Posted inଜାତୀୟ

ଆଜି ଦେଶକୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୧୯।୧୧:ଉତ୍ତରପ୍ରଦେଶ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶକୁ ସମ୍ବୋଧିତ କରିବେ। ସେ ସକାଳ ନଅଟା ବେଳେ ଦେଶକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁ ନାନକ ପ୍ରକାଶ ପର୍ବ ଅବସରରେ ପିଏମ୍‌ଓ କାର୍ଯ୍ୟାଳୟ ଦ୍ୱାରା ଏହି ବିଷୟରେ ସୂଚନା ଦିଆଯାଇଛି। କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ଟୁଇଟ ଅନୁଯାୟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁପିର ମହୋବାଠାରେ ଜଳସେଚନ ପ୍ରକଳ୍ପର ଉଦଘାଟନ କରିବାକୁ ଯାଉଛନ୍ତି। ଏହା ପରେ, ସାରେ ସେ ଝାନସିରେ ଥିବା ରାଷ୍ଟ୍ର ରକ୍ଷା ସମର୍ପଣ ପର୍ବରେ ଯୋଗଦେବେ, କିନ୍ତୁ ସର୍ବପ୍ରଥମେ ସେ ସକାଳ ନଅଟା ବେଳେ ଦେଶକୁ ଏକ ବାର୍ତ୍ତା ଦେବାକୁ ଯାଉଛନ୍ତି।
ଦେଶକ ପ୍ରଧାନମନ୍ତ୍ରୀଙ୍କର ଏହା ଏକାଦଶ ତମ ବାର୍ତ୍ତା ହେବ। ଏହା ପୂର୍ବରୁ ୨୨ ଅକ୍ଟୋବର ୨୦୨୧ ରେ ପ୍ରଧାନମନ୍ତ୍ରୀ ମୋଦି ଦେଶକୁ ସମ୍ବୋଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର…

ବେଙ୍ଗଲରେ ୫ ଟଙ୍କାରେ ମିଳିବ ମାଛ-ଭାତ; ଜାଣନ୍ତୁ ଦେଶର କେଉଁ ରାଜ୍ୟରେ ମିଳେ ସବୁଠୁ ଶସ୍ତା ସରକାରୀ ଥାଳି?

କୋଲକାତା,୨୭।୫: ପଶ୍ଚିମବଙ୍ଗ ସରକାର ସାଧାରଣ ଏବଂ ଗରିବ ଲୋକଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟର ସରକାରୀ ସହାୟତା ପ୍ରାପ୍ତ ସ୍ୱତନ୍ତ୍ର କ୍ୟାଣ୍ଟିନଗୁ ବର୍ତ୍ତମାନ ମାତ୍ର…

ଏଟିଏମରୁ ଉଠାଇପାରିଲେନି ୪୦୦ଟଙ୍କା, SBI କୁ ଦେବାକୁ ପଡିଲା ୫୮,୭୦୦ ଟଙ୍କାର ଜରିମାନା, ଘଟଣା ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୭।୫: ମାତ୍ର ୪୦୦ ଟଙ୍କାର ଏକ ବିବାଦ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ପାଇଁ ବଡ଼ ଅସୁବିଧା ସୃଷ୍ଟି କରିଛି। ଗ୍ରାହକଙ୍କ ଅଭିଯୋଗକୁ ବର୍ଷ ବର୍ଷ…

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭ା୫(ରବିନାରାୟଣ ଜେନା) ରାଜ୍ୟରେ କେଉଁ ବିଧାୟକଙ୍କ ପ୍ରଦର୍ଶନ ସର୍ବୋତ୍ତମ ତାହାକୁ ଓଡ଼ିଶା ବିଧାନସଭା ଖୁବ୍‌ଶୀଘ୍ର ଲୋକଲୋଚନକୁ ଆଣିବ। ଦୀର୍ଘ ୧୦ ବର୍ଷ ଧରି ବନ୍ଦ ରହିଥିବା ଏହି…

ଭାରତରେ କରୋନାଠାରୁ ବିପଜ୍ଜନକ ‘ଇବୋଲା’ ଭାଇରସର ଏଣ୍ଟ୍ରି! ଆଫ୍ରିକାରୁ ଫେରିଥିବା ୨୮ ବର୍ଷୀୟ ମହିଳା ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୭।୫: ଆଫ୍ରିକାରେ ବ୍ୟାପିବା ପରେ ଏବେ ଭାରତରେ ଇବୋଲା ଭାଇରସ ମାମଲା ଦେଖାଯାଇଛି। ଉଗାଣ୍ଡାରୁ ଫେରିଥିବା ଜଣେ ମହିଳାଙ୍କଠାରେ ଇବୋଲା ଭାଇରସ ଲକ୍ଷଣ। ଏନେଇ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri