Posted inଜାତୀୟ

ଦ୍ୱିପ୍ରହର ୧ଟା ପର୍ଯ୍ୟନ୍ତ ୩୪.୭୪% ଭୋଟିଂ: ୧୦୦ ବର୍ଷୀୟ ହୀରାବେନ ମଧ୍ୟ କଲେ ମତଦାନ

ଅହମ୍ମଦାବାଦ,୫।୧୨: ଗୁଜରାଟ ବିଧାୟନସଭା ନିର୍ବାଚନ ପାଇଁ ସୋମବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି।୧୪ଟି ଜିଲାରେ ୯୩ ବିଧାନସଭା ଆସନରେ ସକାଳ ୮ଟାରୁ ଭୋଟିଂ ଜାରି ରହିଥିବା ବେଳେ ସକାଳୁ ମତଦାତାମାନେ ଲମ୍ବା ଲାଇନ୍‌ରେ ଆସି ନିଜର ମତଦାନ ସାବ୍ୟସ୍ତ କରିଥିଲେ। ଦ୍ୱିପ୍ରହର ୧ଟା ପର୍ଯ୍ୟନ୍ତ ୩୪.୭୪ ପ୍ରତିଶତ ମତଦାନ ହୋଇଥିବା ନେଇ ନର୍ବାଚନ ଆୟୋଗ ସୂଚନା ଦେଇଛନ୍ତି। ସର୍ବାଧିକ ମତଦାନ ସାବରକାଣ୍ଠାରେ ୩୯.୭୩ ପ୍ରତିଶତ ହୋଇଥିବା ବେଳେ ସର୍ବନିମ୍ନ ୨୯.୭୨ପ୍ରତିଶତ ହୋଇଛି। ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ୧୦୦ ବର୍ଷୀୟ ହୀରାବେନ ଗାନ୍ଧୀନଗର ସ୍ଥିତ ଏକ ବୁଥ୍‌ କେନ୍ଦ୍ରରେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ଏହି ସମୟରେ ତାଙ୍କ ପୁଅ ତଥା ପ୍ରଧାନମନ୍ତ୍ରୀଙ୍କ ଭାଇ ପଙ୍କଜ ମୋଦି ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଭାଇସ ଆଡମିରାଲ ଦୀନେଶ ତ୍ରିପାଠୀ ହେବେ ପରବର୍ତ୍ତି ନୌସେନା ମୁଖ୍ୟ

ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଉପ-ଆଡମିରାଲ ଦୀନେଶ ତ୍ରିପାଠୀଙ୍କୁ ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ସେ ଏପ୍ରିଲ ୩୦ରେ ତାଙ୍କର ନୂତନ ପଦ ଗ୍ରହଣ...

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।...

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri