ପାକିସ୍ତାନର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ/ଇସଲାମାବାଦ,୧୪ ।୪: ପାକିସ୍ତାନରୁ ଇମ୍ରାନ ଖାଁ ସରକାର ବିଦା ହେବା ପରେ ଏବେ ପଦ ସମ୍ଭାଳିଛନ୍ତି ଶହବାଜ୍ ଶରିଫ୍ । ତେବେ ଶେହବାଜ୍ ପ୍ରଧାନମନତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଚିଠି ଲେଖି ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ଆତଙ୍କବାଦ ବିରୋଧରେ କାର୍ଯ୍ୟ କରିବା ଲାଗି ପ୍ରେରଣା ଦେବା କଥା କହିଛନ୍ତି । ମୋଦି ଟୁଇଟ୍ କରି ଶେହବାଜଙ୍କୁ ଶୁଭେଚ୍ଛା ଜଣାଇବା ସହ ଆତଙ୍କବାଦୀ ମୁକ୍ତ ବାତାବରଣ ସୃଷ୍ଟି ଉପରେ ଗୁରୁତ୍ୱ ଦେଇଛନ୍ତି । ସୂଚନାଯୋଗ୍ୟ, ମୋଦି କହିଛନ୍ତି ଭାରତ ବି ପାକିସ୍ତାନ ସହ କଥାବାର୍ତ୍ତା ପାଇଁ ପସ୍ତୁତ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ ଜ୍ୟାକ୍‌ ମାଙ୍କର ଭିଡ଼ିଓ ଜାରି କଲା ଗ୍ଲୋବାଲ ଟାଇମ୍ସ୍‌

ବେଜିଂ, ୨୦।୧: ଚାଇନାର ଶ୍ରେଷ୍ଠ ଧନୀକ ତଥା ଆଲିବାବା ଗ୍ରୁପ୍‌ର ସଂସ୍ଥାପକ ଜ୍ୟାକ୍‌ ମା ୟୁନ୍‌ ନିଖୋଜ ହୋଇଥିବା ନେଇ ଚର୍ଚ୍ଚା ହେଉଥିବାବେଳେ ଏବେ ତାଙ୍କର...

ଆଜି ଆସ୍ଥାଭୋଟ ଲାଗି ସାନି ନିର୍ଦ୍ଦେଶ

ଭୋପାଳ,୧୭।୩: ମଙ୍ଗଳବାର ସୁଦ୍ଧା ବିଧାନସଭାରେ ଆସ୍ଥାଭୋଟର ସମ୍ମୁଖୀନ ହେବା ଲାଗି ରାଜ୍ୟପାଳ ଲାଲ୍‌ଜୀ ଟଣ୍ଡନ ସୋମବାର ମୁଖ୍ୟମନ୍ତ୍ରୀ କମଲନାଥଙ୍କ ପାଇଁ ସାନି ସମୟସୀମା ଧାର୍ଯ୍ୟ କରିଛନ୍ତି।...

କୃଷକଙ୍କ ଆଗରେ ପୁଣି ମୁଣ୍ଡ ନୁଆଁଇଲେ ସରକାର: କୃଷିମନ୍ତ୍ରୀ କହିଲେ ନଡା ଜଳାଇବା ଅପରାଧ ନୁହେଁ

ନୂଆଦିଲ୍ଲୀ,୨୭ ।୧୧: ଦେଶରେ ଏବେ ନଡା ଜଳାଇବା ଅପରାଧ ନୁହେଁ । ଏହି ଘୋଷଣା କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଶନିବାର କରିଛନ୍ତି ।...

ଏୟାର ହୋଷ୍ଟେସ୍‌ ଗୀତିକା ଆତ୍ମହତ୍ୟା ମାମଲା: ଗୋପାଳ କାଣ୍ଡା ନିର୍ଦ୍ଦୋଷରେ ଖଲାସ

ନୂଆଦିଲ୍ଲୀ,୨୫।୭: ୨୦୧୨ରେ ବହୁଚର୍ଚ୍ଚିତ ଏୟାର ହୋଷ୍ଟେସ ଗୀତିକା ଆତ୍ମହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ କାଣ୍ଡା ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଦିଲ୍ଲୀର ରାଉଜ୍‌ ଆଭେନ୍ୟୁ କୋର୍ଟ ଏହି...

ଭାଜପାର ଚା’ ବାଲାର ଜବାବ କଂଗ୍ରେସ କ୍ଷୀର ବାଲାରେ ଦେଲା…

ଶିମଲା,୧୧।୧୨ : ସୁଖବିନ୍ଦର ସିଂ ସୁଖୁ ହିମାଚଳ ପ୍ରଦେଶର ୧୫ ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏପରି କରି କଂଗ୍ରେସ ଭାଜପାର ଚା’ ବାଲାର...

ବିମାନରେ ବିଗିଡିଲା ମହିଳାଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲ୍‌ରେ ମୃତ୍ୟୁ

ନୂଆଦିଲ୍ଲୀ,୧୧।୯: ଦୁବାଇରୁ କୋଚି ଅଭିମୁଖେ ଯାତ୍ରା କରୁଥିବା ଜଣେ ମହିଳା ବିମାନରେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ। ପରେ ତାଙ୍କୁ କୋଚିର ଏକ ଡାକ୍ତରଖାନାରେ ମୃତ ଘୋଷଣା...

ପ୍ରସିଦ୍ଧ ପପ୍‌ସିଙ୍ଗର୍‌ଙ୍କୁ ହତ୍ୟା କରି ଖଣ୍ଡ ଖଣ୍ଡ କାଟି ଫ୍ରିଜ୍‌ରେ ରଖିଲେ ସ୍ତ୍ରୀ

ମସ୍କୋ,୩୧।୭: ରୁଷର ଜଣେ ପ୍ରସିଦ୍ଧ ପପ୍‌ସିଙ୍ଗର ତଥା ରାପର୍‌ଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି ତାଙ୍କ ସ୍ତ୍ରୀ। ପରେ ମୃତ ଶରୀରକୁ ଖଣ୍ଡ ଖଣ୍ଡ କରି...

୨୪ ଘଣ୍ଟା ମଧ୍ୟରେ ଯୋଗାଇ ଦିଆଯିବ ‘ଶ୍ରମିକ ସ୍ପେଶାଲ’ ଟ୍ରେନ୍‌

ନୂଆଦିଲ୍ଲୀ,୯।୬: ରାଜ୍ୟ ସରକାରଙ୍କ ଦାବି ଅନୁଯାୟୀ ୨୪ ଘଣ୍ଟା ମଧ୍ୟରେ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଯୋଗାଇ ଦେବାକୁ ମଙ୍ଗଳବାର ପ୍ରକାଶ କରିଛି ରେଲ ମନ୍ତ୍ରଣାଳୟ। ସୂଚନାଯୋଗ୍ୟ,...

Advertisement
Archives

Model This Week