Posted inଜାତୀୟ

ୟୁସିସି ପାଇଁ କେଉଁ ପ୍ରସ୍ତାବ ରହିଛି ପ୍ରଥମେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ କହିବା ଆବଶ୍ୟକ: ସିବଲ…

ନୂଆଦିଲ୍ଲୀ,୧।୭ : ୟୁନିଫର୍ମ ସିଭିଲ କୋଡ (ୟୁସିସି) ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତ୍ତି ପରେ ରାଜନୀତି ଆରମ୍ଭ ହୋଇଛି। ଏହି କ୍ରମରେ ରାଜ୍ୟସଭା ଏମପି କପିଲ ସିବଲ ଶନିବାର କହିଛନ୍ତି ସର୍ବପ୍ରଥମେ ପ୍ରଧାନମନ୍ତ୍ରୀ ଦେଶକୁ କହିବା ଉଚିତ ୟୁସିସି ପାଇଁ ପ୍ରସ୍ତାବ କ’ଣ ଏବଂ ସେ କେଉଁ ପ୍ରସଙ୍ଗରେ ସମାନତା ଚାହୁଁଛନ୍ତି।

ଯଦି କୌଣସି ପ୍ରସ୍ତାବ ନ ଆସେ, ୟୁସିସି ବିଷୟରେ ଆଲୋଚନା କରିବାର କୌଣସି ଆବଶ୍ୟକତା ନାହିଁ। ଉତ୍ତରାଖଣ୍ଡର ସିଭିଲ କୋଡ ସମଗ୍ର ଦେଶରେ କାର୍ଯ୍ୟକାରୀ ହୋଇପାରିବ ନାହିଁ। ଲୋକମାନେ ଆଇନ ବିଷୟରେ ସମ୍ପୂର୍ଣ୍ଣ ଭାବେ ଅବଗତ ନୁହଁନ୍ତି, କିନ୍ତୁ ଆଲୋଚନା ଚାଲିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ସହଜ ଉପାୟ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗଗ୍ରସ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେବେ ଏହାକୁ ସନ୍ତୁଳିତ…

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଇତିହାସରେ ଏଲ୍‌ ନିନୋ : ବିଗତ ୧୯୮୨-୮୩ ଏବଂ ୧୯୯୭-୯୮ ମସିହାର ଏଲ୍‌ ନିନୋଗୁଡ଼ିକ ବିଂଶ ଶତାବ୍ଦୀର ସବୁଠାରୁ ତୀବ୍ର ଘଟଣା ଥିଲା। ୧୯୮୨-୮୩ର ଘଟଣାଗୁଡ଼ିକ ସମୟରେ,…

ଟିମ ଇଣ୍ଡିଆ ଆୟରଲ୍ୟାଣ୍ଡ ବିପକ୍ଷରେ ସିରିଜ ହାରିବାର ଅସଲ କାରଣ କହିଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ଆୟରଲ୍ୟାଣ୍ଡ ଗସ୍ତରେ ନିରାଶାର ସମ୍ମୁଖୀନ ହୋଇଥିଲା, ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଥିଲା। ବେଲଫାଷ୍ଟରେ ପ୍ରଥମ…

RBIର ନୂଆ ପ୍ଲାନ! ଅନଲାଇନରେ ଟଙ୍କା ପଠାଇବା ନିୟମରେ ହେବ ପରିବର୍ତ୍ତନ, ଲାଗିବ….

ନୂଆଦିଲ୍ଲୀ,୨୯।୬: ଡିଜିଟାଲ୍ ପେମେଣ୍ଟର ବର୍ଦ୍ଧିତ ଧାରା ମଧ୍ୟରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଅନଲାଇନ୍ ଠକେଇକୁ ରୋକିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। RBI…

ଟ୍ରାକ୍ଟରରେ ବସି ଯାଉଥିଲେ ଶ୍ରମିକ, ଖସିପଡ଼ିବାରୁ…

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରାକ୍ଟର (ନଂ-ଓଡି୧୫ଏଫ ୯୬୬୩) ଚାପାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି।…

ସ୍କୁଲରେ ପଶି ଉର୍ଦ୍ଦୁ ଶିକ୍ଷକଙ୍କୁ ପିଟିଲେ BJP କର୍ମୀ

ହାଇଦ୍ରାବାଦ,୨୯।୬: ତେଲଙ୍ଗାନାର ନିଜାମାବାଦରେ ଏକ ଘଟଣା ସାମ୍ନାକୁ ଆସିଛି, ଯାହା କଂଗ୍ରେସ ନେତା ଡକ୍ଟର ଶମା ମହମ୍ମଦଙ୍କୁ ତାଙ୍କ ନିଜ ସରକାରଙ୍କ ନିକଟରେ ଦୃଢ଼ ଦାବି କରିବାକୁ…

ବ୍ରେନ୍‌ ଷ୍ଟ୍ରୋକ୍‌ରୁ ରକ୍ଷା ପାଇବାକୁ ହେଲେ…

ଆମ ଶରୀରରେ ସୁଗାର ପରିମାଣ ସନ୍ତୁଳିତ ରହିବା ନିହାତି ଦରକାର। ଏହାଦ୍ୱାରା ଆମେ ନିଜକୁ କେତେକ ସ୍ବାସ୍ଥ୍ୟ ସମସ୍ୟାଠାରୁ କେତେକାଂଶରେ ଦୂରେଇ ରଖିପାରିବା। ଯଦି ରକ୍ତରେ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri