Posted inଜାତୀୟ

ଦ୍ୱିପ୍ରହର ୧ଟା ପର୍ଯ୍ୟନ୍ତ ୩୪.୭୪% ଭୋଟିଂ: ୧୦୦ ବର୍ଷୀୟ ହୀରାବେନ ମଧ୍ୟ କଲେ ମତଦାନ

ଅହମ୍ମଦାବାଦ,୫।୧୨: ଗୁଜରାଟ ବିଧାୟନସଭା ନିର୍ବାଚନ ପାଇଁ ସୋମବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି।୧୪ଟି ଜିଲାରେ ୯୩ ବିଧାନସଭା ଆସନରେ ସକାଳ ୮ଟାରୁ ଭୋଟିଂ ଜାରି ରହିଥିବା ବେଳେ ସକାଳୁ ମତଦାତାମାନେ ଲମ୍ବା ଲାଇନ୍‌ରେ ଆସି ନିଜର ମତଦାନ ସାବ୍ୟସ୍ତ କରିଥିଲେ। ଦ୍ୱିପ୍ରହର ୧ଟା ପର୍ଯ୍ୟନ୍ତ ୩୪.୭୪ ପ୍ରତିଶତ ମତଦାନ ହୋଇଥିବା ନେଇ ନର୍ବାଚନ ଆୟୋଗ ସୂଚନା ଦେଇଛନ୍ତି। ସର୍ବାଧିକ ମତଦାନ ସାବରକାଣ୍ଠାରେ ୩୯.୭୩ ପ୍ରତିଶତ ହୋଇଥିବା ବେଳେ ସର୍ବନିମ୍ନ ୨୯.୭୨ପ୍ରତିଶତ ହୋଇଛି। ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ୧୦୦ ବର୍ଷୀୟ ହୀରାବେନ ଗାନ୍ଧୀନଗର ସ୍ଥିତ ଏକ ବୁଥ୍‌ କେନ୍ଦ୍ରରେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ଏହି ସମୟରେ ତାଙ୍କ ପୁଅ ତଥା ପ୍ରଧାନମନ୍ତ୍ରୀଙ୍କ ଭାଇ ପଙ୍କଜ ମୋଦି ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ରାସ୍ତା ଦେଇ ଭାରତରେ ଅନୁପ୍ରବେଶ କରିପାରନ୍ତି ଆତଙ୍କବାଦୀ

ପିଥୋରଗଡ,୨୫।୧୦: ନେପାଳ ରାସ୍ତା ଦେଇ ଆତଙ୍କବାଦୀଙ୍କ ଅନୁପ୍ରବେଶ ଆଶଙ୍କାରେ ଭାରତ-ନେପାଳ ସୀମାରେ ହାଇ ଆଲର୍ଟ ଜାରି କରାଯାଇଛି। ପିଥରଗଡର ପୁଲିସ ଅଧୀକ୍ଷକ ଗୁରୁବାର ସନ୍ଧ୍ୟାରେ ଝୁଲାଘାଟରେ...

ବୋଟ୍‌ ଦୁର୍ଘଟଣା, ୩୦ ନିଖୋଜ

ଗୁଆହାଟି,୯।୯: ଆସାମର ଜୋର୍ହାଟଠାରେ ବ୍ରହ୍ମପୁତ୍ର ନଦୀରେ ଦୁଇଟି ଯାତ୍ରୀବାହି ବୋଟ ପରସ୍ପରକୁ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ୩୦ ଜଣ ଏବେ ମଧ୍ୟ...

ଚାଲାଣକୁ ନୁହେଁ, ଯମରାଜଙ୍କୁ ତ ଟିକେ ଡର

ଲକ୍ଷ୍ନୌ,୧୬ା୮: ଉତ୍ତରପ୍ରଦେଶରେ ଏକ ବାଇକ୍‌ରେ ୭ ଜଣ ଲୋକ ଯାଉଥିବାର ଦେଖି ପୋଲିସ ଆଶ୍ଚର୍ଯ୍ୟ ହୋଇଯାଇଛି। ୟୁପି ପୋଲିସ ଏହି ବାଇକ୍‌ରେ ଯାଉଥିବା ଲୋକଙ୍କ ଫଟୋ...

ପ୍ଲାଜ୍‌ମା ଦେବାକୁ ଲୋକେ ଅନାଗ୍ରହୀ

ନୂଆଦିଲ୍ଲୀ,୨୫ା୭(ପି.ଟି.): କରୋନା ଚିକିତ୍ସାରେ ପ୍ଲାଜ୍‌ମା ଥେରାପି ସହାୟକ ହେଉଥିବାବେଳେ ଏଥିପାଇଁ ଦିଲ୍ଲୀ ସମେତ ବିଭିନ୍ନ ରାଜ୍ୟରେ ପ୍ଲାଜ୍‌ମା ବ୍ୟାଙ୍କ ଖୋଲାଯାଇଛି। କରୋନାରୁ ଆରୋଗ୍ୟ ହୋଇଥିବା ଲୋକଙ୍କୁ...

ରାଜ୍ୟ ସଭାର ୫୫ ଆସନ ପାଇଁ ୨୬ ମାର୍ଚ୍ଚରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୫।୨: ରାଜ୍ୟ ସଭାର ୫୫ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୨୬ରେ ନିର୍ବାଚନ ହେବ ବୋଲି ଜଣାପଡିଛି। ମଙ୍ଗଳବାର ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ଘୋଷଣା...

‘ନିରପେକ୍ଷ ରହିବୁ ସବୁ ସଦସ୍ୟ’

ନୂଆଦିଲ୍ଲୀ,୨୦ା୧(ପି.ଟି.): କେନ୍ଦ୍ରର କୃଷି ଆଇନ ଉପରେ ସମୀକ୍ଷା କରିବା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ ବିଶେଷଜ୍ଞ କମିଟି ସଦସ୍ୟମାନେ ନିରପେକ୍ଷ ରହିବେ ଓ ନିଜ ବ୍ୟକ୍ତିଗତ...

ସରକାରୀ କର୍ମଚାରୀଙ୍କୁ ମିଳିବ ବୈଦ୍ୟୁତିକ ଯାନ

ପାଣାଜୀ,୬।୬: ବୈଦ୍ୟୁତିକ ଯାନକୁ ପ୍ରୋତ୍ସାହିତ କରିବା ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ଗୋଆ ଏବଂ କେରଳ ସରକାର ସେମାନଙ୍କ ରାଜ୍ୟରେ ସରକାରୀ...

ଲିଭ୍‌ଇନ୍‌ରେ ରହୁଥିବା ଯୋଡ଼ା: ଜୀବିତ ଥିବାବେଳେ ନିର୍ଯାତନା; ମୃତ୍ୟୁପରେ ଅନ୍ତିମ ସଂସ୍କାର ମନା

ରାଞ୍ଚି,୨୩।୬: ଅର୍ଥାଭାବରୁ ବିବାହ ନ କରି ଭୋଜି ନ ଦେଇ ଲିଭ୍‌ଇନ୍‌ରେ ରହୁଥିବା ଝାଡଖଣ୍ଡର ଜନଜାତି ସମ୍ପ୍ରଦାୟଙ୍କୁ ଅକଥନୀୟ ନିର୍ଯାତନା ଦିଆଯାଇଥାଏ। ଏଭଳି ମହିଳାଙ୍କୁ ଏଠାରେ...

Advertisement
Archives

Model This Week