Posted inଜାତୀୟ

ମାର୍କସିଟକୁ ‘ପ୍ରେସର ସିଟ୍‌’ କହିଲେ ମୋଦି: ଏହାଦ୍ୱାରା ଛାତ୍ରଙ୍କର ମୂଲ୍ୟାଙ୍କନ ନ ହେଉ

ନୂଆଦିଲ୍ଲୀ,୧୧ ।୯: ରାଷ୍ଟ୍ରୀୟ ଶିକ୍ଷାନୀତି ବା ନ୍ୟାଶନାଲ ଏଜୁକେଶନ ପଲିସି(ଏନ୍‌ଇପି)୨୦୨୦ ଆସିବା ପରେ ଏବେ ଏହା ଉପରେ ପୂରା ଧ୍ୟନ ଦିଆଯାଉଛି । ଏହାରି ଆଧାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୨୧ଶତାଦ୍ଦୀରେ ସ୍କୁଲ ଶିକ୍ଷାକୁ ନେଇ ସାରା ଦେଶର ଶିକ୍ଷକମାନଙ୍କ ସହ ଭର୍ଚୁଆଲ ବୈଠକ ମାଧ୍ୟମରେ କଥା ହୋଇଛନ୍ତି । ଏହି ଅବସରରେ ମୋଦି କହିଛନ୍ତି ରାଷ୍ଟ୍ରୀୟ ଶିକ୍ଷା ନୀତି ନୂଆ ଭାରତର, ନୂଆ ଆଶାର, ନୂଆ ଆବଶ୍ୟକତାର ମାଧ୍ୟମ ଅଟେ । ଏହା ପଛରେ ଗତ ୪-୫ ବର୍ଷର ଶ୍ରମ ଯୋଡି ହୋଇ ରହିଛି । ଏବେ ଛାତ୍ରଙ୍କ ପାଇଁ ମାର୍କସିଟ୍ ପ୍ରେସର ସିଟ୍ ହୋଇଯାଇଥିବା ବେଳେ ଏହା ଅଭିଭାବକଙ୍କ ପାଇଁ ପ୍ରେଷ୍ଟିଜ ସିଟ୍ ହୋଇଯାଇଛି । ହେଲେ ରାଷ୍ଟ୍ରୀୟ ଶିକ୍ଷା ନୀତିର ଉଦ୍ଦେଶ୍ୟ ଏହାକୁ ସମ୍ପୂର୍ଣ୍ଣ ରୂପେ ଦୂର କରିବା । ରାଷ୍ଟ୍ରୀୟ ଶିକ୍ଷା ନୀତିକୁ ସମସ୍ତ ଦାୟିତ୍ୱବାନ ଲୋକଙ୍କ ପାଖରେ ପହଞ୍ଚାଇବାକୁ ‘ଶିକ୍ଷା ପର୍ବ’ ର ଆୟୋଜନ କରାଯାଇଛି ଏହା ୨୫ ସେପେମ୍ବର ପର୍ଯ୍ୟନ୍ତ ଚାଲିବ । ଏବେ ଆଉ ଛାତ୍ରଙ୍କୁ ମାର୍କସିଟ୍ ମାଧ୍ୟମରେ ମୂଲ୍ୟାୟନ କରି ସେମାନଙ୍କ ଉପରେ ଚାପ ପକାଇବାର ସମୟ ଯାଇଛି ବୋଲି ମୋଦି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନର ବାଜିଲା ବିଗୁଲ, ତାରିଖ ଘୋଷଣା କଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର,୫ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ନିର୍ବାଚନ ତାରିଖ ଘୋଷଣା…

ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍‌…

ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ…

ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ…

ଟାଇପ ୧ ଡାଇବେଟିସ କ’ଣ? ଏହା ପଛରେ କ’ଣ ରହିଛି କାରଣ ଜାଣନ୍ତୁ…

ନୀରବ ଘାତକ ଭାବରେ ଗଣନା କରାଯାଉଥିବା ଅନ୍ୟତମ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ହେଉଛି ଡାଇବେଟିସ୍‌ ବା ମଧୁମେହ। ଏହା ପଛରେ ଅନେକ କାରଣ ରହିଛି। ତେବେ ଟାଇପ…

‘ବିରାଟଙ୍କ ନମ୍ବର ତାଙ୍କୁ ମିଳିବା ଉଚିତ’, କୋହଲିଙ୍କ ପାଇଁ କିଏ ହେବେ ପରଫେକ୍ଟ ରିପ୍ଲେସମେଣ୍ଟ ପ୍ରକାଶ କଲେ ୱାସିମ ଜାଫର୍‌, ଚମକି ପଡ଼ିବେ…

ନୂଆଦିଲ୍ଲୀ,୫।୧୦: ପ୍ରାୟ ୧୫ ବର୍ଷ ଧରି, ଭାରତୀୟ ଦଳକୁ ODI କ୍ରିକେଟରେ ୩ ନମ୍ବର ସ୍ଥାନ ପାଇଁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିନାହିଁ; ଏହାର ମୁଖ୍ୟ…

ଭିଜିଲାନ୍ସ ପଞ୍ଝାରେ ବେତନଟୀ ସବଡିଭିଜନ AEE, ଏକକାଳୀନ ୧୦ ସ୍ଥାନରେ ଚଢାଉ

ବାରିପଦା/ବେତନଟୀ, ୫।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ବେତନଟୀ ଆର୍‌ଆଣ୍ଡବି ସବ୍‌ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ସୃଷ୍ଟି ହେବ ବିରଳ ତ୍ରିଗ୍ରହୀ ଯୋଗ; ବଦଳିଯିବ ୩ ରାଶିର ଭାଗ୍ୟ, ପ୍ରଚୁର ଧନ ଲାଭ

ଅକ୍ଟୋବର ମାସରେ ତୁଳା ରାଶିରେ ସୂର୍ଯ୍ୟ, ବୁଧ ଓ ଶୁକ୍ରଙ୍କ ଯୁତି ହେବାକୁ ଯାଉଛି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ତିନି ଗ୍ରହ ଗୋଟିଏ ରାଶିରେ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?