Posted inଜାତୀୟ

ଓମିକ୍ରନ୍‌କୁ ନେଇ ହାଇକୋର୍ଟଙ୍କ ଚିନ୍ତା: ନିର୍ବାଚନ ଘୁଞ୍ଚାଇବାକୁ ସରକାର, ନିର୍ବାଚନ କମିଶନଙ୍କୁ ଅପିଲ

ଆହ୍ଲାବାଦ,୨୪ ।୧୨: ପାଖେଇ ଆସୁଛି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ । ଏପଟେ ରାଜନୈତିକ ଦଳମାନେ ବିଭିନ୍ନ ରାଲି ଓ ଜନସଭା ଆୟୋଜନ କରି ଭୋଟରଙ୍କୁ ନିଜ ଆଡକୁ ଆଣିବାକୁ ଚେଷ୍ଟା ଆରମ୍ଭ କଲେଣି । ଅନ୍ୟପଟେ ଦେଶରେ ଦିନକୁ ଦିନ କରୋନାର ନୂଆ ଭାରିଏଣ୍ଟ କାୟା ବିସ୍ତାର କରିବାରେ ଲାଗିଛି । ଏହାକୁ ଦେଖି ହାଇକୋର୍ଟ ଚିନ୍ତା ପ୍ରକଟ କରିଛନ୍ତି । କୋର୍ଟ ସରକାର ଓ ନିର୍ବାଚନ କମିଶନଙ୍କୁ ନିର୍ବାଚନ ଘୁଞ୍ଚାଇଦେବାକୁ ଅପିଲ କରିଛନ୍ତି । ଏହାସହ ରାଲି ନ କରି ଟେଲିଭିଜନ ଓ ଖବରକାଗଜ ମାଧ୍ୟମରେ ପ୍ରଚାର କରିବାକୁ ପରାମର୍ଶ ଦେଇଛନ୍ତି । ଏପରି ନ କରାଗଲେ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ହେବା ସହ ଏହା ଦେଶ ପାଇଁ ବି ବିପଦ ସାଜିବ ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri