ଆବୁଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦୁଇ ଦିନିଆ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଗସ୍ତ କରିବେ। ଏହି ସମୟରେ ସେ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାଏଦ ଅଲ ନାହୟାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ ଏବଂ ଆବୁଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଉଦ୍‌ଘାଟନ କରିବେ। ଭାରତରେ ୟୁଏଇର ରାଷ୍ଟ୍ରଦୂତ ଅବଦୁଲନାସର ଅଲଶାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୟୁଏଇ ଗସ୍ତକୁ ଦ୍ୱିପାକ୍ଷିକ ସମ୍ପର୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବର୍ଣ୍ଣନା କରିଛନ୍ତି ଏବଂ ରଣନୀତିକ ସମ୍ପର୍କକୁ ନୂତନ ଉଚ୍ଚତାକୁ ନେଇଯିବ ବୋଲି ସେ ଆଶା ବ୍ୟକ୍ତ କରିଛନ୍ତି।

ଅଲଶାଲି କହିଛନ୍ତି, ଏହି ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆମେ ସମ୍ମାନିତ ଏବଂ ସୌଭାଗ୍ୟବାନ ଯେ ପ୍ରଧାନମନ୍ତ୍ରୀ (ମୋଦି) ବିଶ୍ୱ ସରକାର ସମ୍ମିଳନୀରେ ଆମର ଅତିଥି ହେବାକୁ ଏବଂ ବିଏପିଏସ୍‌ ମନ୍ଦିରର ଉଦ୍‌ଘାଟନ କରିବାକୁ ୟୁଏଇକୁ ଆସିବେ। ମୁଁ ନିଶ୍ଚିତ ଯେ ଏହି ପରିଦର୍ଶନ ସମ୍ପର୍କକୁ ନୂତନ ଉଚ୍ଚତାକୁ ନେଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri