Posted inଜାତୀୟ

ଯେଉଁଠି ଡବଲ ଇଞ୍ଜିନ ସରକାର, ସେଠାରେ ବଢିଯାଏ ବିକାଶର ଗତି: ମୋଦି

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କର୍ନାଟକ ବିଧାନସଭା ନିର୍ବାଚନ ଅବସରରେ ଭିଡିଓ କନଫରେନସିଂ ଜରିଆରେ ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମ୍ବୋଧନରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଅନୁଶାସିତ କର୍ମୀଭାବେ ଆପଣ ସମସ୍ତ କର୍ମୀ ଓ ଜନତାଙ୍କୁ ଦର୍ଶନ କରିବାକୁ ମୁଁ ଆସୁଛି। ରାଜ୍ୟରେ ପ୍ରଚାର କରୁଥିବା ଭାଜପା ନେତା କହୁଛନ୍ତି ପ୍ରଚାର ସମୟରେ ସେମାନଙ୍କୁ କେତେ ଭଲପାଇବା ମିଳୁଛି। ଏହା ଭାଜପା ପ୍ରତି ଲୋକଙ୍କ ବିଶ୍ୱାସକୁ ଦର୍ଶାଉଛି।
ମୋଦି ଆହୁରି ମଧ୍ୟ କହିଛନ୍ତି, ଭାଜପା ଓ ଅନ୍ୟ ଦଳ ମଧ୍ୟରେ ସବୁଠାରୁ ପାର୍ଥକ୍ୟ ହେଉଛି ଆପ୍ରୋଚ। ଆମ ବିରୋଧିଙ୍କ ଏଜେଣ୍ଡା ହେଉଛି ଶାସନ କ୍ଷମତା ହାତେଇବା। ଆମର ଏଜେଣ୍ଡା ହେଉଛି, ଆଗାମି ୨୫ ବର୍ଷରେ ଦେଶକୁ ବିକଶିତ କରିବା, ଗରିବ ମୁକ୍ତ ଦେଶ କରିବା ଓ ଯୁବ ସମାର୍ଥ୍ୟକୁ ସବୁଠାରୁ ଆଗକୁ ବଢାଇବା। ମୋଦି କହିଛନ୍ତି, ଆଗାମୀ ୨୫ ବର୍ଷରେ କର୍ନାଟକର ବିକାଶ ଯାତ୍ରାକୁ ନେତୃତ୍ୱ ଦେବାକୁ ଭାଜପା ଏକ ଯୁବ ଟିମର ନିର୍ମାଣ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri