନ୍ତି, ମୋତେ ‘ଗ୍ରାଣ୍ଡ କ୍ରସ ଅଫ ଅର୍ଡର ଅଫ ଅନର’ରେ ସମ୍ମାନିତ କରିଥିବାରୁ ମୁଁ ରାଷ୍ଟ୍ରପତି କ୍ୟାଟେରିନା ସାକେଲାରୋପୁଲୁ, ଗ୍ରୀସ ସରକାର ଓ ଗ୍ରୀସର ଜନସାଧରଣଙ୍କୁ ଧନ୍ୟବାଦ ଜଣାଉଛି। ମୋତେ ଏଥିରେ ସମ୍ମାନିତ କରି ଗ୍ରୀସ ଲୋକମାନେ ଭାରତକୁ ସମ୍ମାନ ପ୍ରଦର୍ଶନ କରିଛନ୍ତି”।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା କୋଇଲା ବୋଝେଇ ଟ୍ରକ୍‌, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍‌

ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍‌ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର…

ସରକାରୀ କାର୍ଯ୍ୟକ୍ରମରେ ତାମିଲ ସଙ୍ଗୀତ ଗାନ ବାଧ୍ୟତାମୂଳକ; ତାମିଲନାଡୁ ବିଧାନସଭାରେ ପ୍ରସ୍ତାବ ଉପସ୍ଥାପିତ; ସମର୍ଥନ କଲେ DMK-AIADMK

ଚେନ୍ନାଇ,୧୦।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ଏହି ପ୍ରସ୍ତାବ ଅନୁଯାୟୀ, ରାଜ୍ୟ ସାରା ସରକାରୀ କାର୍ଯ୍ୟ ଆରମ୍ଭରେ…

ଅଧିକ ସମୟ ଭିଡିଓଗେମ୍‌ ଖେଳୁଥିଲେ…

ଭିଡିଓ ଗେମ୍‌ ଖେଳିବା ଆଜିକାଲି ଯୁବପିଢ଼ିଙ୍କର ଏକ ଅଭ୍ୟାସରେ ପରିଣତ ହୋଇଯାଇଛି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ। କିନ୍ତୁ…

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସକୁ ନେଇ ଏମିତି ବୟାନ ଦେଲେ ବ୍ରେଟ ଲି, ସଭିଏଁ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୮: ଯୁବ ଭାରତୀୟ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କମ ବୟସରେ ତାଙ୍କ ଖେଳ ଦ୍ୱାରା କ୍ରିକେଟ ଜଗତର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏବେ, ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ…

ଅନ୍ୟ ଗ୍ରହରେ ବସତି ସମସ୍ୟା

ପ୍ରଥମେ ସୌର ଗ୍ରହମାନଙ୍କ ତଥ୍ୟାବଳୀ ସମ୍ପର୍କରେ ଜ୍ଞାତ ହେବା ପ୍ରାସଙ୍ଗିକ ହେବ। ଗ୍ରହଗୁଡିକରେ ବସତି ସ୍ଥାପନ ନେଇ ଅନେକ ଆଲୋଚନା ଚାଲିଛି। ତେବେ ଏ ବିଷୟରେ କେତେକ…

ଗାଜା ଶାନ୍ତି ଯୋଜନାକୁ ଇସ୍ରାଏଲ୍‌ର ପ୍ରତ୍ୟାଖ୍ୟାନ

ଜେରୁଜେଲମ୍‌, ୧୦ା୮: ଗାଜା କିମ୍ବା ଓ୍ବେଷ୍ଟ ବ୍ୟାଙ୍କରେ ପାଲେଷ୍ଟାଇନ୍‌ ରାଷ୍ଟ୍ର ଗଠନ ହୋଇପାରିବ ନାହଁି ବୋଲି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିବା ସହ ୧୫-ସୂତ୍ରୀ ଗାଜା…

ମୋଜତାବାଙ୍କ ଭିଡିଓ ଜାରି କଲା ଇରାନ

ତେହରାନ୍‌, ୧୦ା୮: ଇରାନ ସୁପ୍ରିମ ଲିଡର ମୋଜତାବା ଖାମେନେଇଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ଇସ୍ରାଏଲ୍‌ ଗଣମାଧ୍ୟମରେ ଖବର ପ୍ରକାଶ…

ବିଶ୍ୱ ସିଂହ ଦିବସ: ସୁରକ୍ଷା ପାଇଁ ସଚେତନତା ଜରୁରୀ

ପ୍ରତିବର୍ଷ ଅଗଷ୍ଟ ୧୦ରେ ପାଳନ କରାଯାଇଆସୁଛି ‘ବିଶ୍ୱ ସିଂହ ଦିବସ’। ଜଙ୍ଗଲର ରାଜା କୁହାଯାଉଥିବା ସିଂହର ସୁରକ୍ଷା, ବଂଶ ବୃଦ୍ଧି ଏବଂ ସେମାନଙ୍କର ହ୍ରାସ ପାଉଥିବା ବାସସ୍ଥଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri