Posted inଜାତୀୟ

କଂଗ୍ରେସକୁ ଟାର୍ଗେଟ କଲେ ମୋଦି

ନୂଆଦିଲ୍ଲୀ,୧୦ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରାଖଣ୍ଡର ଶୀନଗରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ସମୟରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି । ମୋଦି କହିଛନ୍ତି କଂଗ୍ରେସ ଜେନରାଲ ବିପିନ ରାୱତଙ୍କୁ ସଡ଼କର ଗୁଣ୍ଡା ବୋଲି କହୁଥିଲା । ଆଉ ଏବେ ତାଙ୍କରି ନାଁକୁ କଂଗ୍ରେସ ବ୍ୟବହାର କରୁଛି । ମୋଦି ଆହୁରି ମଧ୍ୟ କହିଛନ୍ତି , ଉତ୍ତରାଖଣ୍ଡର ଲୋକେ ସବୁବେଳେ ସଜାଗ ପ୍ରହରି ଭଳି ସିମାରେ ଦେଶକୁ ଜଗି ରହିଛନ୍ତି । ପୌଡି ଗଡୱାଲର ବୀର ସନ୍ତାନ ବିପିନ ରାୱତଙ୍କ ସ୍ମୃତି ମନେପକାଇ ଭାବୁକ କରି ଦେଉଛି । ରାୱତ ପ୍ରମାଣ କରି ଦେଖାଇଲେ ଯେ ଉତ୍ତରଖଣ୍ଡ ଲୋକଙ୍କ ନିକଟରେ କେବଳ ପାହାଡ ଭଳି ସାହାସ ନୁହେଁ ବରଂ ହିମାଳୟ ଭଳି ଉଚ୍ଚ ଚିନ୍ତାଧାରା ବି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri